-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||     

HOME   ଜିଲ୍ଲା

ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !

15-Jun-2026



ବରପାଲି  (ସୁଦାମ ଦୀପ )
ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ତାଳପଦର ଗ୍ରାମରେ ଲଗାତାର ଚୋରି ଘଟଣା ଘଟୁଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଅସନ୍ତୋଷ ବଢ଼ିବାରେ ଲାଗିଛି। ଗତ କିଛି ମାସରେ ଗ୍ରାମର ବିଭିନ୍ନ ସ୍ଥାନରେ ଚୋରି ଘଟଣା ଘଟୁଥିବା ସତ୍ତ୍ୱେ ଏପର୍ଯ୍ୟନ୍ତ ଚୋରଙ୍କ ସନ୍ଧାନ ମିଳିନଥିବାରୁ ପୋଲିସର କାର୍ଯ୍ୟଦକ୍ଷତାକୁ ନେଇ ପ୍ରଶ୍ନ ଉଠିଛି।ଶନିବାର ବିଳମ୍ବିତ ରାତ୍ରିରେ ଗ୍ରାମର ଧରଣୀଧର ପଧାନ, ଉମାକାନ୍ତ ମିଶ୍ର, ସୌକିଲାଲ ସାହୁ ଓ କଲ୍ୟାଣ ମିଶ୍ରଙ୍କ ଚାଷ ଜମିରେ ଲାଗିଥିବା ପ୍ରାୟ ୧୦ଟି ପୋଲର ବିଦ୍ୟୁତ ତାର ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏଥିସହ ପରମେଶ ପଧାନଙ୍କ କ୍ଲଷ୍ଟର ମଧ୍ୟ ଚୋରମାନେ ନେଇଯାଇଥିବା ଜଣାପଡ଼ିଛି। କ୍ଷତିଗ୍ରସ୍ତ ଚାଷୀମାନେ ବିଜେପୁର ଥାନାରେ ଏନେଇ ଲିଖିତ ଅଭିଯୋଗ କରିଛନ୍ତି।ଏହା ପୂର୍ବରୁ ମଧ୍ୟ ତାଳପଦର ଆର୍‌ଆଇ କାର୍ଯ୍ୟାଳୟରୁ ସାମଗ୍ରୀ ଚୋରି ହୋଇଥିବା ବେଳେ କ୍ଷୀରୋଦ ସାହୁଙ୍କ ବୋରୱେଲ ପମ୍ପ, ଗୋଲାପ ଗଡ଼ତିଆଙ୍କ ବୋରୱେଲ ପମ୍ପ, ଶାନ୍ତି ସାହୁ ଙ୍କ କ୍ଲଷ୍ଟର କୁ ଯିବାକୁ ଥିବା ୧୧୦୦୦ ଲାଇନ ତାର ଏବଂ ଗ୍ରାମ କଲ୍ୟାଣ ମଣ୍ଡପରେ ଲାଗିଥିବା ପମ୍ପ ମଧ୍ୟ ଚୋରି ହୋଇଥିଲା। ବାରମ୍ବାର ଚୋରି ଘଟଣା ଘଟୁଥିଲେ ମଧ୍ୟ ଚୋରମାନେ ଧରାନପଡ଼ିବାରୁ ଗ୍ରାମବାସୀଙ୍କ ମଧ୍ୟରେ କ୍ଷୋଭ ପ୍ରକାଶ ପାଉଛି।ସ୍ଥାନୀୟ ଲୋକଙ୍କ ଅଭିଯୋଗ ଅନୁସାରେ, ରାତ୍ରିକାଳୀନ ପୋଲିସ ପେଟ୍ରୋଲିଂ ବ୍ୟବସ୍ଥା ଦୁର୍ବଳ ଥିବାରୁ ଦୁର୍ବୃତ୍ତମାନେ ନିର୍ଭୟରେ ଚୋରି କରୁଛନ୍ତି। ଲଗାତାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଜେପୁର ପୋଲିସ ବିଫଳ ହେଉଥିବା ନେଇ ଲୋକମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି।ଗ୍ରାମବାସୀମାନେ ତୁରନ୍ତ ତଦନ୍ତକୁ ତ୍ୱରାନ୍ୱିତ କରି ଚୋର ଗ୍ୟାଙ୍ଗକୁ ଠାବ କରିବା ସହ ଅଞ୍ଚଳରେ କଡ଼ା ସୁରକ୍ଷା ବ୍ୟବସ୍ଥା ଓ ନିୟମିତ ପେଟ୍ରୋଲିଂ ବ୍ୟବସ୍ଥା କରିବାକୁ ଦାବି କରିଛନ୍ତି। ଏବେ ଏହି ଘଟଣାରେ ପୋଲିସ କେତେ ଶୀଘ୍ର ପଦକ୍ଷେପ ନେଉଛି, ତାହା ଉପରେ ସମସ୍ତଙ୍କ ନଜର ରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   07-Aug-2026
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   07-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026

You Might Also Like