-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||     

HOME   ମନୋରଞ୍ଜନ

ଧଉଳି-କଳିଙ୍ଗ ମହୋତ୍ସବ ଉଦଯାପିତ, ନୃତ୍ୟରେ ଓଡ଼ିଶାର କଳା,ସଂସ୍କୃତି ଏବଂ ବିଭବର ପରାକାଷ୍ଠା

09-Feb-2021



 

ଧଉଳି (ପ୍ରେରଣା ଖବର):ରାଜ୍ୟ ପର୍ଯ୍ୟଟନ ବିଭାଗ , ଓଡ଼ିଶା ଡ୍ୟାନ୍ସ ଏକାଡେମୀ ଏବଂ ଆର୍ଟ ଭିଜନର ମିଳିତ ଆନୁକୂଲ୍ୟରେ ଗତ ୩ ଦିନ ଧରି ଚାଲିଥିବା ଧଉଳି – କଳିଙ୍ଗ ମହୋତ୍ସବ ?କାଲି ଉଦଯାପିତ ହୋଇଯାଇଛି । ଶାସ୍ତ୍ରୀୟ କାର୍ଯ୍ୟକ୍ରମର ପ୍ରାରମତଭରେ ପ୍ରାଚୀନ କଳିଙ୍ଗର କଳା , ସଂସ୍କୃତି , ଐତିହ୍ୟ ଏବଂ ବିଭବ ବାସ୍ତବିକ ମହାନ । ଅଂହିସା . ସତ୍ୟ , ଶାନ୍ତି ଏବଂ ପ୍ରେମ ପ୍ରଣୟ ଅନ୍ୟତମ ମହାନତା ଭଳି ଗୁଣାବଳୀକୁ ନେଇ ଏକ ଅନ୍ୟନ୍ୟ ଓଡ଼ିଶା ଗଠନର ନୃତ୍ୟ ପରିବେଷଣ କରିଥିଲେ ନୈବେଦ୍ୟ ଅନୁଷ୍ଠାନର କଳାକାରବୃନ୍ଦ । ଯାହାର ନୃତ୍ୟ ସଂରଚନା କରିଥିଲେ ଗୁରୁ ଅରୁଣା ମହାନ୍ତି ଓ ବିଜୟ କୁମାର ସାହୁ ।ଦ୍ବିତୀୟ ପ୍ରସ୍ତୁତିରେ ବେଙ୍ଗାଲୁରୁର ସମ୍ଭାବି ସ୍କୁଲ ଅଫ ଡ୍ୟାନ୍ସର କାଳକାରମାନଙ୍କ ଦ୍ବାରା ପରିବେଷିତ ଦଳଗତ ନୃତ୍ୟରେ   ପ୍ରଭୁ ବିଥୋବାଙ୍କ ଉପରେ ଭକ୍ତିପୁତ କୁଚିପୁଡ଼ି ନୃତ୍ୟ ଦର୍ଶକମାନଙ୍କୁ ବିମୋହିତ କରିଥିଲା । ପରବର୍ତ୍ତୀ ପ୍ରସ୍ତୁତିରେ ଶୀକୃଷ୍ଣଙ୍କ ପ୍ରେମଲୀଳା ଆଧାରିତ ନୀଳମେଘର ନୃତ୍ୟାଭିନୟ ଦର୍ଶକମାନଙ୍କୁ ମନୋରେଂଜନର ଖୋରାକ ଯୋଗାଇ ଥିଲା । ଏହାପରେ ଅଗାଢ଼ ଭକ୍ତି , ପ୍ରେମ ଓ ସମର୍ପଣର ଭାବ କୁବୁଜାର ଦୁଃଖ ହରଣ ।  ଏହାର ନୃତ୍ୟ ସଯୋଜନା କରିଥିଲେ ବୈଜୟନ୍ତୀ କାଶୀ । ତୃତୀୟ ସୋପାନରେ ଅନୁଗୁଳ ଜିଲ୍ଲାର ନୃତ୍ୟ ନିଳୟ ଅନୁଷ୍ଠାନର କଳାକାରମାନେ ପଲ୍ଲବୀରେ  ରାଗମାଳିକା ଓ ତାଳ ମାଳିକା ଉପରେ ନିବଦ୍ଧ ଅଗ୍ନି ସୁକ୍ତମ ପରିବେଷଣ କରିଥିଲେ । ଏହାର ନୃତ୍ୟ ସଂରଚନା କରିଥିଲେ ଗୁରୁ ସ୍ବପ୍ନାରାଣୀ ସିହ୍ନା ।

ଅନ୍ତିମ ସଂଧ୍ୟାର ଶେଷ ପ୍ରସ୍ତୁତିରେ ନୂଆଦିଲ୍ଲୀର ଆଚାର୍ଯ୍ୟ ଛଉନୃତ୍ୟ ବିଚିତ୍ର ଅନୁଷ୍ଠାନର ଶିଳ୍ପୀମାନଙ୍କ ଦଳଗତ ସରେଇକଳା ଛଉନୃତ୍ୟ ଦର୍ଶକମାନଙ୍କୁ ଶେଷ ପର୍ଯ୍ୟନ୍ତ ବାନ୍ଧି ରଖିବାରେ ସଫଳ ହୋଇଥିଲା । ପରବର୍ତ୍ତୀ ପ୍ରସ୍ତୁତିରେ ଥିଲା ରାଗ ମହ୍ଲାର ଓ ଚାରୁକେଶୀ । ତାଳ ଆଠମାତ୍ରା ଉପରେ ପର୍ଯ୍ୟବେସିତ ଗରୁଡ଼ ବାସୁକି । ଶେଷରେ ଆଖଡ଼ା ନୃତ୍ୟ ପରିଖଣ୍ଡ ଏବଂ ଖେଲୋ ଛଉନୃତ୍ୟରେ ସମରକଳା ଦର୍ଶକମାନଙ୍କୁ ବିମୋହିତ କରିଥିଲା ।

ଉଦଯାପନୀ ସଂଧ୍ୟାର ଅତିଥିମାନେ ଥିଲେ ପଶ୍ମିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ କୁମାର ତ୍ରିପାଠୀ , ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ ସୁବ୍ରତ ବାଗଚୀ , ଓଡ଼ିଶା ସରକାରଙ୍କ ମୋ ସ୍କୁଲ ଅଧ୍ୟକ୍ଷା ସୁଶ୍ମିତା ବାଗଚୀ , ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ , ଓଡ଼ିଶା ଡ୍ୟାନ୍ସ ଏକାଡେମୀର ସଚିବ ଗୁରୁ ଅରୁଣା ମହାନ୍ତିଙ୍କ ସମେତ ଆର୍ଟଭିଜନର ସଚିବ ଗୁରୁ ଇଲିଆନା ସୀତାରିଷ୍ଟ । ଶାସ୍ତ୍ରୀୟ ସଂଧ୍ୟା ପରିଚାଳନା କରିଥିଲେ ଇଂ ଶ୍ରୀନିବାସ ଘଟୁଆରୀ ଓ ନାଜିଆ ସାୟିଦ୍ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm