-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ

17-Jun-2026



ଆଗଲପୁର, (ବିନୋଦ ଦୀପ) ଆଜି ଆଗଲପୁର ବ୍ଲକ୍ ର ସଭା ଗୃହରେ ଓଡ଼ିଶା ର ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକଷର ଧାରା ଓଡ଼ିଶା ସାରା କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଉପଲକ୍ଷେ ଜାତି ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ ହୋଇଥିଲା। ଆଜିର କାର୍ଯ୍ୟକ୍ରମ ର ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ସୁଧାଂଶୁ ସାହୁ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟଅତୀଥି ଭାବେ ଆଗଲପୁର ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ଦାସ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଦସ୍ୟା ବୀଣାପାଣି ଦାସ, ବ୍ଲକ ଉପାଧ୍ୟକ୍ଷା ଶ୍ରୀମତୀ ନିରୁପମା ପଧାନ, ବିଧାୟକ ଙ୍କ ଆଗଲପୁର ପ୍ରତିନିଧି ପିତାମ୍ବର କଣ୍ଟା, ସାଂସଦ ଙ୍କ ଆଗଲପୁର ପ୍ରତିନିଧି ଉମେଶ ପଟେଲ, ଆଦିବାସୀ ସଭାପତି ଆଗଲପୁର ଭୁବନେଶ୍ୱର ଧରୁଆ, ଅତିରିକ୍ତ ମଙ୍ଗଳ ଅଧିକାରୀ ଦାମୋଦର ନିଶ୍ୱାଳ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ମହାପାତ୍ର କୁଲଦୀପ ମହାନ୍ତି ଯୋଗ ଦେଇଥିଲେ ।

ଏହି କାର୍ଯ୍ୟକ୍ରମ ଅନୁସୂଚିତ ଜାତି ଅନୁସୂଚିତ ଜନଜାତି ବିକାଶ, ସଂଖ୍ୟାଲଘୁ ଏବଂ ପଛୁଆବର୍ଗ କଲ୍ୟାଣ ବିଭାଗ ଦ୍ଵାରା ଆୟୋଜିତ ହୋଇଥିବା। ଆଜିର କାର୍ଯକ୍ରମ ରେ ବ୍ଲକ୍ ର ବହୁ ପ୍ରତିଭା ବାନ୍ ବ୍ୟକ୍ତି ବିଶେଷ ଙ୍କୁ ସମ୍ବାନିତ କରା ଯାଇଛି। ଶିକ୍ଷା, କଳା, କଳାକାର ସଂସ୍କୃତି,ରାଜନୀତି, ସମାଜ ସେବା ସେବା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ସମ୍ବାନିତ କରା ଯାଇଥିଲା। ଆଜିର ଓଡିଶା ବିକାଶ ଧାରା କାର୍ଯକ୍ରମ ରେ ଜାତି ଓ ଜନଜାତି ସମ୍ପ୍ରଦାୟ ର ଲୋକଙ୍କ ମୌଳିକ ଅଧିକାର ତଥା ସାମ୍ବିଧାନିକ ଅଧିକାର ଉପରେ ଅତିଥି ମାନେ ବିସ୍ତୃତ ଭାବରେ ବୁଝାଇ ଥିଲେ। ବହୁ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026

You Might Also Like