-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||     

HOME   ଜିଲ୍ଲା

ରକ୍ତଦାନ କରି ଜୀବନ ବଞ୍ଚାଇ ମଣିଷପଣିଆର ପରିଚୟ ଦେଉଛନ୍ତି ଶାନ୍ତି ମାଝୀ ।

14-Jun-2026



ନର୍ଲା (ଚିନ୍ତାମଣି ନାଏକ ) କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଳକ୍ ଅନ୍ତର୍ଗତ ପରେଲସିଙ୍ଗା ଗାଁ ର ବେସାହାରା ମହିଳା ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇ ଦୟନୀୟ ଅବସ୍ଥାରେ  ଚିକିତ୍ସିତ ହେଉଥିଲେ। ଉକ୍ତ ମହିଳାଙ୍କୁ ଅତ୍ୟନ୍ତ ଜରୁରୀ ସମୟରେ ଓ' ପଜିଟିଭ୍ ବର୍ଗର ରକ୍ତ ଆବଶ୍ୟକତା ଥିଲା । ରକ୍ତ ଭଣ୍ଡାର ରେ ମଧ୍ୟ ଓ' ପଜିଟିଭ୍ ବର୍ଗର ରକ୍ତ ନ  ଥିବାରୁ ରକ୍ତଭଣ୍ଡାରର କର୍ମଚାରୀ ଏବଂ ଚିକିତ୍ସା କରୁଥିବା ଡାକ୍ତର କଳାହାଣ୍ଡି ଜିଲ୍ଲାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ସୋସିଆଲ ୱେଲଫେୟର ଅର୍ଗାନାଇଯେସନ୍, କଳାହାଣ୍ଡି ପରିବାର ର ମହିଳା ସଭାନେତ୍ରୀ ଶ୍ରୀମତୀ ଶାନ୍ତି ମାଝୀ ଙ୍କୁ ଫୋନ୍ ମାଧ୍ୟମରେ ଜଣାଇଥିଲେ । ଶାନ୍ତି ମାଝୀ ଏହି ବିଷୟରେ ସମ୍ପୂର୍ଣ ଅବଗତ ହେଵା ପରେ ରକ୍ତ ଯୋଗାଡ଼ କରିବା ପାଇଁ ଚେଷ୍ଟା କରିଥିଲେ । ରକ୍ତ ଯୋଗାଡ଼ ମଧ୍ୟ ସାରିଥିଲା କିନ୍ତୁ ରକ୍ତଦାତା ରକ୍ତଦେବା ପାଇଁ ଟିକିଏ ବିଳମ୍ଭ ହେବାରୁ ଶାନ୍ତି ମାଝୀ ସ୍ୱୟଂ ନିଜେ ନଜ ସ୍କୁଟି ମାଧ୍ୟମରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ  ନର୍ଲା ରୁ ଭବାନୀପାଟଣା ରକ୍ତ ଭଣ୍ଡାର ପହଞ୍ଚି ନିଜର ବହୁମୂଲ୍ୟ ସମୟ ସହ ରକ୍ତଦାନ କରିଥିଲେ । । ଶାନ୍ତି ମାଝୀ ପେଶାରେ ଜଣେ ଅଧି ସ୍ୱୀକୃତ ସାମାଜିକ ସ୍ୱାସ୍ଥ୍ୟ କର୍ମୀ ଭାବରେ କାର୍ଯ୍ୟ କରନ୍ତି  କିନ୍ତୁ ନିଶା ତାଙ୍କର ସମାଜସେବା । ରକ୍ତଦାନ କ୍ଷେତ୍ରରେ ସେ ଜଣେ ଆଗଧାଡିର ଯୋଦ୍ଧା ଅଟନ୍ତି। ବହୁବାର ରକ୍ତଦାନ କରି ଅନେକ ଜୀବନ କୁ ମୃତ୍ୟୁ ମୁଖରୁ ବଞ୍ଚାଇ ବାରେ ସଫଳ ହୋଇଛନ୍ତି ଏବଂ ଆଜି ମଧ୍ୟ ସେ ଡାକ୍ତରଖାନା ବେସାହାରା ମହିଳା ମାନଙ୍କୁ ଙ୍କୁ ରକ୍ତଦାନ କରି ମହିଳାଙ୍କ ଜୀବନ ବଞ୍ଚାଇବା ରେ  ସହାୟକ ହେଇଥିଲେ ଏବଂ  କେତେ ଦିନ ଆଉ କେବେ ଜୀବନର ଶେଷ ମୁହୂର୍ତ୍ତ ଆସିବ ମୋତେ ଜଣା ନାହିଁ । ଯଦି ମୋତେ ସୁଯୋଗ ମିଳେ ତାହେଲେ ଜୀବନର ଶେଷ ଦିନରେ ବି ରକ୍ତଦାନ କରିବାକୁ ମୁଁ କୁଣ୍ଠା ବୋଧ କରିବି ନାହିଁ ବୋଲି ଶ୍ରୀମତୀ ମାଝୀ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026

You Might Also Like