-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ବିଶେଷ

ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ

16-Jun-2026



ବରଗଡ଼(ତୁଳସୀ ଚରଣ ଦାଶ ): ଆଜି ମଙ୍ଗଳବାର ଦିନ ନିଷ୍ଠା ପରିବାର ର ଇତିହାସ ରେ ଏକ ନୂଆ ଫର୍ଦ୍ଦ ଯୋଡ଼ି ହେଲା ।  ରକ୍ତ ସଞ୍ଚାର ସେବା ଉପରେ ଜାତୀୟ ସ୍ତରୀୟ ଏନ୍‌ଜିଓ ସମ୍ମିଳନୀ ଗୁଜରାଟ ସ୍ଥିତ ଅହମଦାବାଦର ହୋଟେଲ ସିଲଭର କ୍ଲାଉଡ ଠାରେ ଅନୁଷ୍ଠିତ ହୋଇଥିଲା।ଏହି ସମ୍ମିଳନୀ ରେ ଓଡ଼ିଶା ର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ନିଷ୍ଠା ପରିବାର,ବରଗଡ଼ କୁ ରକ୍ତ ଦାନ କ୍ଷେତ୍ର ରେ ଅତୁଳନୀୟ ଅବଦାନ ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା।ଏହି କାର୍ଯ୍ୟକ୍ରମ ରେ ଭାରତ ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସରକାରୀ ପଦାଧିକାରୀ,ସବୁ ରାଜ୍ୟ ର ସଂଗଠନ ଓ କର୍ମକର୍ତ୍ତା ମାନେ ଯୋଗ ଦେଇଥିଲେ।ଉପରୋକ୍ତ କାର୍ଯ୍ଯକ୍ରମ ରେ ଡ଼ା. ରତନ କନ୍ୱର ,ଏଚ୍. ଗାଧାଭିଚାରଣ, IAS – ସ୍ୱାସ୍ଥ୍ୟ (ଗ୍ରାମୀଣ) କମିଶନର, ମିଶନ ନିର୍ଦ୍ଦେଶକ, ଜାତୀୟ ସ୍ୱାସ୍ଥ୍ୟ ମିଶନ (NHM) ଏବଂ ପ୍ରକଳ୍ପ ନିର୍ଦ୍ଦେଶକ, ଗୁଜରାଟ ରାଜ୍ୟ ଏଡ୍ସ ନିୟନ୍ତ୍ରଣ ସମିତି (GSACS) ଗାନ୍ଧୀ ନଗର,ଡ଼ା. ମେଘା ପ୍ରବୀଣ ଖୋବ୍ରାଗାଡେ – ଉପ ମହାନିର୍ଦ୍ଦେଶକ, ସ୍ୱାସ୍ଥ୍ୟ ସେବା ନିର୍ଦ୍ଦେଶାଳୟ (Dte. GHS), ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ, ଭାରତ ସରକାର, ନୂଆଦିଲ୍ଲୀ,ଡ଼ା. କାର୍ତ୍ତିକ ଶାହ – ନିର୍ଦ୍ଦେଶକ, ଗୁଜରାଟ ରାଜ୍ୟ ରକ୍ତ ସଞ୍ଚାର ପରିଷଦ (GSCBT)ଡ଼ା. କୃଷ୍ଣ କୁମାର – ନିର୍ଦ୍ଦେଶକ, ଜାତୀୟ ରକ୍ତ ସଞ୍ଚାର ପରିଷଦ (NBTC), ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ, ଭାରତ ସରକାର, ନୂଆଦିଲ୍ଲୀ,ଡ଼ା.ମାନସ ପ୍ରୀତମ ରାୟ ,ଉପ ନିର୍ଦ୍ଦେଶକ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ, ଭାରତ ସରକାର, ନୂଆଦିଲ୍ଲୀ ଯୋଗ ଦେଇ ସମ୍ବର୍ଦ୍ଧିତ କରିଥଲେ। ନିଷ୍ଠା ପରିବାର ତରଫ ରୁ ଅତିଥି ମାନଙ୍କୁ ସମ୍ବଲପୁରୀ ଗାମୁଛା ଓ ଦ ଜର୍ଣି ଅଫ ନିଷ୍ଠା ପ୍ରଦାନ କରାଯାଇଥିଲା। ଓଡ଼ିଶା ରୁ SBTC ଉପନିର୍ଦ୍ଦେଶକ ସ୍ୱରୂପ କୁମାର ଦାଶ ଓ ମୟୁରଭଞ୍ଜ ରକ୍ତ ଭଣ୍ଡାର ଅଧିକାରୀ ଉପସ୍ଥିତ ଥିଲେ। ନିଷ୍ଠା ପରିବାର ର ସଭାପତି ଶ୍ରୀ ଅଶ୍ୱିନୀ ତ୍ରିପାଠୀ ଓ ସଂଯୋଜକ ଭୋଳାନାଥ ସାହୁ ଏହି ସମ୍ମାନ ଗ୍ରହଣ କରିଥିଲେ।ଏହି ସମ୍ବାନ ରକ୍ତ ଦାନ କ୍ଷେତ୍ର ରେ କାମ କରିବା ପାଇଁ ଆମକୁ ଆହୁରି ପ୍ରେରଣା ଯୋଗାଇବ ବୋଲି ଶ୍ରୀ ତ୍ରିପାଠୀ ତାଙ୍କ ବକ୍ତବ୍ୟରେ ପ୍ରକାଶ କରିଥିଲେ।ଏହି କାର୍ଯ୍ୟକ୍ରମ କୁ ରକ୍ତ ସଞ୍ଚାର ସେବା,ସ୍ୱାସ୍ଥ୍ୟ ସେବା ମହାନିର୍ଦ୍ଦେଶାଳୟ,ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ,ଭାରତ ସରକାର ସହଯୋଗରେ ରକ୍ତ ସଞ୍ଚାର ସେବା,ଗୁଜରାଟ ରାଜ୍ୟ ରକ୍ତ ସଞ୍ଚାର ପରିଷଦ,ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ,ଗୁଜରାଟ ସରକାର ଆୟୋଜନ କରିଥିଲେ । 
         ---------×××---------


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like