-+91-9937148622 |

prerana_bgr@rediffmail.com |

  Wednesday 17th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ପ୍ରସିଦ୍ଧ ୧୪୯ ତମ ଶୀତଲ ଷଷ୍ଠୀ ଯାତ୍ରା ଉପଲକ୍ଷେ ପୋଲିସ ତରଫରୁ ଫ୍ଲାଗମାର୍ଚ   (17-Jun-2026)       ||      କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍    (17-Jun-2026)       ||      +୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   (17-Jun-2026)       ||      ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   (17-Jun-2026)       ||      ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (16-Jun-2026)       ||      ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   (16-Jun-2026)       ||      ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   (16-Jun-2026)       ||      *ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   (16-Jun-2026)       ||      ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ    (16-Jun-2026)       ||      ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||     

HOME   ଜିଲ୍ଲା

ଆଉ ମାତ୍ର କିଛି ଘଣ୍ଟା ପରେ ବରପାଲି ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ । ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ।

14-Jun-2026



ବରପାଲି (ସୁଦାମ ଦୀପ)
ବରପାଲି ର ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଆଉ ମାତ୍ର କିଛି ଘଣ୍ଟା ପରେ ଆରମ୍ଭ ହେବ । 
ଯାତ୍ରା ର ଉଭୟ ବରପକ୍ଷ ଓ କନ୍ୟା ପକ୍ଷ ର ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ସମସ୍ତ  ଙ୍କ ଅପେକ୍ଷା ବାବା କପିଳେଶ୍ୱର ଓ ମାତା ପାର୍ବତୀ କେତେ ବେଳେ ମନ୍ଦିର ରୁ ବାହାରି ଯାତ୍ରା ମଣ୍ଡପ କୁ ଆସିବେ । ସୋମବାର ଅପରାହ୍ନ ରେ ଦେବ ଦମ୍ପତ୍ତି ଙ୍କୁ ଏକ ଶୋଭାଯାତ୍ରା ରେ ମନ୍ଦିର ରୁ ଆଣି ନଗର ପରିକ୍ରମା କରି ରାଜ ବାଟି ସ୍ଥିତ ଭଣ୍ଡାର ଗୃହରେ ସ୍ଥାପନ କରାଯିବ । ଚଳିତ ବର୍ଷ ଯାତ୍ରା ମଣ୍ଡପ ବା ଭଣ୍ଡାର ଗୃହ କୁ ବିଗତ ବର୍ଷ ମାନଙ୍କ ଅପେକ୍ଷା ଅଧିକ ସୁନ୍ଦର ଓ ଆକର୍ଷଣୀୟ ତୋରଣ ରେ ସଜ୍ଜିତ କରାଯାଇଛି । 
ଅନ୍ୟ ପକ୍ଷରେ ବରପାଲି ର ନୂଆପଡ଼ା ର ଶୈବ ଭକ୍ତ ଗଣ କନ୍ୟା ପକ୍ଷ ଦାୟିତ୍ୱ ନିର୍ବାହ କରୁଛନ୍ତି। ଜାତୀୟ ରାଜପଥ ନିକଟରେ ଷ୍ଟେଟ୍ ବ୍ୟାଙ୍କ ସମ୍ମୁଖ ରେ ଅଯୋଧ୍ୟା ରାମ ମନ୍ଦିର ଢାଞ୍ଚା ରେ ବିରାଟ ଓ ସୁଦୃଶ୍ୟ ତୋରଣ ନିର୍ମାଣ କରାଯାଇଛି । ଚଳିତ ବର୍ଷ ଶିବୁ ଅଗ୍ରୱାଲ ଓ ତାଙ୍କ ପତ୍ନୀ ଗାୟତ୍ରୀ ଦେବୀ ଅଗ୍ରୱାଲ ଜଗତ ଜନନୀ ମାତା ପାର୍ବତୀ ଙ୍କୁ କନ୍ୟା ଭାବରେ ପାଇ ବହୁତ୍ ଭାଗ୍ୟବାନ ମନେ କରି ବହୁତ୍ ଖୁସି ଥିବା ଜଣା ପଡୁଛି । କାରଣ ତାଙ୍କ ଜନ୍ମିତ କନ୍ୟା ସନ୍ତାନ ନାହାନ୍ତି । ବିବାହ ରେ କନ୍ୟାର ନିତ୍ୟ ବ୍ୟବହାର ସାମଗ୍ରୀ ସହିତ ସ୍ୱର୍ଣ୍ଣ ଅଳଙ୍କାର ମଧ୍ୟ ଉପହାର ଦେବା ପାଇଁ ପ୍ରସ୍ତୁତ କରିଛନ୍ତି । ଚଳିତ ବର୍ଷ ଉଭୟ ବରପକ୍ଷ ଓ କନ୍ୟା ପକ୍ଷ ଙ୍କ ଉଦ୍ୟମ ରେ ଶୀତଳ ଷଷ୍ଠୀ ଯାତ୍ରା ନିଶ୍ଚିତ ଆକର୍ଷଣୀୟ ହେବ । କେବଳ ପାଗ ଅନୁକୂଳ ରହିଲେ ଭକ୍ତ ଗଣ ଯାତ୍ରା ର ମଜା ନେଇ ପାରିବେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ପ୍ରସିଦ୍ଧ ୧୪୯ ତମ ଶୀତଲ ଷଷ୍ଠୀ ଯାତ୍ରା ଉପଲକ୍ଷେ ପୋଲିସ ତରଫରୁ ଫ୍ଲାଗମାର୍ଚ   17-Jun-2026
  ଜିଲ୍ଲା  
କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍   17-Jun-2026
  ଜିଲ୍ଲା  
+୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   17-Jun-2026
  ଜିଲ୍ଲା  
ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   17-Jun-2026
  ଜିଲ୍ଲା  
ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   16-Jun-2026
  ଜିଲ୍ଲା  
*ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   16-Jun-2026
  ବିଶେଷ  
ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ   16-Jun-2026
  ଜିଲ୍ଲା  
ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   16-Jun-2026
  ଜିଲ୍ଲା  
ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ   16-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ   16-Jun-2026

You Might Also Like