-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||     

HOME   ଜିଲ୍ଲା

ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ

18-Jun-2026



ବରଗଡ(ପ୍ରେରଣା ଖବର):  ଭାରତ ସରକାରଙ୍କ ଶ୍ରମ,ବୟନ ଶିଳ୍ପ ଓ ଦକ୍ଷତା ବିକାଶ ସମ୍ବନ୍ଧୀୟ ସ୍ଥାୟୀ ପାର୍ଲ୍ୟାମେଣ୍ଟାରୀ କମିଟିର ଅଧ୍ୟକ୍ଷ, ସାଂସଦ ତଥା କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ମାନ୍ୟବର ରସରାଜ ବୋମାଇଙ୍କ ସହିତ ଷ୍ଟାଣ୍ଡିଂ କମିଟି ସଦସ୍ୟ ତଥା ଓଡ଼ିଶା ପ୍ରଦେଶ ଅନ୍ତର୍ଗତ ବରଗଡ଼ ଲୋକସଭା କ୍ଷେତ୍ରର ସାଂସଦ ପ୍ରଦୀପ ପୁରୋହିତ ପଶ୍ଚିମବଙ୍ଗ ଗସ୍ତ କରିଥିଲେ। ଏହି ଅବସରରେ ସେମାନେ ପଶ୍ଚିମବଙ୍ଗର ନବନିର୍ବାଚିତ ମାନ୍ୟବର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସାଦର ନିମନ୍ତ୍ରଣ କ୍ରମେ ସାକ୍ଷାତକରି ତାଙ୍କୁ  ସ୍ୱତନ୍ତ୍ର ଭାବରେ ସମ୍ବର୍ଦ୍ଧନା ଜଣାଇଥିଲେ । ସୂଚନାଯୋଗ୍ୟ ଯେ ପାର୍ଲ୍ୟାମେଣ୍ଟାରୀ କମିଟିର ସପ୍ତାହ ବ୍ୟାପୀ ଏହି ଗସ୍ତରେ ଓଡ଼ିଶାର ଝାରସୁଗୁଡ଼ା ତଥା ପଶ୍ଚିମବଙ୍ଗର ଦାର୍ଜିଲିଂ ଓ କଲିକତା ସାମିଲ ରହିଛି । ପଶ୍ଚିମବଙ୍ଗର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ଅଧିକାରୀ ଉକ୍ତ ପ୍ରତିନିଧି ଦଳଙ୍କୁ ୧୫ ତାରିଖ ଦିନ ରାତ୍ର ଭୋଜନ ପାଇଁ ନିମନ୍ତ୍ରଣ କରିଥିଲେ । ଉକ୍ତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ପ୍ରାୟ ୧୫ଜଣ ରାଜ୍ୟସଭା ଓ ଲୋକସଭା ସାଂସଦଙ୍କୁ ମୁଖ୍ୟମନ୍ତ୍ରୀ ଆପ୍ୟାୟିତ ପୂର୍ବକ ସମ୍ବର୍ଦ୍ଧିତ କରିଥିଲେ । ଏହି ଗସ୍ତ ଅବସରରେ ଶ୍ରମ ଆଇନର ବିଭିନ୍ନ ଦିଗ ଉପରେ ସ୍ୱତନ୍ତ୍ର ଆଲୋଚନା ହୋଇଥିଲା । ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା ସମୟରେ ସାଂସଦ ପ୍ରଦୀପ ପୁରୋହିତ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିର ପରିଦର୍ଶନ କରିବା ପାଇଁ 

 ଶ୍ରୀ ଅଧିକାରୀଙ୍କୁ ନିମନ୍ତ୍ରଣ କରିଥିଲେ। ନୃସିଂହନାଥ ଧାମର ଐତିହ୍ୟ,ଧାର୍ମିକ ମହତ୍ତ୍ୱ ଓ ଜାତୀୟ ପର୍ଯ୍ୟଟନ ସମ୍ଭାବନା ସମ୍ପର୍କରେ ସେ ବିସ୍ତୃତ ତଥ୍ୟ ଉପସ୍ଥାପନ କରିଥିଲେ।
ପ୍ରତି ଉତ୍ତରରେ ଶ୍ରୀ ଅଧିକାରୀ କହିଥିଲେ ଯେ ପଶ୍ଚିମବଙ୍ଗ ଓ ଓଡ଼ିଶା ମଧ୍ୟରେ ଦୀର୍ଘଦିନରୁ ସାଂସ୍କୃତିକ, ଭାଷାଗତ ଓ ଭାବଗତ ସମ୍ପର୍କ ରହିଆସିଛି। ଏହି ଐତିହାସିକ ବନ୍ଧନକୁ ଆହୁରି ସୁଦୃଢ଼ କରିବା ପାଇଁ ସେ ଭବିଷ୍ୟତରେ ନୃସିଂହନାଥ ଧାମ ଗସ୍ତ କରିବାକୁ ଆଗ୍ରହ ପ୍ରକାଶ କରିଥିବା ଜଣାପଡ଼ିଛି।ଏହି ସୌଜନ୍ୟମୂଳକ ସାକ୍ଷାତକାର ଓଡ଼ିଶା ଓ ପଶ୍ଚିମବଙ୍ଗ ମଧ୍ୟରେ ସାଂସ୍କୃତିକ ଓ ସାମାଜିକ ସମ୍ପର୍କକୁ ଆହୁରି ମଜବୁତ କରିବ ବୋଲି ବରଗଡ ସାଂସଦ ଶ୍ରୀ ପୁରୋହିତ ମଧ୍ୟ ଆଶା କରିଛନ୍ତି ।


News Comment




Photo in News

Advertisment
Lastest News
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026
  ଜିଲ୍ଲା  
ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   05-Aug-2026

You Might Also Like