-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*

16-Jun-2026



ବରପାଲି(ସୁଦାମ ଦୀପ)
ବରପାଲି ସ୍ଥିତ ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ଉପ ସଭାପତି ରସାନନ୍ଦ ଥପାଙ୍କ ସଭାପତିତ୍ବରେ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଅଛି। ସଭାରେ ସାହିତ୍ୟିକ,କବି,ଲେଖକ ତଥା ଅନେକ ବୃନ୍ଦାବନ ପ୍ରେମୀ ଶୁଭ ଚିନ୍ତକ ବ୍ୟକ୍ତି ବିଶେଷ  ଉପସ୍ଥିତ ଥିଲେ । ସାହିତ୍ୟ ବନ୍ଧୁ ବୃନ୍ଦାବନ  ବିହାରୀ ଦାଶଙ୍କ ସମ୍ପର୍କିତ ଅନେକ ଆଲୋଚନା ହେବା ସହ ନୂତନ ପରିଚାଳନା କମିଟି ଗଠନ କରାଯାଇଥିଲା।  ସଭାପତି ରସାନନ୍ଦ ଥାପା,ଉପସଭାପତି ଚିତ୍ତରଞ୍ଜନ ସାହୁ,ସମ୍ପାଦକ ଯତୀନ୍ଦ୍ର କୁମାର ସାହୁ,ସହ ସମ୍ପାଦକ ସୂର୍ଯ୍ୟନାରାୟଣ ଦାଶ ,କୋଷାଧ୍ୟକ୍ଷ ଅକ୍ଷୟ କୁମାର ଭୋଇ,ସଂଗଠନ ସଂପାଦକ ଦାୟିତ୍ବରେ ବ୍ରଜ କିଶୋର ମେହେର ଏଂବ  ସୁବୋଧ ସାହୁ,ଆଇନ ପରାମର୍ଶ ଦାତା ଭାବରେ ରାଜ କିଶୋର ଦାଶ, ଉପଦେଷ୍ଟା ଭାବରେ ଅଞ୍ଚଳର ଅନେକ ବିଶିଷ୍ଟ ବ୍ୟକ୍ତି ମାନଙ୍କୁ ଏହି କମିଟୀରେ ସ୍ଥାନ ଦିଆ ଯାଇଛି।ଆହୁରି ଅନେକ ନୂଆ ଯୁବ ଗୋଷ୍ଠୀଙ୍କୁ ସ୍ମୃତି କମିଟୀ ତା କୋଳକୁ ସାଉଁଟି  ଆଣିଛି।ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶଙ୍କ ଜୀବନାଦର୍ଶ ଉପରେ ଆଲୋକପାତ କରି ପରବର୍ତ୍ତୀ ସମୟରେ କେମିତି ଆହୁରି ଆଗକୁ ଅଗ୍ରଗତି କରିବ ସେ ଉପରେ ପରିଚାଳନା କମିଟି ଦୃଢ଼ୋକ୍ତି ପ୍ରକାଶ କରିବା ସହ ସ୍ମୃତି କମିଟି  ସମ୍ପାଦକ ଯତୀନ୍ଦ୍ର କୁମାର ସାହୁ ଧନ୍ୟବାଦ୍ ଦେଇ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like