-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||     

HOME   ଜିଲ୍ଲା

ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ

18-Jun-2026



କଟକ,(ପ୍ରେରଣା ଖବର): ମା' ଜାଗୁଳାଇ ରାମଲୀଳା ସମିତି  ମିର୍ଜାଇପୁର ୪୨ ମୌଜ଼ା କଟକ ସଦର ପକ୍ଷରୁ ଦୁଇ ଦିନ ଧରି ପୌରାଣିକ ରାମଲୀଳା ଅନୁଷ୍ଠିତ ହୋଇ ପ୍ରଥମ ରାତ୍ରି ସତ୍ୟ ରକ୍ଷାକାରୀ ଗୋଲକ ବିହାରୀ ଓ  ଦ୍ୱିତୀୟ ରାତ୍ରୀ ଦଶାନନର ଶେଷ ହସ  ବା ଜୟଯାତ୍ରା ଶୀର୍ଷକ ପୌରାଣିକ ରାମଲୀଳା ସ୍ଥାନୀୟ କଳାକାରଙ୍କ ଦ୍ୱାରା ପରିବେଶିତ ହୋଇ ଖୁବ୍ ସୁନ୍ଦର ଭାବେ ଦର୍ଶକ ମାନଙ୍କୁ ବିମୋହିତ କରିଥିଲା । ଲୋକପ୍ରିୟ ନାଟ୍ୟ ନିର୍ଦ୍ଦେଶକ ତଥା ସାହିତ୍ୟିକ ସନ୍ତୋଷ କୁମାର ପତି ଓ ଖ୍ୟାତି ସମ୍ପନ୍ନ ନାଟ୍ୟ ନିର୍ଦ୍ଦେଶକ ତଥା ସଂଗଠକ ଅଶୋକ କୁମାର ପଟ୍ଟନାୟକ ରାମଲୀଳା କାର୍ଯ୍ୟକ୍ରମକୁ ନିର୍ଦ୍ଦେଶନା ଦେଇଥିଲେ । କେଳୁଚରଣ ମହାରଣା,ନାରାୟଣ ମହାରଣା,ଈଶ୍ୱର ଓଝା,ଦୁଃଖୀଶ୍ୟାମ ମଣିଆ,କୃଷ୍ଣଚନ୍ଦ୍ର ଜେନା ପ୍ରମୁଖ ମୁରବୀ ଏବଂ ଗ୍ରାମବାସୀ ସହଯୋଗ କରିଥିଲେ। ଓଡ଼ିଶା ଗଣପର୍ଵ ରଜରେ ଏହି ନିଆରା ପ୍ରଥା ପରମ୍ପରା ରାମଲୀଳା ଗ୍ରାମର ଉତ୍ସଵ ଭାବେ ମିଳିମିଶି ପାଳନ କରିଥାନ୍ତି । ଏପରିକି ନିଜ ଗ୍ରାମର ପିଲାମାନେ ନିଜେ ନିଜେ ମେକପ ନିୟନ୍ତି ନିଜ ଗ୍ରାମର ଚିତ୍ରାଳୟ,ଗ୍ରାମର ଖୋଳ, ଝାଞ୍ଜ କୀର୍ତ୍ତନ ଓ ବୈଦୁତିକ ବାଦ୍ୟଯନ୍ତ୍ରରେ ରାମଲୀଳା ପରିବେଷଣ ହୁଏ। ପ୍ରବାସରେ ରହି ନିଜର ଗୁଜୁରାଣ ମେଣ୍ଟାଉଥିବା ଯୁବକ ମାନେ ଏ ସମୟରେ ଗାଁ କୁ ଫେରି ଆସି ଆଉ ଗ୍ରାମ୍ୟ କଳା ସାହିତ୍ୟ ସଂସ୍କୃତି ପ୍ରୀତି ତଥା ଶ୍ରଦ୍ଧା ସମ୍ମାନ ଜଣାଇଥାନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026

You Might Also Like