-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||     

HOME   ଜିଲ୍ଲା

+୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ

17-Jun-2026



ବଲାଙ୍ଗୀର (ପ୍ରେରଣା ଖବର):  ବଲାଙ୍ଗୀର ସହରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲର ଛାତ୍ରଛାତ୍ରୀ ମାନେ ଚଳିତ ଶିକ୍ଷାବର୍ଷ ଯୁକ୍ତ ୨ ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି । ଉଭୟ କଲେଜ ଓ କୋଚିଂ ଶିକ୍ଷା କ୍ଷେତ୍ରରେ ଦୀର୍ଘ ୨ଠ ବର୍ଷର ଶୈକ୍ଷିକ ଯାତ୍ରା ଏବଂ ପ୍ରତିବର୍ଷ ଯୁକ୍ତ ୨ ପରୀକ୍ଷାରେ ଛାତ୍ରଛାତ୍ରୀ ମାନଙ୍କ ସଫଳତା  ଯୋଗୁଁ ଆଜି ଡିଏନ୍‌ଏ ଅଭିଭାବକ ଓ ଛାତ୍ରଛାତ୍ରୀ ମାନଙ୍କ ପ୍ରଥମ ପ୍ରସନ୍ଦ ହୋଇଛି । ଚଳିତ ଶିକ୍ଷାବର୍ଷରେ  ଯୁକ୍ତ ୨ ରେ ଡିଏନ୍‌ଏ ରେ ଅଧ୍ୟୟନ କରିଥିବା କିମ୍ବା ଅନ୍ୟ କଲେଜରେ ପଢ଼ୁଥିବା  ତଥା ଡିଏନ୍ ଏ ଛାତ୍ରଛାତ୍ରୀଙ୍କୁ କଲେଜ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା। ଯୁକ୍ତ୨ ପରୀକ୍ଷାରେ  ୯ଠ ପ୍ରତିଶତରୁ ଅଧିକ ମାର୍କ ରଖିଥିବା ଏପରି ୩୦ ଜଣ ଛାତ୍ରଛାତ୍ରୀଙ୍କୁ ସାଟିର୍ଫିକେଟ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । କଲେଜର ଅଧ୍ୟକ୍ଷ ସୁମିତ ଅଗୱାଲ ଏବଂ ନିର୍ଦ୍ଦେଶକ  ସୁମିତ ଅଗ୍ରୱାଲ ସମସ୍ତ ଛାତ୍ରଛାତ୍ରୀଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ । ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଅବସ୍ଥିତ ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲରେ ଯୁକ୍ତ ୨ ଅର୍ଟସ, ସାଇନ୍ସ ଓ କମର୍ସର ଛାତ୍ରଛାତ୍ରୀ ମାନଙ୍କୁ ଶିକ୍ଷା ପ୍ରଦାନ କରାଯାଇଥାଏ । ନିଜର କ୍ୟାରିୟର ଗଠନ ପାଇଁ ସ୍ୱପ୍ନ ଦେଖୁଥିବା ଶିକ୍ଷାର୍ଥୀଙ୍କ ପାଇଁ ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ ନିଶ୍ଚିତ ଭାବରେ ଏକ ନିର୍ଭରଯୋଗ୍ୟ ପ୍ରତିଷ୍ଠାନ ହେବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026

You Might Also Like