-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ

15-Jun-2026



କଣ୍ଟାମାଳ(ଜୟ କୁମାର ମହାରଣା):  ଅଭିନଵ ଉପାୟରେ ଏକ ପାଣି ଟ୍ୟାଙ୍କର ଭିତରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବେଳେ କଣ୍ଟାମାଳ ଥାନା ଟିକିରାପଡା ରାସ୍ତାରେ ସକାଳ ପେଟ୍ରୋଲିଙ୍ଗ ଡିଉଟି ରେ ଥିବା କଣ୍ଟାମାଳ ପୋଲିସ ପଞ୍ଝାରେ ପଡିଥିଲା ଏହି ଗଞ୍ଜେଇ ଭର୍ତ୍ତି ପାଣି ଟ୍ୟାଙ୍କର l  ଏଥିସହ ଗାଡି ଚାଳକ କୁ ପୋଲିସ ଗିରଫ କରିଥିବା ଆଜି ଅପରାହ୍ନ ରେ ବୌଦ୍ଧ ଏସ୍ଡ଼ିପିଓ ଲରେନ ରାଉତରାୟ ଏକ

ପ୍ରେସ ବିବୃତିରେ ପ୍ରକାଶ କରିଛନ୍ତି l  ସୋମବାର କଣ୍ଟାମାଳ ପୋଲିସ କୌଣସି ସୂତ୍ରରୁ ଖବର ପାଇ କଣ୍ଟାମାଳ ଥାନା ଭାରପ୍ରାପ୍ତ ଥାନାଧିକାରୀ ପ୍ରକାଶ ଭୋଇ ଙ୍କ ନେତୃତ୍ୱରେ ଏକ ପୋଲିସ ଟିମ କଣ୍ଟାମାଳ -ତରଭା ରାସ୍ତାରେ ସକାଳ ପେଟ୍ରୋଲିଙ୍ଗ କରୁଥିଲେ l  ପେଟ୍ରୋଲିଙ୍ଗ ସମୟରେ ଟିକିରାପଡା ରାସ୍ତାରୁ ସନ୍ଦେହ ଜନକ ଭାବେ ଟ୍ରାକ୍ଟର ରେ ଯାଉଥିବା ଏକ ପାଣି ଟ୍ୟାଙ୍କର କୁ ଅଟକାଇ ଯାଞ୍ଚ କରିଥିଲେ  l   ଯାଞ୍ଚ ସମୟରେ ପାଣି ଟ୍ୟାଙ୍କର ଭିତରେ ଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ୍ କରିଛି କଣ୍ଟାମାଳ ପୁଲିସ l ମାଜିଷ୍ଟ୍ରେଟ ଙ୍କ ଉପସ୍ଥିତ ରେ ଜବତ ଗଞ୍ଜେଇ ଓଜନ କରିବାରୁ ଏହାର ପରିମାଣ ୫କୁଇଣ୍ଟାଲ ୧୦କିଲୋଗ୍ରାମ ହୋଇଥିଲା l ମାମଲାରେ ଟ୍ରାକ୍ଟର ଚାଳକ କଣ୍ଟାମାଳ ଥାନା ଠେଲକୋବେଡା ଗ୍ରାମର ମଣ୍ଟୁ ଓରଫ ସଂଜିତ ମହାନନ୍ଦ (୨୪) କୁ ଗିରଫ କରାଯାଇଥିବା ନେଇ ଆଜି ବୌଦ୍ଧ ଏସ୍ଡ଼ିପିଓ ଲରେନ ରାଉତରାୟ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରେସ ବିବୃତିରେ ପ୍ରକାଶ କରିଛନ୍ତି l ଏନେଇ କଣ୍ଟାମାଳ ଥାନାରେ ଏକ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବା ସହ ଘଟଣାର ଅଧିକ ତଦନ୍ତ ଜାରି ରହିଥିବା କହିଛନ୍ତି  l ସେହିପରି ଗତ ୨୭ଅକ୍ଟୋବର ୨୦୨୫ ଠାରୁ ବର୍ତମାନ ସୁଦ୍ଧା ଜିଲ୍ଲାରେ ୧୫୦୬୨. ୪୯ହେକ୍ଟର ଜମିରୁ ବେଆଇନ ଗଞ୍ଜେଇ ଗଛ କାଟି

ନଷ୍ଟ କରାଯାଇଥିବାବେଳେ ୪୩୭୬୩. ୯ କେଜି ଗଞ୍ଜେଇ ଜବତ କରାଯାଇଛି l  ଏଥିସହ ସମ୍ପୃକ୍ତ ମୋଟ ୧୦୯ଜଣ ଗଞ୍ଜେଇ ଚାଲାଣକାରୀଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଏସ୍ଡ଼ିପିଓ ଶ୍ରୀ ରାଉତରାୟ ପ୍ରକାଶ କରିଛନ୍ତି |  ଗଞ୍ଜେଇ କାରବାର ର ପେଣ୍ଠସ୍ଥଳୀ କୁହାଯାଉଥିବା ବୌଦ୍ଧ ଜିଲ୍ଲା କଣ୍ଟାମାଳ ଅଂଚଳରୁ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ଉପାୟରେ ଗଞ୍ଜେଇ ପଶ୍ଚିମବଙ୍ଗ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ ଛତିଶଗଡ଼ ଆଦି ବାହାର ରାଜ୍ୟକୁ ଚୋରା ଚାଲାଣ ହୋଇଥାଏ l କେତେବେଳେ ଯାତ୍ରୀବାହି ବସ ରେ ତ କେତେବେଳେ ପ୍ରେସ ଲେଖା ଗାଡ଼ିରେ, ଆମ୍ବୁଲାନ୍ସ ଗାଡ଼ିରେ ତ କେତେବେଳେ କୋଇଲା ବୋଝେଇ ଗାଡି ଭିତରେ ତ ଆଉ କେତେବେଳେ ପାଣି ଟ୍ୟାଙ୍କର ଭିତରେ ଅଭିନଵ ଉପାୟରେ ଗଞ୍ଜେଇ ଚୋରା ଚାଲାଣ ଜାରି ରହିଛି, ଥମିବାର ନାଁ ନେଉନାହିଁ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like