-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||     

HOME   ଜିଲ୍ଲା

ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ

16-Jun-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ଅଷ୍ଟଶମ୍ଭୁ ଙ୍କ ସହର ସୁବର୍ଣ୍ଣପୁର ଠାରେ ପବିତ୍ର ଶୀତଳଷଷ୍ଠୀ ଯାତ୍ରାର ସମସ୍ତ ପ୍ରସ୍ତୁତି ସରିଥିବା ବେଳେ ସହର ଚଳ ଚଞ୍ଚଳ ହୋଇ ଉଠିଛି l ଆଜି ଏଥିପାଇଁ ସୁବର୍ଣ୍ଣପୁର କୋଷାଗାର ରୁ ପ୍ରଭୁ ଚନ୍ଦ୍ରଶେଖର ଙ୍କ ସ୍ଵରୁପ ୧୦୮ ଭରି ର ସୁନା ନାଗ ମୂର୍ତ୍ତି  ବାହାର କରାଯାଇ ରୀତି ନୀତି ଅନୁସାରେ ପୂଜାର୍ଚ୍ଚନା ପରେ ଥନା ପତିପଡା ସ୍ଥିତ ଚନ୍ଦ୍ରଶେଖର ମନ୍ଦିର ରେ ପହଞ୍ଚିଛନ୍ତି l  ସତସଙ୍ଗ ବିହାର ସ୍ଥିତ  କନ୍ୟା ପିତା ମାତା ଘର ହିମାଦ୍ରୀ ନଗର ମଧ୍ଯ ଚଳଚଞ୍ଚଳ ହୋଇଉଠିଛି। କନ୍ୟା ମାତାପିତା ଭାବରେ ବଣ୍ଟୁ ଅଗ୍ରୱାଲ ଓ ଦୀପା ଅଗ୍ରୱାଲ ମଧ୍ୟ ମାତା ପାର୍ବତୀ ଙ୍କ ବିବାହ ପାଇଁ ପୂର୍ଣ୍ଣ ପ୍ରସ୍ତୁତି ରେ ଲାଗିପଡିଛନ୍ତି। କନ୍ୟା ବିବାହ ପାଇଁ ଯେତେ ପ୍ରକାର ସାରଙ୍ଗମ  ଦରକାର ସମସ୍ତ ଜିନିଷ ପତ୍ର ଯୋଗାଡ଼ ସରିଛି। ବରଂ ଓ କନ୍ୟାଙ୍କୁ ଦେବାପାଇଁ  ପଲଙ୍କ ଲୁଗାପଟା ମୁଦି, ରୂପା ର ପାଉଁଜି, କଠଉ, ବେଲପତ୍ର ଓ ସମସ୍ତ ପ୍ରକାର ଅଳଙ୍କାର ସଂଗ୍ରହ କରିସାରିଛନ୍ତି। ମାଙ୍ଗଳିକ, ମାଟିପକା କାମ ଇତିମଧ୍ୟରେ ସମାପନ ହୋଇ ଥିବା ବେଳେ ଆଜି ଦେବ ନିମନ୍ତ୍ରଣ ମଧ୍ୟ ସରିଛି। ଆସନ୍ତାକାଲି ସକାଳେ ଅଳଙ୍କାର ଧାରଣ ଓ ଅପରାହ୍ନ ରେ ବର ନିମନ୍ତ୍ରଣ କାର୍ଯ୍ୟ କ୍ରମ ରହିଛି। ସେହିପରି ୧୮ତାରିଖରେ ଗଣସନ, ମଙ୍ଗଳନ ନୀତି ରହିଥିବାବେଳେ ରାତିରେ ବର ଙ୍କ ଆଗମନ ସହ ରାତ୍ରିରେ ବିବାହ ପାଣିଗ୍ରହଣ ପରେ ତା ପର ଦିନ  ପ୍ରଭୁ ଚନ୍ଦ୍ରଶେଖର ଓ ମାତା ପାର୍ବତୀ ଙ୍କ ଯୁଗଳ ମୂର୍ତ୍ତି  ଦର୍ଶନ ରହିଛି l ପରବର୍ତ୍ତୀ ପ୍ରାତଃ ସମୟରେ ଦେବଦମ୍ପତିଙ୍କ ସ୍ଵ ମନ୍ଦିର ପ୍ରତ୍ୟାବର୍ତ୍ତନ ଶୋଭାଯାତ୍ରା ଅନୁଷ୍ଠିତ ହେବ। ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ ଓ ଶିବ ପାର୍ବତୀ ଙ୍କ ସମେତ ଅଷ୍ଟ ଶମ୍ଭୁ ଅଷ୍ଟ ବିଷ୍ଣୁ ଙ୍କ ଦର୍ଶନ ଓ ମହାପ୍ରଭୁ ଙ୍କ ପାଇଁ ଉଦ୍ଦିଷ୍ଟ ମହଣ ମହଣ ରୂପା ପାଲିଙ୍କି ବା ବିମାନ ଦେଖିବାକୁ ଦୂର ଦୂର ଦୁରାନ୍ତର ହଜାର ହଜାର ଲୋକ ଙ୍କ ଉତ୍କଣ୍ଠା ପ୍ରକାଶ ପାଇଛି l ଏଥିପାଇଁ କନ୍ୟା ପିତା ମାତା ଙ୍କ ହିମାଦ୍ରୀ ନଗରୀ ଓ ବର ପିତା ମାତା ଙ୍କ କୈଳାଶ ନଗରୀ ଚନ୍ଦ୍ର ଶେଖର ମନ୍ଦିର ସହ ସମଗ୍ର  ସହର ଆଜିଠୁଁ ଚଳ ଚଞ୍ଚଳ। ଯାତ୍ରା ର ସଫଳ ପରିଚାଳନା ପାଇଁ  ଯାତ୍ରା କମିଟି ଓ ପ୍ରଶାସନ ସହ ଜିଲ୍ଲା ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026

You Might Also Like