-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||     

HOME   ଜିଲ୍ଲା

ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ

18-Jun-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ଜୁନ୍ ୨୧ ତାରିଖରେ ପାଳିତ ହେବାକୁ ଥିବା ଆନ୍ତର୍ଜାତୀୟ ଯୋଗ ଦିବସ-୨୦୨୬ ପାଳନ ନିମନ୍ତେ ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ଡ ନୃପରାଜ ସାହୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କ୍ଷୁଦ୍ର ସମ୍ମିଳନୀ କକ୍ଷଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ରାଜେନ୍ଦ୍ର ମାଝୀ ଓ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀମତୀ ଅଞ୍ଜଳୀନା ପ୍ରଧାନ ଉପସ୍ଥିତ ରହି ମତାମତ ପ୍ରଦାନ କରିଥିଲେ।ଚଳିତ ବର୍ଷର ଆନ୍ତର୍ଜାତୀୟ ଯୋଗ ଦିବସର ବିଷୟବସ୍ତୁ “ ନିରୋଗ ଏବଂ ସୁସ୍ଥ ଜୀବନ ପାଇଁ ଯୋଗ” (Yoga for Healthy Aging) ରହିଥିବାବେଳେ ଏହାର ବ୍ୟାପକ ପ୍ରଚାର ଓ ସଫଳ ଆୟୋଜନ ନେଇ ବୈଠକରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଯୋଗକୁ କେବଳ ଗୋଟିଏ ଦିନର କାର୍ଯ୍ୟକ୍ରମ ଭାବେ ନ ଦେଖି, ଏହାକୁ ଦୈନନ୍ଦିନ ଜୀବନର ଏକ ଅଭ୍ୟାସରେ ପରିଣତ କରିବା ପାଇଁ ସମସ୍ତ ବୟସ ବର୍ଗର ଲୋକଙ୍କୁ ସଚେତନ ଓ ପ୍ରୋତ୍ସାହିତ କରିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା।

ଜିଲ୍ଲାପାଳ ଡ ସାହୁ ଯୋଗ ଅଭ୍ୟାସ ଦ୍ୱାରା ଶାରୀରିକ ଓ ମାନସିକ ସୁସ୍ଥତା ହାସଲ କରାଯାଇପାରିବ ବୋଲି କହିବା ସହ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ ଓ ସାଧାରଣ ଜନସାଧାରଣଙ୍କ ସକ୍ରିୟ ଅଂଶଗ୍ରହଣରେ ଯୋଗ ଦିବସକୁ ସଫଳ କରିବାକୁ ଆହ୍ୱାନ ଦେଇଥିଲେ।

ବୈଠକକୁ ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ ଚିତ୍ତରଞ୍ଜନ ମିଶ୍ର ପରିଚାଳନା କରିଥିବା ବେଳେ, ଏଥିରେ ବିଭିନ୍ନ ବିଭାଗର ଅଧିକାରୀ ଯେମିତି ଶିକ୍ଷା ବିଭାଗ, ଜିଲ୍ଲା ଲୋକସମ୍ପର୍କ କାର୍ଯ୍ୟାଳୟ, ପଞ୍ଚାୟତିରାଜ ବିଭାଗ, ବିଭିନ୍ନ ମହାବିଦ୍ୟାଳୟର ଅଧ୍ୟାପକ ଏବଂ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର ପ୍ରତିନିଧିମାନଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। ଯୋଗର ପ୍ରଚାର ଓ ପ୍ରସାର ସହ ଜଡିତ ସମସ୍ତ ସମ୍ପୃକ୍ତ ବିଭାଗ ଏବଂ ଅନୁଷ୍ଠାନର ପ୍ରତିନିଧିମାନେ ମଧ୍ୟ ଉପସ୍ଥିତ ଥିଲେ । ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀମତୀ ଯମୁନା ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026

You Might Also Like