-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||     

HOME   ଜିଲ୍ଲା

*ଚନ୍ଦାହାଣ୍ଡି ଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*

17-Jun-2026



(ପ୍ରିୟଦର୍ଶିନୀ ପାତ୍ର)
 ଚନ୍ଦାହାଣ୍ଡି ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ଡ଼ ପ୍ରମୋଦ କୁମାର ପୃଷ୍ଟି ଏବଂ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଉମରକୋଟ ଶୁଭେନ୍ଦୁ କୁମାର ଶବର ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି  ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ,ଜିଲ୍ଲା ପରିଷଦ  ବିରଞ୍ଚି ନାରାୟଣ ଦରୱାନ,ଅତିରିକ୍ତ ଉପ ଜିଲ୍ଲାପାଳ  ଶରତ କୁମାର ମାଝୀ, ବି ଡି ଓ ଚୈନୁ ଗଣ୍ଡ,ତହସିଲଦାର ସହଦେବ କୁଟ୍ରୁକାଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଶୁଣିଥିଲେ ।ଶିବିରରେ ମୋଟ ୬୨ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୮ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ଏବଂ ୧୪ଟି ଗ୍ରାମ୍ୟ ଓ ସାମୁହିକ ସମସ୍ୟା ଆବେଦନ ଥିଲା।ରେଡକ୍ରସ ପାଣ୍ଠିରୁ ୧ ଜଣଙ୍କୁ ଚିକିତ୍ସା ବାବଦ ଆର୍ଥିକ ସହାୟତା ମଞ୍ଜୁର କରାଗଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026

You Might Also Like