-+91-9937148622 |

prerana_bgr@rediffmail.com |

  Wednesday 17th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଟୋକନ ନ ସମସ୍ୟା; ମଙ୍ଗଳବାର ରାସ୍ତାରୋକ ସ୍ଥଗିତ   (17-Jun-2026)       ||      ନବମ ଓଡ଼ିଶା ପେନକାକ୍ ସିଲାଟ ଚମ୍ପିଆନସିପ୍‌ରେ ବଲାଙ୍ଗିରର ସଫଳତା; ୧୪ ପଦକ ହାସଲ   (17-Jun-2026)       ||      *ଚନ୍ଦାହାଣ୍ଡି ଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (17-Jun-2026)       ||      *ସି.ଆର.ସି.ସି.,ବି.ଇ.ଓ.,ଵି.ଆର.ସି.ସି. ମିଳିତ ପରିଦର୍ଶନ-ବିଦ୍ୟାଳୟ ସ୍ତରୀୟ "ସୁରକ୍ଷା ଓ ନିରାପତ୍ତା ନିଶ୍ଚିତକରଣ-*   (17-Jun-2026)       ||      *କେରଣ୍ଡି ଗାଁରେ କାଳବୈଶାଖୀ ତାଣ୍ଡବ.... ଉପଡିଲା ଗଛ ଭାଙ୍ଗିଲା ଘର ଗୁଡିକର ଛପର*   (17-Jun-2026)       ||      ମହାରାଣା ପ୍ରତାପ: ବୀରତ୍ୱ ,ସ୍ୱାଭିମାନ ଏବଂ ଦେଶପ୍ରେମର ଏକ ଅମର ପ୍ରତୀକ।ତ୍ୟାଗ, ସାହସ ଏବଂ ସ୍ୱାଧୀନତାର ଏକ ଅନନ୍ୟା ଗାଥା। (ମହାରାଣା ପ୍ରତାପ ଙ୍କ ଜୟନ୍ତୀ ଅବସରରେ) -ସ୍ଵାମୀ ବିଜୟାନନ୍ଦଜୀ।   (17-Jun-2026)       ||      ଗ୍ରାମର ସମସ୍ୟା ନେଇ ବିଡିଓଙ୍କ ସହିତ ଆଲୋଚନା   (17-Jun-2026)       ||      ବରପାଲି ପ୍ରସିଦ୍ଧ ୧୪୯ ତମ ଶୀତଲ ଷଷ୍ଠୀ ଯାତ୍ରା ଉପଲକ୍ଷେ ପୋଲିସ ତରଫରୁ ଫ୍ଲାଗମାର୍ଚ   (17-Jun-2026)       ||      କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍    (17-Jun-2026)       ||      +୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   (17-Jun-2026)       ||      ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   (17-Jun-2026)       ||      ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (16-Jun-2026)       ||      ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   (16-Jun-2026)       ||      ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   (16-Jun-2026)       ||      *ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   (16-Jun-2026)       ||      ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ    (16-Jun-2026)       ||      ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||     

HOME   ଜିଲ୍ଲା

*ସି.ଆର.ସି.ସି.,ବି.ଇ.ଓ.,ଵି.ଆର.ସି.ସି. ମିଳିତ ପରିଦର୍ଶନ-ବିଦ୍ୟାଳୟ ସ୍ତରୀୟ "ସୁରକ୍ଷା ଓ ନିରାପତ୍ତା ନିଶ୍ଚିତକରଣ-*

