-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ

16-Jun-2026



ସ୍ଥାନୀୟ ମ୍ୟୁନିସିପାଲିଟି କଲ୍ୟାଣ ମଣ୍ଡପ ଠାରେ ଏସ୍.ଏନ.କ୍ଲାସେସ ର ଏକ ବର୍ଣ୍ଣାଢ଼୍ୟ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଲେଖକ ପରିଷଦର ସମ୍ପାଦକ କବି ସୁଶାନ୍ତ ବାଗ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ମୂଖ୍ୟ ଅତିଥି ଭାବରେ କବି ଭିକାରି ଚରଣ ମିଶ୍ର, ମୂଖ୍ୟ ବକ୍ତା ଭାବରେ ଅଧ୍ୟାପିକା ଶ୍ରୀମତି ଅଳକାନନ୍ଦା ମଲ୍ଲ, ସମ୍ମାନିତ ଅତିଥି ଭାବରେ ଅଧ୍ୟାପକ ଦିଲ୍ଲିପ କୁମାର ପଶାୟତ ଓ ବ୍ରହ୍ମାନନ୍ଦ ପୁହାଣ ମଞ୍ଚାସୀନ ଥିଲେ । ଅନୁଷ୍ଠାନର ମୂଖ୍ୟ ଅନୁଜ ରଞ୍ଜନ ଛତ୍ରିଆ ସଭାର ଉଦ୍ଧେଶ୍ୟ ଓ ଆଭିମୁଖ୍ୟ ଉପସ୍ଥାପନ କରିଥିଲେ । ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ହୋଇଥିବା ବିଜ୍ଞାନ ପ୍ରଦର୍ଶନି ପ୍ରତିଯୋଗିତାର କୃତି ପ୍ରତିଯୋଗୀ ଗୁଲାବ ତାଣ୍ଡି, ଅଙ୍କିତ୍ ପାୟାସିଂ ଗୋପିଲ୍ୟ ମେହେର ଙ୍କୁ ଓ ଜୁନିୟର ବର୍ଗରେ ସର୍ବଶ୍ରୀ ସୋଲେମନ୍ ଶିକା, ଦିପ୍ତିମୟି ମେହେର, ତନୁ ମେହେର ଓ ସାଇସ୍ନୃତି ବେହେରା ଙ୍କୁ ପୁରସ୍କୃତ କରାଯାଇଥିଲା।; 

 ସତ୍ୟମ୍ ପାଣିଗ୍ରାହୀ  ସ୍ବାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ  ଛାତ୍ର ମାନଙ୍କ ମଧ୍ୟରୁ ଉଦ୍‌ଘୋଷକ ଭାବରେ ରାମକୃଷ୍ଣ ପାଢ଼ି, ରାଜ୍ ମିଶ୍ର, ସୌନକ ପାଢ଼ି, ଓ ଆରାଧ୍ୟା ଶର୍ମା ଦାୟିତ୍ଵ ତୁଲାଇଥିଲେ । ଅନୁଷ୍ଠାନ ର ଶିକ୍ଷକ ସର୍ବଶ୍ରୀ ରମିୟରଞ୍ଜନ ମିଶ୍ର, ବିନୋଦ ସୁନା, ଅଜୟ କିଶାନ, ସୁଶ୍ରୀ ସାକ୍ଷୀ କୋରି, ପରମେଶ୍ବର ଦୀପ ପ୍ରମୁଖ ଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନ ଓ ସହଯୋଗ ଫଳରେ ସଭା ସାଫଲ୍ୟ ମଣ୍ଡିତ ହୋଇଥିଲା । ଶେଷରେ ଶିକ୍ଷକ ରୋହନ୍ ହର୍‌ପାଲ ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like