-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      *ସୋନପୁର ଷ୍ଟେଟବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର*-;   (14-Jun-2026)       ||      ତାଳଦଣ୍ଡା କେନାଲ୍ ପାଚେରି ନିର୍ମାଣରେ ସାଙ୍ଘାତିକ ଦୁର୍ନୀତି । କାମ ସରିନି ୨ କୋଟି ଟଙ୍କା ଖର୍ଚ୍ଚ ହେଲା କିପରି ।ଆଉ ୧୫ ଦିନ ପରେ ଚାକିରିରୁ ଅବସର ନେବେ ।ଭିଜିଲାନ୍ସ ତଦନ୍ତ ପାଇଁ ଦାବି ।   (14-Jun-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ବିଶ୍ୱ ରକ୍ତ ଦାତା ଦିବସ ଓ ରକ୍ତ ଦାନ ଶିବିର ଅନୁଷ୍ଠିତ*   (14-Jun-2026)       ||      ଜୈନ ତେରାପନ୍ଥ ଯୁବକ ପରିଷଦର ନୂତନ ଅଧ୍ୟକ୍ଷ ହେଲେ ସାମ୍ବାଦିକ ମନୋଜ କୁମାର ଜୈନ   (14-Jun-2026)       ||     

HOME   ଜିଲ୍ଲା

ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ

15-Jun-2026



ବଲାଙ୍ଗିର/ ଆଜି ବଲାଙ୍ଗିର ସର୍କିଟ ହାଉସ୍ ଠାରେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ଏକ ବୁଦ୍ଧିଜୀବୀ ସମ୍ମିଳନୀ ଡାକିଥିଲେ। ଏହି ସମ୍ମିଳନୀରେ ନାଗରିକ କମିଟୀର ଏକ ପ୍ରତିନିଧି ଦଳ ଯୋଗଦାନ କରି ମନ୍ତ୍ରୀଙ୍କୁ ଏକ ଦାବୀପତ୍ର ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଏହି ୩୦ ଦିନ ମଧ୍ୟ୍ୟରେ ୩୦ ଜଣରୁ ଅଧିକ ହୃଦ୍‌ରୋଗରେ ମୃତ୍ୟୁବରଣ କରିଛନ୍ତି । ତାର କେବଳ ଗୋଟିଏ କାରଣ ଭୀମ ଭୋଇ ମେଡିକାଲ କଲେଜରେ ହୃଦରୋଗ ବିଶେଷଜ୍ଞ ବା ପ୍ରଫେସର ନାହାନ୍ତି । ତେଣୁ ହୃଦରୋଗ ବିଭାଗରେ ପି.ଜି. କୋର୍ସ ଖୋଲି ପ୍ରଫେସର ନିଯୁକ୍ତି କରାଯାଉ ନତୁବା ସେତେଦିନ ପର୍ଯ୍ୟନ୍ତ ଜଣେ ହୃଦରୋଗ ବିଶେଷଜ୍ଞଙ୍କୁ ନିଯୁକ୍ତି ଦିଆଯାଉ ବୋଲି ଦୃଢଦାବୀ ଉପସ୍ଥାପନ କରାଯାଇଥିଲା। ପ୍ରଚଣ୍ଡ ଖରାରେ ଲୋକ ଡହଳବିକଳ ହେଉଥିବା ବେଳେ ସହରରେ ତଥା ଗ୍ରାମାଞ୍ଚଳରେ ପାନୀୟ ଜଳଯୋଗାଣ ଭୁସୁଡି ପଡିଛି । ତେଣୁ ସହରାଞ୍ଚଳ ପାଇଁ ପି.ଏଚ୍‌.ଡି ଏବଂ ଗ୍ରାମାଞ୍ଚଳ ପାଇଁ ଆର.ଡବ୍ଲ୍ୟୁ.ଏସ୍‌.ଏସ୍‌. କୁ ଅନୁରୋଧ କରାଯାଇଥିଲେ ମଧ୍ୟ କିଛି ଫଳ ହୋଇନଥିବା ମନ୍ତ୍ରୀଙ୍କ ନଜରକୁ ଆସିଥିଲା। ଫଳରେ ଦୁଇଦିନ ଭିତରେ ଏହାର ସମାଧାନ କରିବା ପାଇଁ ମନ୍ତ୍ରୀ ବିଭାଗୀୟ ଯନ୍ତ୍ରୀ ମାନଙ୍କୁ ଆଦେଶ କରିଥିଲେ । ପୁନଶ୍ଚ ଲୋୟର ସୁକତେଲ ପ୍ରକଳ୍ପରୁ ଚଳିତ ବର୍ଷରୁ କିପରି ଜଳ ସେଚନ ହୋଇପାରିବ ଏବଂ ସହରକୁ ପାନୀୟ ଜଳ ଯୋଗାଣ ହୋଇପାରିବ ସେଥିପ୍ରତି ଦୃଷ୍ଟି ଦେବାକୁ ନାଗରିକ କମିଟୀର ସଭାପତି ଡ. ଶ୍ରୀକର ମିଶ୍ର ମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ । ପ୍ରତିନିଧି ଦଳରେ ପ୍ରଫୁଲ୍ଲ ମିଶ୍ର, ଲୋକନାଥ ସିଂହ, ହରେକୃଷ୍ଣ ରାଉତ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ମାଗଣାରେ ୩୦୦ ୟୁନିଟ ବିଦ୍ୟୁତ ଦେବା ପାଇଁ ଦାବୀ ଜଣାଇଥିଲେ । ମନ୍ତ୍ରୀଙ୍କ ସହିତ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ବିଜେପି ଜିଲ୍ଲା ସଭାପତି ଶ୍ରୀବତ୍ସ ବେହେରା, ବିଜେପି ନେତା ଗୋପାଲଜୀ ପାଣିଗ୍ରାହୀ ମଞ୍ଚାସୀନ ଥିବା ବେଳେ ସିଭିଲ ସୋସାଇଟି ସଭାପତି ନୀଳମଣି ମିଶ୍ର ତଥା ଜିଲ୍ଲା ବରିଷ୍ଟ ନାଗରିକ ମଞ୍ଚର କାର୍ଯ୍ୟକର୍ତ୍ତା ପ୍ରଭାକର ମିଶ୍ର, ପଦ୍ମଚରଣ ଆଚାର୍ଯ୍ୟ, ହରେକୃଷ୍ଣ ମେହେର ଆଦି ଜିଲ୍ଲାରେ ନିଶାମୁକ୍ତ କେନ୍ଦ୍ର ତଥା ବୃଦ୍ଧାଶ୍ରମ ଟିଏ ସରକାରଙ୍କ ତରଫରୁ ଚଳାଇବା ପାଇଁ ଅନୁରୋଧ ରଖିଥିଲେ 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026
  ଜିଲ୍ଲା  
ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   15-Jun-2026
  ଜିଲ୍ଲା  
ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   15-Jun-2026
  ଜିଲ୍ଲା  
ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   15-Jun-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   15-Jun-2026
  ଜିଲ୍ଲା  
*କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   15-Jun-2026
  ଜିଲ୍ଲା  
ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   15-Jun-2026

You Might Also Like