-+91-9937148622 |
prerana_bgr@rediffmail.com |
Thursday 6th August 2026 |
R.N.I. Regd No. ODIODI/2010/46693
Breaking News
18-Jun-2026
ଯାଜପୁର(ପ୍ରଦୀପ କୁମାର ମଲ୍ଲିକ): ଯାଜପୁର ଜିଲ୍ଲାର ସମୃଦ୍ଧ ଐତିହ୍ୟକୁ ବିଶ୍ୱ ମାନଚିତ୍ରରେ ସ୍ଥାନିତ କରିବା ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି। ଯାଜପୁରରେ ପର୍ଯ୍ୟଟନ ଶିଳ୍ପର ପ୍ରଚୁର ସମ୍ଭାବନା ଅଛି। ଜିଲ୍ଲାରେ ଥିବା ବୌଦ୍ଧ ଐତିହ୍ୟକୁ ୟୁନେସ୍କୋ ବିଶ୍ୱ ହେରିଟେଜ ସ୍ଥଳ ମାନ୍ୟତାରେ ସାମିଲ କରିବା ଦିଗରେ ସରକାର ପ୍ରୟାସ କରିଛନ୍ତି ବୋଲି ଉଚ୍ଚ ଶିକ୍ଷା, କ୍ରୀଡ଼ା ଓ ଯୁବସେବା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଯାଜପୁରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି। ଆଜି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ "ବିକାଶର ଧାରା, ଓଡ଼ିଶା ସାରା" ସମ୍ପର୍କିତ ଏକ ସାମ୍ବାଦିକ ସମ୍ମିଳନୀରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସମେତ