-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||     

HOME   ଜିଲ୍ଲା

ଦମ୍ପତ୍ତିଙ୍କୁ ମାଡ଼ମାରି ଜେଲଗଲେ ଯୁବକ

09-Feb-2021



ଧଉଳି (ପ୍ରେରଣା ଖବର): ଧଉଳି ଥାନା ପୁଲିସ ବସନ୍ତପୁର ଗ୍ରାମରେ ଏକମାସ ପୂର୍ବେ ଘଟିଥିବା ଏକ ଗଣ୍ଡଗୋଳ ମାମଲାରେ ଆଜି ଉକ୍ତ ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଅଭିଯୁକ୍ତ ହେଲା ଉକ୍ତ ଗ୍ରାମର ଦେବରାଜ ଭୋଇ (୩୦) । ଦେବରାଜ ଉକ୍ତ ଗ୍ରାମର ପ୍ରକାଶ କାଣ୍ଡି ଓ ତାଙ୍କ ପତ୍ନୀ ଗୀତାଞ୍ଜଳୀଙ୍କୁ ମାଡ଼ମାରି ଆହତ କରିଥିବା ଅଭିଯୋଗ ହୋଇଥିଲା । ତେବେ ଦେବରାଜଙ୍କର ଜାମିନ ନାମଂଜୁର ହେବାରୁ ଝାରପଡ଼ା ବିଚାର ବିଭାଗୀୟ ଜେଲ ହାଜତକୁ ପଠାଇ ଦିଆଯାଇଥିବା ଜଣାପଡ଼ିଛି । ଦେବରାଜଙ୍କ ବିରୋଧରେ ଗୀତାଞ୍ଜଳୀ ଲିଖିତ ଅଭିଯୋଗ କରିଥିଲେ । ଗୀତାଞ୍ଜଳୀଙ୍କ ଅଭିଯୋଗ ଆଧାରରେ ନଂ ୧୭/୨୧ ରେ ଏକ ମାମଲା ରୁଜୁ ହୋଇଥିଲା । ଗତ ୨୦ ତାରିଖ ରାତିରେ ଦେବରାଜ ସଂପୃକ୍ତ ଦମ୍ପତ୍ତିଙ୍କୁ ମାଡ଼ମାରି କ୍ଷତାକ୍ତ କରିଥିବା ଅଭିଯୋଗ ହୋଇଥିଲା । ଉଭୟ ସ୍ବାମୀ –ସ୍ତ୍ରୀଙ୍କୁ ଚିକିତ୍ସା ଲାଗି ବାଳକାଟି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତି କରାଯାଇଥିଲା । ହେଲେ ଗଣ୍ଡଗୋଳ ପରେ ଦେବରାଜ ଫେରାର ହୋଇଯାଇଥିବାରୁ ପୁଲିସ ତାକୁ ଗିରପ କରିବାରେ ସକ୍ଷମ ହୋଇନଥିଲା । ହେଲେ ଆଜି ଗ୍ରାମରେ ଥିବା ସଂପର୍କରେ ସୁରାକ ପାଇ ପୁଲିସ ତାଙ୍କ ଘରେ ଅତର୍କିତ ଚଢ଼ଉ କରି ଗିରଫ କରିଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026

You Might Also Like