-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ

16-Jun-2026



ବରପାଲି,(ସୁଦାମ ଦୀପ ): ବରପାଲି ଶୀତଳଷଷ୍ଠୀ ମହୋତ୍ସବର ଉନପଞ୍ଚାଶତ୍ତମ (୧୪୯ତମ) ବର୍ଷରେ ପଦାର୍ପଣ ହୋଇଥିବା ବେଳେ ଆଦ୍ୟପର୍ବ ପତରପେଣ୍ଡୀ ନିତି ସମ୍ପର୍ଣ୍ଣ ହୋଇଯାଇଛି। ଗତ ରାତ୍ର ସମୟରେ ଯାତ୍ରାକମିଟି ଓ ଶୈବଭକ୍ତଙ୍କ ଗହଣରେ ଏକ ଶୋଭାଯାତ୍ରା ଭଣ୍ଡାରଗୃହରୁ ବାହାରି ବାବା କପିଳେଶ୍ବର ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା ସହିତ ଶିବପାର୍ବତୀ ଦେବଦମ୍ପତିଙ୍କୁ ପାଲିଙ୍କିଯାତ୍ରାରେ ପରିକ୍ରମା ମାଧ୍ୟମରେ ପୂଜାମଣ୍ଡପ (ଭଣ୍ଡାରଗୃହ)କୁ ଆଣିଥିଲେ। ଶୋଭାଯାତ୍ରା  ଗାନ୍ଧୀଛକରେ ପହଞ୍ଚିଲା ପରେ ଭକ୍ତ ମାନଙ୍କ ଦ୍ୱାରା ସହସ୍ର ଆରତୀ ଅର୍ପଣ କରାଯାଇଥିଲା। ମଧ୍ୟରାତ୍ର ସମୟରେ ଶ୍ରୀ ଶ୍ରୀ କପିଳେଶ୍ଵର ବାବବାଙ୍କ ମନ୍ଦିରରେ ମହାଦୀପ ସଂସ୍ଥାପନ କରାଯାଇଥିଲା।
 ମଙ୍ଗଳବାର (ଜ୍ୟେଷ୍ଠ ଶୁକ୍ଳପକ୍ଷ ଦ୍ବିତୀୟା) ପତରପେଣ୍ଡି ଉତ୍ସବ ଆୟୋଜିତ ହୋଇଥିଲା।
ପୁର୍ବାହ୍ନରେ ଶ୍ରୀ ଶ୍ରୀ ହରପାର୍ବତୀ ଓ ନଟରାଜ ଦେବଙ୍କ ସ୍ନାନ ସମାପନ ପରେ ଶତଆରତୀ, ପ୍ରାର୍ଥନା, ଭୋଗ ଅର୍ପଣ ହୋଇଥିଲା। ମଧ୍ୟାହ୍ନ ସମୟରେ ବରିଷ୍ଟ ପଣ୍ଡିତ ମାନଙ୍କ ଦ୍ବାରା ରୁଦ୍ରଯଜ୍ଞର ଶୁଭାରମ୍ଭ କରାଯାଇଥିଲା। ପରେ ଦେବଦମ୍ପତିଙ୍କୁ ଅମୃତ ମଣୋହୀ ଭୋଗ ଅର୍ପଣ କରାଯାଇଥିଲା।
 ସନ୍ଧ୍ୟା ସମୟରେ ଆରତୀ, ପ୍ରାର୍ଥନା ପରେ ବାବା ଶ୍ରୀ ଶ୍ରୀ କପିଳେଶ୍ୱରଙ୍କ ତରଫରୁ ପାତ୍ରୀ (କନ୍ୟା) ମନୋନୟନ ପତରପେଣ୍ଡି ଶୋଭାଯାତ୍ରା ବାହାରି ନଗର ପରିକ୍ରମା କରିବା ସହ ହିମାଦ୍ରୀ ନଗର ନୁଆପଡାରେ ପହଞ୍ଚିଥିଲା। ପରେ ପାତ୍ରୀ ମନୋନୟନ ଉତ୍ସବ ରାତ୍ର ୧୦ଘ. ମଧ୍ୟେ ବୈଦିକ ରୀତିରେ ସମ୍ପନ୍ନ ହୋଇଥିଲା ସହରର ବିଭିନ୍ନ ସ୍ଥାନରେ ମନୋରଞ୍ଜନ କାର୍ଯ୍ୟକ୍ରମ ମାନ ପରିବେଷଣ କରାଯାଇଥିଲା।
 ରାତ୍ର. ସମୟରେ ଶ୍ରୀ ଶ୍ରୀ ଯୋଗେଶ୍ୱର ମନ୍ଦିରରେ ମହାଦୀପ ସଂସ୍ଥାପନ ହୋଇଥିଲା। ଆସନ୍ତା କାଲି ବୁଧବାର (ଜ୍ୟେଷ୍ଠ ଶୁକ୍ଳପକ୍ଷ ତୃତୀୟା ରାତ୍ର ସମୟରେ ଭୈରବ ଦେବଙ୍କର ପରିକ୍ରମାରେ ଦେବନିମନ୍ତ୍ରଣ ଓ ଗୁଆଗୁଣ୍ଡା ବିତରଣ ଉତ୍ସବ ପାଳିତ ହେବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like