-+91-9937148622 |

prerana_bgr@rediffmail.com |

  Wednesday 17th June 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍    (17-Jun-2026)       ||      +୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   (17-Jun-2026)       ||      ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   (17-Jun-2026)       ||      ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (16-Jun-2026)       ||      ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   (16-Jun-2026)       ||      ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   (16-Jun-2026)       ||      *ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   (16-Jun-2026)       ||      ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ    (16-Jun-2026)       ||      ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||     

HOME   ଜିଲ୍ଲା

କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍

17-Jun-2026



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ସହର ର କନସାରି ପଡ଼ା ବାସିନ୍ଦା ତଥା ପଶ୍ଚିମ ଓଡ଼ିଶା ସୁପରିଚିତ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସ ଙ୍କୁ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟର ପକ୍ଷରୁ ଜୁନିୟର ଫେଲୋସିପ୍ ୨୦୨୫-୨୬ ପାଇଁ ମନୋନୀତ ହୋଇଛନ୍ତି। ସେ ପଶ୍ଚିମ ଓଡ଼ିଶା ପାରମ୍ପରିକ ଢାପ ନୃତ୍ୟ ଉପରେ ଦୁଇ ବର୍ଷର ଗବେଷଣା କରିବେ। ୨୭ ବର୍ଷୀୟ କଳ୍ପନା ସମ୍ବଲପୁର ବିଶ୍ୱବିଦ୍ୟାଳୟ ରୁ ମାଷ୍ଟର ପଫମୀ ଆଟ୍ ରେ ଡିଗ୍ରୀ କରିଛନ୍ତି। ଛୋଟବେଳୁ ସେ ପଶ୍ଚିମ ଓଡ଼ିଶା ଢାପ ନୃତ୍ୟ ପ୍ରତି ତାଙ୍କ ରୁଚି ରହିଛି। ଆମର ଲୁକି ଆସୁଥିବା କଲା ସଂସ୍କୃତି କେ ବଂଚେଇବା ରଖି ତାର‌ ପ୍ରଚାର ପ୍ରସାର କରିବା ପାଇଁ ଆଗାମୀ ଦିନରେ ଆମର ଆଗାମୀ ପିଢି ଏହି ପରମ୍ପରା କୁ ଭୁଲିବେ ନାହିଁ ସେଥିପାଇଁ ମୁଁ ପ୍ରୟାସ କରୁଛି। ପଶ୍ଚିମ ଓଡ଼ିଶା ଏକ ଲୋକପ୍ରିୟ ନୃତ୍ୟ ହେଉଛି ଢାପା ଯାହାର ଅନେକ ଇତିହାସ ରହିଛି। ତେଣୁ ଏହି ନୃତ୍ୟ କେବେ ଲୋପ ନ‌ ପାଉ ତେଣୁ ମୋ ପ୍ରାଣ ଥିବା ଯାଏ ଏହା ଉପରେ କାମ କରିବି। ପଶ୍ଚିମ ଓଡ଼ିଶା ର ନୃତ୍ୟ ପ୍ରଚାର ପାଇଁ ଆମେ ନୃତ୍ୟ ଗ୍ରୁପ୍ ଖୋଲିଛୁ ଯାହାର ନାଁ ତାଲ୍ ଟ୍ରାୟୋ ରହିଛି ଏହା ମାଧ୍ୟମରେ ରାଜ୍ୟ ତଥା ରାଜ୍ୟ ବାହାରର ବିଭିନ୍ନ ମଞ୍ଚ ଆମେ ପଶ୍ଚିମ ଓଡ଼ିଶା ଲୋକ ନୃତ୍ୟ ପରିବେଷଣ କରିଆସୁ ବୋଲି ସେ କହିଛନ୍ତି। ଏଠାରେ ପ୍ରକାଶ ଥାଉକି ଯେ କଳ୍ପନା ଜଣେ ପଶ୍ଚିମ ଓଡ଼ିଶା ଆଗଧାଡି ର ଅଭିନେତ୍ରୀ ସେ ପଶ୍ଚିମ ଓଡ଼ିଶାର ଭାଷା ରେ ତିଆରି ହୋଇଥିବା ଗୁଦନୀ ଚଳଚିତ୍ର ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି। ଏହି ଫେଲୋସିପ୍ ଅଧୀନରେ ତାଙ୍କୁ ମାସିକ ଷ୍ଟାଇପେଣ୍ଡ ମିଳିବ। ସେ ଗବେଷଣା ଶେଷରେ ଢାପ ନୃତ୍ୟ କୁ ନେଇ ଏକ ଡକ୍ୟୁମେଣ୍ଟ ତିଆରି କରିବେ। କଳ୍ପନା ଙ୍କ ଏହି ସଫଳତା ପାଇଁ ତାଙ୍କୁ ଶୁଭେଚ୍ଛା ର ସୁଅ ଛୁଟୁଛି। ବଲାଙ୍ଗୀର ର ବରିଷ୍ଠ କଳାକାର ମାନେ ତାଙ୍କ ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍   17-Jun-2026
  ଜିଲ୍ଲା  
+୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   17-Jun-2026
  ଜିଲ୍ଲା  
ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   17-Jun-2026
  ଜିଲ୍ଲା  
ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   16-Jun-2026
  ଜିଲ୍ଲା  
*ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   16-Jun-2026
  ବିଶେଷ  
ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ   16-Jun-2026
  ଜିଲ୍ଲା  
ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   16-Jun-2026
  ଜିଲ୍ଲା  
ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ   16-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ   16-Jun-2026
  ଜିଲ୍ଲା  
ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ   16-Jun-2026

You Might Also Like