-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||     

HOME   ଜିଲ୍ଲା

ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ

15-Jun-2026



ବରଗଡ(ତୁଳସୀ ଚରଣ ଦାଶ): ପଶ୍ଚିମ ଓଡିଶା ଗୀତିକାର ସଂଘ ପକ୍ଷରୁ ଆଜି ବରଗଡ ହୋଟେଲ ମହାରାଜା ସମ୍ମିଳନୀ କକ୍ଷରେ ପଶ୍ଚିମ ଓଡ଼ିଶା ଗିତୀକାର ଦ୍ୱିତୀୟ ମହାସଭା ଅନୁଷ୍ଠିତ ହୋଇଯାଇଅଛି। ଏହି ସଭାରେ ମଞ୍ଚ ପରିଚାଳନା କରିଥିଲେ ଗୀତିକାର ଜନକ ସେଠ।ଏହି ସଭାରେ ପଶ୍ଚିମ ଓଡିଶାର ସମସ୍ତ ଗୀତିକାର  ଯୋଗ  ଦେଇଥିଲେ। ଏଥିରେ ବୟୋଜ୍ୟେଷ୍ଠ ଗୀତିକାର ଦୁର୍ଗାପଣ୍ଡା, କାଲିଚରଣ ପାଣିଗ୍ରାହୀ, ଗୁଣ ରଂଜନ ସାଲିମା,ଜତିନ୍ଦ୍ର ପ୍ରଧାନ, ଅମୁଲ୍ୟ ଡନସନା, ବ୍ୟାସଦେବ ପୁରୋହିତ, ଶାଶ୍ୱତ ତ୍ରିପାଠୀ, ତୁଲାରାମ୍ କଲେତ୍,ରତନ ପୁଜାରୀ, ଶିବ ଶଙ୍କର ପ୍ରଧାନ, ଅର୍ଜୁନ ମେହେର୍, ଦିଲିପ ସିଂ ଆଦି ମୁଖ୍ୟ ଅତିଥି ରୂପେ ମଞ୍ଚାସୀନ ଥିଲେ। ଏହି ସଭାରେ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ଗୀତିକାର ଜିତେନ୍ଦ୍ର ସେଠ୍। ପଶ୍ଚିମ ଓଡିଶାର ସମସ୍ତ ଜିଲ୍ଲାର ଗୀତିକାର ମାନେ ଯୋଗଦେଇ ବିଭିନ୍ନ ବିଷୟରେ ଆଲେଚନା କରିଥିଲେ । ଏହି ସଭାରେ ମହାନ ଗୀତିକାର ସ୍ୱର୍ଗତ ପଦ୍ମଶ୍ରୀ ବିନୋଦ ପଶାୟତ ଙ୍କୁ ଜୀଵନବ୍ୟାପି ସାଧନା ସମ୍ମାନ ଦିଆଯାଇଥିଲା।ସ୍ୱର୍ଗତ  ପଶାୟତ ଙ୍କ ସମ୍ମାନ କୁ ତାଙ୍କ ପୁତ୍ର ଏମ୍. ସି.ଏଲ୍ ର ଅବସରପ୍ରାପ୍ତ ଅଧିକାରୀ ବିଶ୍ୱଜିତ ପଶାୟତ ଏବଂ  ଜ୍ୱାଇଁ  ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ଅଶୋକ ପଶାୟତ ଗ୍ରହଣ କରିଥିଲେ । ବିଭିନ୍ନ ବିଷୟ ଉପରେ ବରିଷ୍ଠ ଗୀତିକାର ମାନେ ଆଲୋକପାତ  କରିଥିଲେ। ଏହି ସଭାରେ ପଶ୍ଚିମ ଓଡିଶା ଗୀତିକାର ସଂଘର ସଦସ୍ୟ ଚୟନ କରାଯାଇଥିଲା। ଏଥିରେ ସଭାପତି ତୁଲାରାମ୍ କଲେତ୍, ଉପ ସଭାପତି ଶାଶ୍ୱତ ତ୍ରିପାଠୀ, ସଂପାଦକ ଜନକ ସେଠ,ସହ ସଂପାଦକ ନିଲାଞ୍ଚଳ ପଧାନ, କୋଷାଧ୍ୟକ୍ଷ  ଜିତେନ୍ଦ୍ର ସେଠ୍,ସହ କୋଷାଧ୍ୟକ୍ଷ ଶୋଭିତ ତାଣ୍ଡି, ଆବାହକ ସମୀର କୁମାର ବେହେରା ଏବଂ ଉପଦେଷ୍ଟା ଭାବେ ସମସ୍ତ ବରିଷ୍ଠ ଗୀତିକାର ମାନଙ୍କୁ ଚୟନ କରାଯାଇଥିଲା। ଏହି ସଭାରେ ଗୀତିକାର ଉଦ୍ଦେଶ୍ୟ ରେ କରାଯାଇଥିବା ଏକ ଗୀତର ଉନ୍ମୋଚନ ମଧ୍ୟ କରାଯାଇଥିଲା।ଶେଷରେ ଗୀତିକାର ନିଲାଞ୍ଚଳ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ । 
         ---------×××---------


News Comment




Photo in News

Advertisment
Lastest News
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   07-Aug-2026
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   07-Aug-2026

You Might Also Like