-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||     

HOME   ଜିଲ୍ଲା

ଗ୍ରାମର ସମସ୍ୟା ନେଇ ବିଡିଓଙ୍କ ସହିତ ଆଲୋଚନା

17-Jun-2026



ବଲାଙ୍ଗୀର(ଆରବିନ୍ଦ ମିଶ୍ର): ଏହି ବ୍ଳକର ଚେରୂପାଳି ପଞ୍ଚାୟତ ଅନ୍ତର୍ଗତ ବଡ଼ ନୁଆପାଲି ଗ୍ରାମବାସୀ ଆଜି ଡୁଙ୍ଗୁରିପାଲି ବିଡିଓଙ୍କୁ ଭେଟି ଗ୍ରାମର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ। ପ୍ରମୁଖ ସମସ୍ୟା ମଧ୍ୟରେ ଅଙ୍ଗନଦୀରୁ ଗ୍ରାମ ପାନୀୟ ଜଳ ଯୋଗାଣ କରିବା । ଗ୍ରାମର ଏକମାତ୍ର ପୋଖରୀରେ ସମସ୍ତେ ନିତ୍ୟ ବ୍ୟବହାର କରୁଥିବାରୁ ପାନୀୟ ପାଇଁ ପୋଖରୀ ପାଣି ଉପଯୁକ୍ତ ନୁହେଁ । ଉକ୍ତ ପଞ୍ଚାୟତର ନିକଟସ୍ତ ଗ୍ରାମ କୂଶାମାଳ ଗ୍ରାମକୁ ଅଙ୍ଗନଦୀର ପାଣି ଯୋଗାଣ ହେଉଛି । ଏହି ଗ୍ରାମରୁ ବଡନୁଆପାଲିକୁ ମାତ୍ର ୨କିମି ଦୂର ହୋଇଥିବାରୁ ଏଠାରୁ ପାଣି ଯୋଗାଣ ହେଲେ ଗ୍ରାମବାସୀ ଉପକୃତ ହେବେ । ଅନ୍ୟ ଏକ ସମସ୍ୟା ଆଇଡିଏଫ ପାଣ୍ଠିରୁ ଗ୍ରାମରେ କଂକ୍ରୀଟ 'ରାସ୍ତା ନିର୍ମାଣ ହେବାର ରହିଛି । ରକ୍ତ କାମରେ ଅହେତୁକ ବିଲମ୍ଭ ହେଉଛି । କାମ ଶିଘ୍ର ସାରିବାକୁ ଗ୍ରାମବାସୀ ବିଡିଓଙ୍କୁ କହିଥିଲେ । ଏହି କାମ ବେଳେ ଗ୍ରାମବାସୀଙ୍କ ସହ ଯୋଗରେ ହେବା ପାଇଁ ଗ୍ରାମବାସୀ ଜଣାଇଛନ୍ତି। ଆଲୋଚନା ସମୟରେ ଚେରୁପାଲି ସରପଞ୍ଚ ଦିଲିପ କୁମାର ଶତପଥ, ଓ୍ବାର୍ଡମେମ୍ବର ଡୋଲାମଣି ପଧାନ, ପରମେଶ୍ଵର ନାଏକ, ସତ୍ୟନାରାୟଣ ସା, ସୁଦାମ ବିଶ୍ରୀ, ମୁନୁ ବିଶ୍ରା, ବିଷ୍ଣୁ ସୁନା, ରସିକ ସାଗରୁ ସମେତ ଗ୍ରାମବାସୀ ଉପସ୍ଥିତ ଥିଲେ । କନିଷ୍ଠ ଯନ୍ତ୍ରୀ ଉକ୍ତ ଗ୍ରାମକୁ ପାଗ ସମସ୍ୟାର ସମାଧାନ କରାଯିବ ବୋଲି ବିଡିଓ ସଞ୍ଜିବ ସାହୁ ପ୍ରତିଶ୍ରୁତି  ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026

You Might Also Like