-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||     

HOME   ଜିଲ୍ଲା

ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ

15-Jun-2026



ବଲାଙ୍ଗୀର(ପ୍ରେରଣା ଖବର)-ବଲାଙ୍ଗୀର ସହରରେ ଚଳିତବର୍ଷ ୧୧ଟି ବନ୍ଧକଟାର ସଫଳତାର ପୁନଃରୁଦ୍ଧାର ହୋଇଛି । ଏହାକୁନେଇ ଜନସାଧାରଣ ଖୁସିବ୍ୟକ୍ତ କରୁଛନ୍ତି । ତେବେ ଆସନ୍ତାବର୍ଷକୁ ବଲାଙ୍ଗୀର ସହରଦେଇ ବହିଯାଇଥିବା ଲକ୍ଷ୍ମୀଯୋର ଉପରେ ନିର୍ମାଣ ହୋଇଥିବା ରାଜେନ୍ଦ୍ରଡ୍ୟାମର ବିକାଶ ପାଇଁ ୫ଟିପଡାର ଲୋକ ଦାବିକରିଛନ୍ତି । ଶନିବାର ଦିନ ଏକ ପ୍ରତିନିଧିଦଳ ବିଧାୟକ କଳିକେଶ ନାରାୟଣ ସିଂଦେଓଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିବା ସହିତ ଏହି ପ୍ରକଲ୍ପର ବିକାଶନେଇ ଆଲୋଚନା କରିଛନ୍ତି । ରାଜେନ୍ଦ୍ରପଡାର ପ୍ରଦୀପ ମହାନ୍ତି, ସୁବ୍ରତ ମହାପାତ୍ର, ଶିବ ଗୌଡ, କୃଷ୍ଣଚନ୍ଦ୍ର ଦାନୀ,ଟଙ୍କଧର ସୁନାଙ୍କ ସହିତ ବହୁସଂଖ୍ୟା ରେ ଲୋକମାନେ ଯାଇ ବିଧାୟକ କଳିକେଶ ନାରାୟଣ ସିଂଦେଓଙ୍କୁ ଭେଟି ଆଲୋଚନାକରି ଦାବିପତ୍ର ପ୍ରଧାନ କରିଛନ୍ତି । ଲୋକଙ୍କ ଦାବିକୁ ନେଇ ବିଧାୟକ କ୍ଷୁଦ୍ରଜଳସେଚନ ବିଭାଗ ର ସର୍ବୋଚ୍ଚଯନ୍ତ୍ରୀଙ୍କୁ ଚିଠିଲେଖି ଅନୁଦାନ ମଗାଯିବ ବୋଲି ପ୍ରତିନିଧିଦଳଙ୍କୁ ପ୍ରତିଶୃତି ଦେଇଛନ୍ତି ।
     ସହର ଭିତରେ ଥିବା ୧୦୦ଏକର ପରିମିତ ରାଜେନ୍ଦ୍ରଡ୍ୟାମ ୭୦ ଦଶକରେ ନିର୍ମାଣ ହୋଇଥିଲା । ରାଜେନ୍ଦ୍ରପଡାଠାରୁ ଆରମ୍ଭ କରି ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ପର୍ଯ୍ୟନ୍ତ ଏହି ପ୍ରକଲ୍ପ ଲମ୍ବି ରହିଛି । ଏଠାରୁ ଚାଷିଙ୍କ ଜମିକୁ ଜଳସେଚନ ସହିତ ଲୋକଙ୍କ ବ୍ୟବହାର ହେଉଥିଲା । କିନ୍ତୁ ଦୀର୍ଘବର୍ଷ ହେଲା ପୁନଃରୁଦ୍ଧାର ନହେବାରୁ ଏହାର ଜଳଧାରଣ କ୍ଷମତା କମି ଯାଇଛି । ଫଳରେ  ଫେବୃୟାରୀ ମାସ ସୁଦ୍ଧା ଏହି ପ୍ରକଲ୍ପର

ପାଣି ସୁଖିଯାଉଛି । ଏହି ଡେମଉପରେ ଡେମପଡା, ରାଜେନ୍ଦ୍ରପଡା, ଆନନ୍ଦନଗର,ସୂର୍ଯ୍ୟନଗର,ଚମାରପଡା ଇତ୍ୟାଦି ଅଞ୍ଚଳର ଲୋକ ନିର୍ଭର କରିଥାନ୍ତି । ଗରୀବ ଲୋକମାନେ ଗାଧୁଆପାଧୁଆଠାରୁ ତାଙ୍କ ନିତ୍ୟବ୍ୟବହାର୍ଯ୍ୟ ପାଣି ବ୍ୟବହାର ଏଠାରୁ କରିଥାନ୍ତି । ଏହି ପ୍ରକଲ୍ପହେଲେ ବଲାଙ୍ଗୀର ସହରର ଭୂତଳ-ଜଳସ୍ତର ମଧ୍ୟ ବଢିବ । ତେଣୁ ଏହି ପ୍ରକଲ୍ପର ଉନ୍ନତିକରଣର ଆବଶ୍ୟକତା ରହିଛି ବୋଲି ସ୍ଥାନୀୟଲୋକ ଦାବି କରୁଛନ୍ତି । ଏବେ ପ୍ରକଲ୍ପରୁ ମାଟିପୁନଃରୁଦ୍ଧାର କରାଯାଇ କଳେବର ବଢାଯାଇପାରିବ । ଏହାକଲେ ପ୍ରକଲ୍ପର ଜଳଧାରଣ କ୍ଷମତାବଢିବ । ଏହା ସହିତ ଏହାର ପାରିପାଶ୍ୱିର୍କ ସୌନ୍ଦର୍ଯ୍ୟକରଣ କରାଗଲେ ସହରବାସୀଙ୍କ ଅବଦରବିନୋଦନ ପାଇଁ ମଧ୍ୟ ସୁବିଧା ହେବ ବୋଲି ଦାବି କରାଯାଇଛି । କ୍ଷୁଦ୍ରଜଳସେଚନ ବିଭାଗ ମାଟିଉନ୍ନତିକରଣ କରାଇଲେ ପୌରପାଳିକା ପକ୍ଷରୁ ଏଠାରେ ଆଲୋକୀକରଣ ଓ ସୌନ୍ଧର୍ଯ୍ୟକରଣ କରିପାରିବ ବୋଲି ଜନସାଧରଣ ଦାବିକରିଛନ୍ତି । ବିଧାୟକ ଓ ଜିଲ୍ଲାପ୍ରଶାସନ ତୁରନ୍ତ ଏଦିଗରେ ପଦକ୍ଷେପ ନେବାକୁ ଦାବି କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   07-Aug-2026
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   07-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026

You Might Also Like