-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

16-Jun-2026



ଆଗଲପୁର, (ବିନୋଦ ଦୀପ) ଆଗଲପୁର ବ୍ଲକ ବକଟି ପଂଚାୟତ ପରିସର ରେ ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି | ପାନୀୟ ଜଳ ସମସ୍ୟା କୁ ନେଇ ଗାଁ ର ଶତାଧିକ ମହିଳା ପଂଚାୟତ ସମ୍ମୁଖରେ ଗରିଆ, ଗଞ୍ଜ, ଡେ଼କଚି ରଖି କାହାରିକୁ ଭିତରକୁ ଛାଡି ନଥିଲେ l ବିଡ଼ିଓ ମହାପାତ୍ର କୁଲଦୀପ ମହାନ୍ତି ପହଂଚିବା ପରେ ଯଥା ଶୀଘ୍ର ଏହାର ସମାଧାନ କରାଯିବ ବୋଲି ପ୍ରତିଶୃତି ଦେବା ପରେ ମହିଳା ମାନେ ଓହରିଥିଲେ l ଯାହା ଫଳରେ ଅଭିଯୋଗ ଶୁଣାଣି ଚାଲିବାରେ ଟିକେ ବିଳମ୍ବ ହୋଇଥିଲା l ପିଇଓ ରିକିତାରାଣୀ ପଟ୍ଟନାୟକ ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ଶିବିର ରେ ବିଡ଼ିଓ ମହାପାତ୍ର କୁଲଦୀପ ମହାନ୍ତି, ଜିପିଡିଓ ଦେବରାଜ ତାଣ୍ଡି ଯୋଗ ଦେଇଥିଲେ l ମୋଟ ୧୬ ଟି ଅଭିଯୋଗ  ପଞ୍ଜିକୃତ ହୋଇଥିବା ବେଳେ ଏହା ଉପରେ ଶୁଣାଣି କରାଗଲା l ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁଁ ବିଶେଷ କରି ପାନୀୟ ଜଳ ସମସ୍ୟା ସମ୍ପର୍କ ରେ ଆଲୋଚନା ହୋଇଥିଲା l ଅଙ୍ଗନଦୀ ରୁ ବକଟି କୁ ପିଇବା ପାଣି ଯୋଗାଣ ହେଉଥିବା ବେଳେ ପ୍ଲାଷ୍ଟିକ ପାଇପ ଲାଗିଥିବାରୁ ବାରମ୍ବାର ପାଇପ ଫାଟୁଥିବା ରୁ ୫ ହଜାର ଲୋକ ସଂଖ୍ୟା ବିଶିଷ୍ଟ ଏହି ଗାଁ ରେ ପାଣି ପାଇଁ ଡହଳବିକଲ ହେଉଛନ୍ତି ଲୋକେ l ଏଥିଯୋଗୁଁ ପ୍ଲାଷ୍ଟିକ ବଦଳ ରେ ଲୁହା ପାଇପ ଦେବାକୁ ଦାବୀ କରିଛନ୍ତି l ଏହି ଜନ ଶୁଣାଣି ଶିବିର ରେ ଏଡିଇଓ ବିଜୟ ସାହୁ, ବିଏସଏସଓ ସୁଶାନ୍ତ ମହାକୁର, ଉନ୍ନୟନ ଯନ୍ତ୍ରୀ ବିପିନ ରାଉତ, ଅଭିରାମ ସାହୁ, ଆଲୋକ ମିଶ୍ର, ଉମାଶଙ୍କର ବେହେରା, ସର୍ବେଶ୍ୱର ପୁଟେଲ ପ୍ରମୁଖ ବ୍ଲକ ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ l ଶିବିର ରେ ସୁଶୀଲ ସେଠ ସଭା ସଂଯୋଜନା କରିଥିବା ବେଳେ ସମସ୍ତ ପଂଚାୟତ କର୍ମଚାରୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like