-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||     

HOME   ଜିଲ୍ଲା

ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,

16-Jun-2026



ବରପାଲି, (ସୁଦାମ ଦୀପ )ବରପାଲି ୧୪୯ତମ ମହାନ ଶୀତଳଷଷ୍ଠୀ ମହୋତ୍ସବ ସୂଭାରମ୍ଭ ହେବା ସହ  କନ୍ୟାପକ୍ଷରୁ ନଟରାଜ ଦେବଙ୍କ ଆନୟନ ଓ ସ୍ଥାପନ ପର୍ବ ସମାପନ ହୋଇଯାଇଛି। ସୋମବାର ପୁର୍ବାହ୍ନ ସମୟରେ ଶୀତଳ ଷଷ୍ଠୀ ମହୋତ୍ସବର ପ୍ରଥମ ଦିନ ଭକ୍ତି ଓ ଉତ୍ସାହଭରା ମାହୋଲ ମଧ୍ୟରେ ପରମ୍ପରାଗତ ଭାବରେ ସୂଭାରମ୍ଭ ହୋଇଥିଲା।ପୁର୍ବାହ୍ନରେ କନ୍ୟାପକ୍ଷ ହିମାଦ୍ରୀ ନଗରବାସୀ ବାଣ ଓ ବାଦ୍ୟର ତାଳରେ ଏକ ବିଶାଳ ଶୋଭାଯାତ୍ରା ପାର୍ବତୀମଣ୍ଡପ ପରିସରରୁ ବାହାରିଥିଲେ। ଶତାଧିକ ଶୈବଭକ୍ତ ଶୋଭାଯାତ୍ରା ରେ ସାମିଲ ହୋଇ ଶୀତଳ ଷଷ୍ଠୀ ଭଣ୍ଡାର ଗୃହ ସମ୍ମୁଖରେ ପହଞ୍ଚିଥିଲେ। ପରେ ପଣ୍ଡିତମାନଙ୍କ ଦ୍ୱାରା ବୈଦିକ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା ଓ ବିଶେଷ ନୀତିକାନ୍ତି ମାନ ସମ୍ପନ୍ନ କରାଯାଇଥିଲା। ପୂଜାର୍ଚ୍ଚନା ବିଧିପରେ ଭଗବାନ ଶିବଙ୍କ ନଟରାଜ ସ୍ୱରୂପଙ୍କୁ ସୁସଜ୍ଜିତ ପାଲିଙ୍କିରେ ଭଣ୍ଡାର ଘରୁ  ଭକ୍ତମାନଙ୍କ ଜୟଧ୍ୱନି ମଧ୍ୟରେ ହିମାଦ୍ରୀ ନଗର ମଣ୍ଡପକୁ ଅଣାଯାଇଥିଲା। ମଣ୍ଡପରେ ପହଞ୍ଚିବା ପରେ ବିଧିବିଧାନ ପାଳନିୟ ଭାବରେ ନଟରାଜ ଦେବଙ୍କ ସ୍ଥାପନ କରାଯାଇଥିଲା।
ସମଗ୍ର କାର୍ଯ୍ୟକ୍ରମ ଭକ୍ତିମୟ ପରିବେଶ ମଧ୍ୟରେ ସମ୍ପନ୍ନ ହୋଇଥିବା ବେଳେ ଭକ୍ତମାନଙ୍କ ମଧ୍ୟରେ ଅପାର ଉତ୍ସାହ ଓ ଉଦ୍ଦିପନା ପରିଲକ୍ଷିତ ହୋଇଥିଲା। ଆଗାମୀ ଦିନ ଗୁଡ଼ିକ ମଧ୍ୟରେ ଆସନ୍ତା କାଲି ପତରପେଣ୍ଡି କନ୍ୟା ମନୋନୟନ ଉତ୍ସବ ପାଳିତ ହେବ। ମହାଦେବ ଓ ମାତା ପାର୍ବତୀଙ୍କ ଦିବ୍ୟ ବିବାହ ଉତ୍ସବ ସହ ବିଭିନ୍ନ ଧାର୍ମିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବ ବୋଲି ଆୟୋଜକ କମିଟି ସୂଚନା ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026

You Might Also Like