-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲା ଏମ୍ ବି ଏମ୍ ଏମ୍ ର ସାଂଗଠନିକ ବୈଠକ: ସରୋଜ କୁମାର ମେଶ୍ଵା ଜିଲ୍ଲା ସଭାପତି ମନୋନୀତ

14-Jun-2026



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ମୁଲନିବାସୀ ବହୁଜନ ମିଳିତ ମହାସଂଘ (MBMM) ର ଏକ ଗୁରୁତ୍ୱପୂର୍ଣ୍ଣ ସାଂଗଠନିକ ବୈଠକ ସ୍ଥାନୀୟ ସୁଦପଡାସ୍ଥିତ ଢୋଲମୁହୁରୀ କଳା ପରିଷଦ ପରିସର ରେ ଅନୁଷ୍ଠିତ ହୋଇଯାଇଛି।  ବୈଠକରେ ଜିଲ୍ଲା ମହାସଂଘର ସଭାପତି ତରଣୀସେନ ଦୀପ ସଭାପତିତ୍ୱ କରିଥିଲେ। ବୈଠକରେସଂଗଠନର ପରବର୍ତ୍ତୀ କାର୍ଯ୍ୟକ୍ରମଗୁଡ଼ିକ ଉପରେ ବିସ୍ତୃତ

ଆଲୋଚନା କରାଯାଇ କାର୍ଯ୍ୟସୂଚୀ ନିର୍ଧାରଣ କରାଯାଇଥିଲା।  ଆଗାମୀ କାର୍ଯ୍ୟକ୍ରମର ସୁଚାରୁ ପରିଚାଳନା ପାଇଁ ଯୁବ ସଂଗଠକ ସରୋଜ କୁମାର ମେଶ୍ଵାଙ୍କୁ ସର୍ବସମ୍ମତିକ୍ରମେ ନୁତନ ବଲାଙ୍ଗୀର ଜିଲ୍ଲା ସଭାପତି ଭାବେ ମନୋନୀତ କରାଯାଇ ତାଙ୍କୁ ଦାୟିତ୍ୱ ଅର୍ପଣ କରାଯାଇଛି।  ଉପସ୍ଥିତ କାର୍ଯ୍ୟକର୍ତ୍ତା ମାନେ ଆଶା ବ୍ୟକ୍ତ କରିଛନ୍ତି ଯେ ଶ୍ରୀ

ମେଶ୍ଵାଙ୍କ ନେତୃତ୍ୱରେ ଜିଲ୍ଲାରେ ଆମ୍ବେଦକର ବିଚାରଧାରା ଓ ସଂଗଠନ ଆହୁରି ଦୃଢ଼ ହେବ। ବୈଠକରେ ଦଣ୍ଡୁଆ କୁମ୍ଭାର, ଭୁବନ ନାଗ, ମଙ୍ଗଳୁ ତାଣ୍ଡି, ସୁନୀଲ ନନ୍ଦ, ନବସେତୁ ସମ୍ପାଦକ ପୂର୍ଣ୍ଣଚନ୍ଦ୍ର ବିଶ୍ଵାଳ, ଆର୍ତ୍ତ ବାଗ, ଜ୍ୟୋତିଷ ମୁଗ୍ରି, ତିଳକ ଛତ୍ରିଆ, ଐବନ ଛତ୍ରିଆ ପ୍ରମୁଖ ଉପସ୍ଥିତ ରହି ନିଜ ମତ ରଖିଥିଲେ।  ଶେଷରେ ପୂର୍ଣ୍ଣଚନ୍ଦ୍ର ବିଶ୍ଵାଳ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026

You Might Also Like