-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||     

HOME   ଜିଲ୍ଲା

ନବମ ଓଡ଼ିଶା ପେନକାକ୍ ସିଲାଟ ଚମ୍ପିଆନସିପ୍‌ରେ ବଲାଙ୍ଗିରର ସଫଳତା; ୧୪ ପଦକ ହାସଲ

17-Jun-2026



ବଲାଙ୍ଗିର/ଖୋର୍ଦ୍ଧା: ଖୋର୍ଦ୍ଧାସ୍ଥିତ ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମରେ ଆୟୋଜିତ ନବମ ଓଡ଼ିଶା ପେନକାକ୍ ସିଲାଟ ଚମ୍ପିଆନସିପ୍ ୨୦୨୬–୨୭ ସଫଳତାର ସହ ସମାପ୍ତ ହୋଇଯାଇଛି।ତିନି ଦିନ ବ୍ୟାପୀ ଅନୁଷ୍ଠିତ ଏହି ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଓଡ଼ିଶାର ୧୮ଟି ଜିଲ୍ଲାରୁ ପ୍ରାୟ ୫୦୦ ଜଣ ବାଳକ ଓ ବାଳିକା ଅଂଶଗ୍ରହଣ କରି ନିଜ କ୍ରୀଡ଼ା ନୈପୁଣ୍ୟର ପ୍ରଦର୍ଶନ କରିଥିଲେ।
ଏହି ପ୍ରତିଯୋଗିତାରେ ବଲାଙ୍ଗିର ପେନକାକ୍ ସିଲାଟ ଆସୋସିଏସନ୍‌ର ୧୦ ଜଣ ଛାତ୍ରଛାତ୍ରୀ ସମ୍ପାଦକ ତଥା ପ୍ରଶିକ୍ଷକ ପ୍ରଶାନ୍ତ ପାତ୍ରଙ୍କ ନେତୃତ୍ୱରେ ଅଂଶଗ୍ରହଣ କରି ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଦଳର ଖେଳାଳିମାନେ ମୋଟ ୧୪ଟି ପଦକ ଜିତି ବଲାଙ୍ଗିର ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି।
ପ୍ରତିଯୋଗିତାରେ ଖୁସିରାମ ସେଠ୍ ତୁଙ୍ଗଲ ଓ ଟେଣ୍ଡିଙ୍ଗ ବିଭାଗରେ ଦୁଇଟି ସ୍ୱର୍ଣ୍ଣ ପଦକ ଜିତି ଦଳର ସର୍ବୋତ୍କୃଷ୍ଟ ପ୍ରଦର୍ଶନକାରୀ ଭାବେ ଉଭା ହୋଇଥିଲେ।ରାଜଲକ୍ଷ୍ମୀ ଦାସ ଟେଣ୍ଡିଙ୍ଗ ରେ ସ୍ୱର୍ଣ୍ଣ ଏବଂ ତୁଙ୍ଗଲରେ ବ୍ରୋଞ୍ଜ ପଦକ ହାସଲ କରିଥିବା ବେଳେ,ସୁଶ୍ରୀ ଦେବାଂଶୀ ଟେଣ୍ଡିଙ୍ଗ ରେ ସ୍ୱର୍ଣ୍ଣ ଓ ତୁଙ୍ଗଲ ରେ ରୌପ୍ୟ ପଦକ ହାସଲ କରିଥିଲେ।
ସେହିପରି ସୋମ ନାରାୟଣ ଦୀପ ଟେଣ୍ଡିଙ୍ଗ ଓ ତୁଙ୍ଗଲ ଉଭୟ ବିଭାଗରେ ବ୍ରୋଞ୍ଜ ପଦକ ହାସଲ କରିଥିଲେ।ଅଭିନାଶ ମଲ୍ଲିକ ଏବଂ ସିଜଲ ପାଣିଗ୍ରାହୀ ତେଣ୍ଡିଙ୍ଗ ରେ ବ୍ରୋଞ୍ଜ ପଦକ ଜିତିଥିବା ବେଳେ,ସଙ୍କେତ ସାହୁ,ଆଦ୍ୱିତା ପାଣିଗ୍ରାହୀ,କ୍ରିତିକା ଅଗ୍ରୱାଲ ଓ ଇଶାନୀ ଜୈନ ତେଣ୍ଡିଙ୍ଗ ବିଭାଗରେ ରୌପ୍ୟ ପଦକ ହାସଲ କରିଥିଲେ।
ବଲାଙ୍ଗିର ଦଳର ଏହି ଉଲ୍ଲେଖନୀୟ ସଫଳତାକୁ ନେଇ ଅଭିଭାବକ ଓ କ୍ରୀଡ଼ାପ୍ରେମୀ ମହଳରେ ଖୁସିର ଲହରୀ ଖେଳିଯାଇଛି।ମୋଟ ୧୪ଟି ପଦକ ହାସଲ କରି ବଲାଙ୍ଗିର ଜିଲ୍ଲା ରାଜ୍ୟସ୍ତରରେ ନିଜର କ୍ରୀଡ଼ା ଦକ୍ଷତାକୁ ପୁନର୍ବାର ପ୍ରମାଣିତ କରିଛି।
ଏହି ଅବସରରେ ବଲାଙ୍ଗିର ପେନକାକ୍ ସିଲାଟ ଆସୋସିଏସନ୍‌ର ସଭାପତି ମହେନ୍ଦ୍ର କୁମାର ଦର୍ଜୀ ସମସ୍ତ କୃତୀ ଖେଳାଳିଙ୍କୁ ଅଭିନନ୍ଦନ ଜଣାଇବା ସହିତ ସେମାନଙ୍କ ସଫଳତା ପଛରେ ଥିବା ପ୍ରଶିକ୍ଷକ ପ୍ରଶାନ୍ତ ପାତ୍ରଙ୍କ ନିଷ୍ଠା,ପରିଶ୍ରମ ଓ ଉତ୍ସର୍ଗକୁ ଉଚ୍ଚ ପ୍ରଶଂସା କରିଛନ୍ତି।ସେ କହିଛନ୍ତି ଯେ,ଏଭଳି ସଫଳତା ଭବିଷ୍ୟତରେ ଜିଲ୍ଲାର ଅଧିକ ଯୁବପିଢ଼ିଙ୍କୁ ପେନକାକ୍ ସିଲାଟ ଭଳି ମାର୍ଶଲ ଆର୍ଟ ପ୍ରତି ଆକର୍ଷିତ କରିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026

You Might Also Like