-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ବରପାଲି ପ୍ରସିଦ୍ଧ ୧୪୯ ତମ ଶୀତଲ ଷଷ୍ଠୀ ଯାତ୍ରା ଉପଲକ୍ଷେ ପୋଲିସ ତରଫରୁ ଫ୍ଲାଗମାର୍ଚ

17-Jun-2026



ବରପାଲି - (ସୁଦାମ ଦୀପ )ମହାନ ପୌରାଣିକ ବରଗଡ ଜିଲ୍ଲା ବରପାଲି ଠାରେ ହେଉଥିବା ୧୪୯ ତମ ଶିତଳଶଷ୍ଠୀ ଉପଲକ୍ଷେ ଜିଲ୍ଲା ପୋଲିସ ପ୍ରଶାସନ ତରଫରୁ ସୁରକ୍ଷା ବ୍ୟବସ୍ଥା ନିମନ୍ତେ ଦାୟିତ୍ବ ବଣ୍ଟନ କାର୍ଯ୍ୟକ୍ରମ ସ୍ଥାନୀୟ ବାଳକ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ଅନୁଷ୍ଠିତ ହୋଇ ଯାଇଛି।ଏହି ଅବସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ତିନିଜଣ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶିବ ପ୍ରସାଦ ବିଶ୍ବାଲ,ଡୋଲାମଣୀ ଭୋଇ ଏଂବ ପଦାରବିନ୍ଦ ତ୍ରିପାଠୀ ଯୋଗଦାନ କରିଥିଲେ। ସୁରକ୍ଷା ବ୍ୟବସ୍ଥାକୁ କଡା କୁଡି ନିମନ୍ତେ  ୪ ଜଣ ଡି,ଏସ୍,ପି, ୧୦ ଜଣ ଆଇ ଆଇ ସି, , ୪୦ ଜଣ ସବ୍ ଇନ୍ସପେକ୍ଟର, ୬ ପ୍ଲାଟୁନ ଫୋର୍ସ, ଗୋଟିଏ ପ୍ଲାଟୁନ କମାଣ୍ଡୋ,ଗୋଟିଏ ପ୍ଲାଟୁନ ରିଟାୟଡ୍ ଆର୍ମୀ, ଗୋଟିଏ ପ୍ଲାଟୁନ ଆଇ,ଆର୍,ବି,ହୋମଗାର୍ଡ ୭୫ ଜଣ ସୁରକ୍ଷା ଦାୟିତ୍ବ ରେ ରହିଛନ୍ତି।ସନ୍ଧ୍ୟାରେ ସମଗ୍ର ବରପାଲି ସହରରେ ଫ୍ଲାଗମାର୍ଚ ହୋଇଥିଲା।ଯାତ୍ରାକୁ ସରସ ସୁନ୍ଦର କରିବାପାଇଁ ସ୍ଥାନୀୟ ପୋଲିସ ବରପାଲି ଥାନାର ଆଇ, ଆଇ ,ସି, ପ୍ରମୋଦ କୁମାର ସାହୁ ବ୍ୟାପକ ସୁରକ୍ଷା ପ୍ରସ୍ତୁତି ଥିବା ଜଣାଇଛନ୍ତି।ବିଶେଷ କରି ଜନ ଗହଲିପୁର୍ଣ ରାସ୍ତାରେ ପୋଲିସ ମୃତୟନ ପାଇଁ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ନିର୍ଦେଶ ଦେଇଛନ୍ତି।ସହରର ପ୍ରମୁଖ ଛକପାରେ କଡାକୁଡି ଚେକିଙ୍ଗ ସହିତ ଡାଇଭର୍ ସଙ୍ଗ୍ ପାଇଁ ପୋଲିସ ପ୍ରଶାସନ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆ ଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like