17-Jun-2026



(ପ୍ରିୟଦର୍ଶିନୀ ପାତ୍ର,)
ପାପଡାହାଣ୍ଡି ବ୍ଲକ ଅନ୍ତର୍ଗତ ସେମଳା ସାଧନ କେନ୍ଦ୍ରରେ ବିଦ୍ୟାଳୟ ସ୍ତରୀୟ ସୁରକ୍ଷା ଓ ନିରାପତ୍ତାକୁ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସିଆରସିସି ଶ୍ରୀ ବାବୁଲାଲ ସାଗର, ବିଆରସିସି ଶ୍ରୀ ପୂର୍ଣ୍ଣଚନ୍ଦ୍ର ପୂଜାରୀ ଏବଂ ବିଇଓ ଶ୍ରୀ ସୁଦୀପ୍ତ ଦାଶଙ୍କ ମିଳିତ ପରିଦର୍ଶନ ଅନୁଷ୍ଠିତ ହୋଇଥିଲା।
ଏହି ଅବସରରେ ଚନ୍ଦ୍ରପୁର ଆଶ୍ରମ ବିଦ୍ୟାଳୟ ଓ ଭଗତ ଗୁଡା , ପଣ୍ଡିତଗୁଡ଼ା ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କରାଯାଇ ବିଦ୍ୟାଳୟ ପରିବେଶ, ଶ୍ରେଣୀଗୃହର ସ୍ୱଚ୍ଛତା, ଶୌଚାଳୟର ବ୍ୟବସ୍ଥା, ନୂତନ ଶିକ୍ଷାବର୍ଷ ପାଇଁ ପାଠ୍ୟପୁସ୍ତକ ବଣ୍ଟନ, ସମୟ ସାରଣୀର ପ୍ରଦର୍ଶନ, ବିଦ୍ୟାଳୟ ସୁରକ୍ଷା ନିୟମାବଳୀର କାର୍ଯ୍ୟକାରିତା ଏବଂ ଶିଶୁ ସୁରକ୍ଷା ସମ୍ବନ୍ଧୀୟ ବିଭିନ୍ନ ବ୍ୟବସ୍ଥାର ସମୀକ୍ଷା କରାଯାଇଥିଲା।
ସିଆରସିସି ଶ୍ରୀ ବାବୁଲାଲ ସାଗରଙ୍କ ଦ୍ୱାରା ବିଦ୍ୟାଳୟ ସୁରକ୍ଷା, ମୌଳିକ ସୁବିଧା, ପରିଚାଳନା ଓ ଶିକ୍ଷାଗତ କାର୍ଯ୍ୟକଳାପ ସମ୍ବନ୍ଧୀୟ ଦୁଇ ପୃଷ୍ଠା ବିଶିଷ୍ଟ ସମନ୍ୱିତ ତଥ୍ୟ ସଂଗ୍ରହ ପତ୍ର ପ୍ରସ୍ତୁତ କରାଯାଇଥିଲା। ଉକ୍ତ ପତ୍ରକୁ ସମସ୍ତ ବିଦ୍ୟାଳୟ ପ୍ରଧାନଶିକ୍ଷକମାନଙ୍କ ଦ୍ୱାରା ପୂରଣ କରି ୧୮ ଜୁନ ୨୦୨୬ ସୁଦ୍ଧା ଦାଖଲ କରିବାକୁ ନିର୍ଦ୍ଦେଶ ପ୍ରଦାନ କରାଯାଇଥିଲା।
ପରିଦର୍ଶନ ସମୟରେ ସିଆରସିସିଙ୍କ ବିକାଶମୂଖୀ କାର୍ଯ୍ୟଧାରା, ନିୟମିତ ବିଦ୍ୟାଳୟ ଅନୁଧ୍ୟାନ ଓ ଶିକ୍ଷାର ଗୁଣାତ୍ମକ ଉନ୍ନତି ପ୍ରତି ତାଙ୍କର ଦାୟିତ୍ୱବୋଧକୁ ବିଇଓ ଶ୍ରୀ ସୁଦୀପ୍ତ ଦାଶ ଏବଂ ବିଆରସିସି ଶ୍ରୀ ପୂର୍ଣ୍ଣଚନ୍ଦ୍ର ପୂଜାରୀ ପ୍ରଶଂସା କରିଥିଲେ। ବିଇଓ ଓ ଵିଆରସିସି ସାର  ବିଦ୍ୟାଳୟଗୁଡ଼ିକରେ ଛାତ୍ରଛାତ୍ରୀଙ୍କ ସୁରକ୍ଷା, ସ୍ୱଚ୍ଛ ପରିବେଶ ଓ ଗୁଣାତ୍ମକ ଶିକ୍ଷା ନିଶ୍ଚିତ କରିବା ପାଇଁ ସମସ୍ତଙ୍କ ସମନ୍ୱିତ ପ୍ରୟାସ ରେ ସଫଳତାର  ରୂପରେଖ ପ୍ରଦାନ ପାଇଁ  ଗୁରୁତ୍ୱ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟୋକନ ନ ସମସ୍ୟା; ମଙ୍ଗଳବାର ରାସ୍ତାରୋକ ସ୍ଥଗିତ   17-Jun-2026
  ଜିଲ୍ଲା  
ନବମ ଓଡ଼ିଶା ପେନକାକ୍ ସିଲାଟ ଚମ୍ପିଆନସିପ୍‌ରେ ବଲାଙ୍ଗିରର ସଫଳତା; ୧୪ ପଦକ ହାସଲ   17-Jun-2026
  ଜିଲ୍ଲା  
*ଚନ୍ଦାହାଣ୍ଡି ଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   17-Jun-2026
  ଜିଲ୍ଲା  
*ସି.ଆର.ସି.ସି.,ବି.ଇ.ଓ.,ଵି.ଆର.ସି.ସି. ମିଳିତ ପରିଦର୍ଶନ-ବିଦ୍ୟାଳୟ ସ୍ତରୀୟ "ସୁରକ୍ଷା ଓ ନିରାପତ୍ତା ନିଶ୍ଚିତକରଣ-*   17-Jun-2026
  ଜିଲ୍ଲା  
*କେରଣ୍ଡି ଗାଁରେ କାଳବୈଶାଖୀ ତାଣ୍ଡବ.... ଉପଡିଲା ଗଛ ଭାଙ୍ଗିଲା ଘର ଗୁଡିକର ଛପର*   17-Jun-2026
  ରାଜ୍ୟ  
ମହାରାଣା ପ୍ରତାପ: ବୀରତ୍ୱ ,ସ୍ୱାଭିମାନ ଏବଂ ଦେଶପ୍ରେମର ଏକ ଅମର ପ୍ରତୀକ।ତ୍ୟାଗ, ସାହସ ଏବଂ ସ୍ୱାଧୀନତାର ଏକ ଅନନ୍ୟା ଗାଥା। (ମହାରାଣା ପ୍ରତାପ ଙ୍କ ଜୟନ୍ତୀ ଅବସରରେ) -ସ୍ଵାମୀ ବିଜୟାନନ୍ଦଜୀ।   17-Jun-2026
  ଜିଲ୍ଲା  
ଗ୍ରାମର ସମସ୍ୟା ନେଇ ବିଡିଓଙ୍କ ସହିତ ଆଲୋଚନା   17-Jun-2026
  ଜିଲ୍ଲା  
ବରପାଲି ପ୍ରସିଦ୍ଧ ୧୪୯ ତମ ଶୀତଲ ଷଷ୍ଠୀ ଯାତ୍ରା ଉପଲକ୍ଷେ ପୋଲିସ ତରଫରୁ ଫ୍ଲାଗମାର୍ଚ   17-Jun-2026
  ଜିଲ୍ଲା  
କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍   17-Jun-2026
  ଜିଲ୍ଲା  
+୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   17-Jun-2026
  ଜିଲ୍ଲା  
ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   17-Jun-2026
  ଜିଲ୍ଲା  
ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   16-Jun-2026

You Might Also Like