-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||     

HOME   ଜିଲ୍ଲା

*ସୋନପୁର ଷ୍ଟେଟବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର*-;

14-Jun-2026



ସୋନପୁର, (ମନୋରଞ୍ଜନ ତ୍ରିପାଠୀ ) ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ସୋନପୁର ମୁଖ୍ୟ ଶାଖା ପକ୍ଷରୁ ବ୍ୟାଙ୍କ ପରିସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଅଧିକ୍ଷକ ଡା.ଦୁର୍ଗାଦତ୍ତ ଦାଶ ମୁଖ୍ୟ ଅତିଥ୍ ଭାବେ ଯୋଗ ଦେଇ ଶିବିରକୁ ଉଦଘାଟନ କରିଥିଲେ । ଲିଡ୍ ବ୍ୟାଙ୍କ୍ ମ୍ୟାନେଜର କାର୍ତ୍ତିକେଶ୍ୱର ପଣ୍ଡା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ରକ୍ତଦାନ କରି ଜୀବନ ରକ୍ଷା କରିପାରିଲେ ତାହା ଜୀବନର ଶ୍ରେଷ୍ଠ ସେବା ଓ ସବୁଠୁ ମହତ୍ କାର୍ଯ୍ୟ ବୋଲି ପ୍ରକାଶ କରିଥିଲେ। ବ୍ୟାଙ୍କର ମୁଖ୍ୟ ପରିଚାଳକ ଲକ୍ଷ୍ମଣ ମାଝୀ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱା ବଧIନରେ ଆୟୋଜିତ ଶିବିରରେ ୫୦ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା। ରକ୍ତକେନ୍ଦ୍ର ର ଡା.

ଗୌରୀଶଙ୍କର ମେହେର, ସତ୍ୟନାରାୟଣ ତାଣ୍ଡି, ସୁଦାମ ବିଶ୍ଵାଳ, ଜଗତ ଦରୱାନ, ଯୁଧୂଷ୍ଠିର ନାଏକ ପ୍ରମୁଖ କର୍ମଚାରୀ ସହଯୋଗ କରିଥିଲେ । ବ୍ୟାଙ୍କ କର୍ମଚାରୀ ବାବଲୁ ମେହେର, ଶୁଭମ ମହାପାତ୍ର,
ସୁଦାମ ଧରୁଆ ପ୍ରମୁଖ ପାଖ ବ୍ରାଞ୍ଚ ର ସମସ୍ତ କର୍ମଚାରୀ  କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ପ୍ରକାଶ ଥାଉ କି ଯେ ଷ୍ଟେଟ୍ ବ୍ୟାଙ୍କ୍ ପକ୍ଷରୁ ତିନି ବର୍ଷ ଧରି ଏହି ରକ୍ତ ଦାନ ଶିବିର ଆୟୋଜନ କରା ଯାଉଛି l ଏବଂ ବ୍ୟାଙ୍କ ଅଧିକାରି କର୍ମଚାରୀ ଙ୍କ ସହିତ ସହର ର ସମସ୍ତ ବର୍ଗ ର ଲୋକ ଏଥିରେ ସାମିଲ ହେଉ ଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026
  ଜିଲ୍ଲା  
ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ   08-Aug-2026

You Might Also Like