-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||     

HOME   ଜିଲ୍ଲା

ନକ୍ସଲ ଯୋଜନା ପଣ୍ଡ; ୫୩୦ ସ୍ପାଇକ ସହ ୪୦ ସ୍ବାଇକ ହଲକୁ ଠାବ କଲେ ଯବାନ

09-Feb-2021



ମାଲକାନଗିରି (ପ୍ରେରଣା ଖବର): ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ସୁକମା ଜିଲ୍ଲାରେ ପୁଣି ସିଆରପିଏଫ ଯବାନଙ୍କୁ ମିଳିଛି ବଡ ସଫଳତା । ୫୩୦ଟି ସ୍ପାଇକ ଜବତ କରାଯିବା ସହ ୪୦ଟି ସ୍ପାଇକ ହଲକୁ ଠାବ କରାଯାଇଛି। ସୂଚନା ଅନୁଯାୟୀ ସୁକମା ଜିଲ୍ଲାର କିଷ୍ଟରାମ ଥାନା ଅନ୍ତର୍ଗତ ପୋଟକପାଲ୍ଲୀ ଅଂଚଳରେ ଅବସ୍ଥାପିତ ୨୧୨ ସିଆରପିଏଫ ଯବାନ କୁମ୍ବିଂକୁ ସକାଳୁ ବାହାରିଥିଲେ। ତେବେ ପୋଟକପାଲୀ ଜଂଗଲରେ ଯବାନ ସର୍ଚ୍ଚ ଅପରେସନ କରୁଥିବା ବେଳେ ସ୍ପାଇକ ହଲ ଦେଖିବାକୁ ମିଳିଥିଲା। ଯବାନ ସତର୍କ ହୋଇଯାଇଥିଲେ। ଯବାନ ଜଂଗଲରେ ଅଧିକା ସର୍ଚ୍ଚ କରିବା ବେଳେ ୪୦ଟି ସ୍ପାଇକ ହଲକୁ ଠାବ କରିଥିଲେ। ଏଥିରେ ନକ୍ସଲ ୫୩୦ଟି ସ୍ପାଇକ ଲଗାଇଥିଲେ। ଯାହାକି ଅତି ମାରାତ୍ମକ ଥିଲା। ନକ୍ସଲ ଯବାନଙ୍କୁ ଟାର୍ଗେଟ କରି ଜଂଗଲରେ ମୃତ୍ୟୁର ଜାଲ ବିଛାଇଥିଲେ। ଯାହାକି ଯବାନ ନକ୍ସଲଙ୍କ ଯୋଜନାକୁ ପଣ୍ଡ କରି ଦେଇଛନ୍ତି। ସ୍ପାଇକ ହଲରେ ଲୁହା କଣ୍ଟା, ମୁନିଆ ଲୁହା ଛଡ, କାଚ ଇତ୍ୟାଦି ଲଗାଇଥିଲେ। ସ୍ପାଇକ ହଲରେ ଯବାନ ଫସିବା ପରେ ନକ୍ସଲ ସହଜରେ ଯବାନଙ୍କୁ ଆମ୍ବୁଲାନ୍ସରେ ଫସାଇ ମାରି ପାରିଥାନ୍ତେ। ତେବେ ଯବାନଙ୍କ ଉଚିତ ବୁଦ୍ଧି ଯୋଗୁଁ ଅଳ୍ପକେ ଯବାନ ବର୍ତ୍ତିଯାଇଛନ୍ତି। ସିଆରପିଏଫ କମାଣ୍ଡାଣ୍ଟ ଜଗଦିଶଙ୍କ ନେତୃତ୍ବରେ ଉଗମା ରାମ, ସହ କମାଣ୍ଡାଣ୍ଟ ଲୋକେଶ ଶୁକ୍ଲା, ନିଶାନ୍ତ ୟାଦବ ପ୍ରମୁଖ ଏହି ନକ୍ସଲ ଅଭିଯାନରେ ସାମିଲ ଥିଲେ ବୋଲି ଜଣାପଡିଛି। ପ୍ରକାଶ ଥାଉକି ଗତକାଲି ମଧ୍ୟ ସୁକମାରେ ଅବସ୍ଥାପିତ ୭୪ ସିଆରପିଏଫ ଯବାନ ୩୦ରୁ ଉର୍ଦ୍ଧ୍ବ ସ୍ପାଇକ ହଲକୁ ଠାବ କରିଥିଲେ।ଏବେ ଛତିଶଗଡ ଜଂଗଲରେ ମୃତ୍ୟୁର ଜାଲ ସ୍ପାଇକ ହଲ ବିଛେଇ ହୋଇ ପଡିଛି। ଯେଉଁଠି ସାଧାରଣ ଲୋକ ମଧ୍ୟ ଫସି ମୃତ୍ୟୁବରଣ କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026

You Might Also Like