-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ବିଶ୍ୱ ରକ୍ତ ଦାତା ଦିବସ ଓ ରକ୍ତ ଦାନ ଶିବିର ଅନୁଷ୍ଠିତ*

14-Jun-2026



- ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରକ୍ତ କେନ୍ଦ୍ର ପକ୍ଷରୁ ବିଶ୍ୱ ରକ୍ତ ଦାତା ଦିବସ ଓ ସ୍ଵେଚ୍ଛା କୃତ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପଧାନ ଯୋଗ ଦେଇ ଏହି ଶିବିର କୁ ଶୁଭ ଉଦ୍ଘାଟନ କରିବା ସହିତ ଆୟୋଜିତ ଏକ ସଚେତନତା ସଭା ରେ ଯୋଗ ଦେଇ ରକ୍ତ ଦାତା ଓ ରକ୍ତ ଦାନ ଶିବିର ଆୟୋଜକ, ମୋଟିଭେଟର  ଓ ଏ କ୍ଷେତ୍ରରେ ସହଯୋଗ କରି ଆସିଥିବା ବିଭିନ୍ନ ବ୍ୟକ୍ତି ବିଶେଷ,  ସ୍ବେଛାସେବୀ ଅନୁଷ୍ଠାନ ଙ୍କୁ ସମ୍ବର୍ଧିତ କରି ଥିଲେ l ମେଡିକାଲ୍ ଇନ୍ଚାର୍ଜ୍ ଅଧିକ୍ଷକ ଡ଼ାକ୍ତର ଦେବୀ ପ୍ରାସାଦ ମହାପାତ୍ର ଙ୍କ ଅଧ୍ୟକ୍ଷତା ରେ ଓ ବ୍ଲଡ଼ ବ୍ୟାଙ୍କ ଅଧିକାରୀ ଡାକ୍ତର ମାନସ ରଞ୍ଜନ ଦାଶ ଙ୍କ ସଂଯୋଜନା ରେ ଅନୁଷ୍ଟିତ ଏହି ସଭାରେ ସମ୍ମାନିତ ଅତିଥି ଭାବରେ ସି ଡି ଏମ୍ ପି ଏଚ୍ଚ ଓ ଡାକ୍ତର ଉଷାରାଣୀ ଦାଶ , ବୀର ମହାରାଜ ପୁର ବିଧାୟକ ଙ୍କ ପ୍ରତିନିଧି ଶ୍ରୀ ଜନାର୍ଦ୍ଦନ ଖମାରୀ ଯୋଗ ଦେଇ ରକ୍ତ ଦାତା ଓ ସ୍ବେଛାସେବୀ ଙ୍କୁ ଉତ୍ସାହିତ କରି ସମସ୍ତ ସ୍ବେଛାସେବୀ ଙ୍କ ସହଯୋଗ ପାଇଁ ଉଲ୍ଲେଖନୀୟ ଭୂମିକା ପାଇଁ କୃତଜ୍ଞ ଓ ଏହା ଦ୍ୱାରା ବହୁ ମୂଲ୍ୟ ଜୀବନ ବଞ୍ଚି ପାରୁଛି ବୋଲି କହିଥିଲେ l

ଆଗାମୀ ଦିନରେ ଏଭଳି ସହଯୋଗ ଜାରି ରଖିବାକୁ ନୂଆଁ ରକ୍ତ ଦାତା ଙ୍କୁ ସଚେତନ କରିବା କୁ ରକ୍ତ ଦାତା, ସ୍ବେଛାସେବୀ ଓ ସ୍ଵେଚ୍ଛା ସେବୀ ଅନୁଷ୍ଠାନ କୁ ନିଵେଦନ କରିଥିଲେ l ୟୁଥ୍ ରେଡକ୍ରସ ଜିଲ୍ଲା କୋଡ଼ି ନେଟର ଅଧ୍ୟାପକ ଶ୍ରୀ ଉମାକାନ୍ତ ନାଗ, ସୋନପୁର ଏନ୍ ସି ସି କ୍ୟାପଟେନ୍ ଆଶିଷ ଅଗ୍ରୱାଲ ବହୁମୂଲ୍ୟ ବାର୍ତ୍ତା ପ୍ରଦାନ କରି ପ୍ରେରଣା ଯୋଗାଇ ଥିଲେ l ଆଜି ଏହି ଶିବିର ରେ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି l ସଚେତନତା ଓ ସମ୍ବର୍ଦ୍ଧନା ସଭା କୁ ସ୍ଵେଚ୍ଛା ସେବୀ ମନୋରଞ୍ଜନ ତ୍ରିପାଠି ପରିଚାଳନା କରିଥିବା ବେଳେ ରକ୍ତ କେନ୍ଦ୍ର ର ଜଗତ ଦରୱାନ ସହଯୋଗ କରିଥିଲେ l  ଡାକ୍ତର ମାନସ ରଞ୍ଜନ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ l  ରକ୍ତ ଦାତା ଏଡିଏମ ଅଞ୍ଜଳିନା ପଧାନ, ସଂଗୀତା ନାଏକ, ଜୁନିଅର୍  ରେଡକ୍ରସ, ୟୁଥ୍ ରେଡ୍ କ୍ରସ୍, ଦୁର୍ଗା ପୂଜା କମିଟି, ରାମ ଧୂନ୍ କ୍ଲବ୍, ସ୍ୱଚ୍ଛ ଭାରତ ସଙ୍ଗଠନ, ବୁଢ଼ା ରଜା ୟୁଥ୍ ଆସୋସିଏସନ୍, ଟିକ୍ରି ପଡା ଦୁର୍ଗା ପୂଜା କମିଟି, ସୋନପୁର କଲେଜ୍ ଏନ୍ ସି ସି, ଖଣ୍ଡହତା ସିଆ ଅନୁଷ୍ଠାନ , ଲିଟିଲ୍ ଫ୍ଲାୱର୍ ପବ୍ଲିକ ସ୍କୁଲ୍, ଲଛି ପୁର ସ୍ବେଛାସେବୀ ଅନୁଷ୍ଠାନ ଏ କ୍ଷେତ୍ର ରେ ସହଯୋଗ ପାଇଁ  ଅନେକ ଅନୁଷ୍ଠାନ ଓ ବ୍ୟକ୍ତି ବିଶେଷ ଙ୍କୁ ମୁଖ୍ୟ ଅତିଥି ଦ୍ୱାରା ସମ୍ୱର୍ଦ୍ଧିତ କରା ଯାଇଛି l


News Comment




Photo in News

Advertisment
Lastest News
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026

You Might Also Like