-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ

18-Jun-2026



ଡୁଙ୍ଗୁରିପାଲି(ଆରବିନ୍ଦ ମିଶ୍ର): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲିର ୨ ବର୍ଷ ରେ ପଦାର୍ପଣ କରି ବୁଧବାର ଶୀତଳଷଷ୍ଠୀ ଯାତ୍ରା ମହୋତ୍ସବ ଆରମ୍ଭ ହୋଇଛି |ସମସ୍ତଙ୍କ ଅପେକ୍ଷା ବାବା କପିଳେଶ୍ୱର ଓ ମାତା ପାର୍ବତୀଙ୍କ ଉପରେ |ବୁଧବାର ଅପରାହ୍ନ ରେ  କନ୍ୟାପିତା ପକ୍ଷରୁ କପିଳେଶ୍ୱର ମନ୍ଦିର ନିକଟରେ ଥିବା ପୋଖରୀରୁ ମହିଳା ଭକ୍ତ ମାନେ ପୂର୍ଣ କଳସ ଜଳ ଆଣି ମନ୍ଦିର କୁ ପ୍ରବେଶ କରିଥିଲେ |ମନ୍ଦିରରେ ପୂଜା ଅର୍ଚ୍ଚନା କରି   ମାତା ପାର୍ବତୀଙ୍କୁ ମନ୍ଦିରରୁ ଆଣି ଏକ ଶୋଭାଯାତ୍ରାରେ ଡୁଙ୍ଗୁରିପାଲି ସହର ପରିକ୍ରମା କରି ହିମାଦ୍ରୀ ନଗର ଶିବାନନ୍ଦ ପଡାକୁ ପହଁଚି ଥିଲେ |ଚଳିତ ବର୍ଷ ଯାତ୍ରା ମଣ୍ଡପ ବା ଭଣ୍ଡାର ଗୃହ କୁ ବିଗତ ବର୍ଷ ଅପେକ୍ଷା ଅଧିକ ସୁନ୍ଦର ଓ  ଆକର୍ଷଣୀୟ ତୋରଣ ରେ ସଜ୍ଜିତ କରାଯାଇଛି |ଅନ୍ୟ ପକ୍ଷେ ଶିବାନନ୍ଦପଡାର ଜ୍ୟୋତିପ୍ରକାଶ ମିଶ୍ର ଓ ତାଙ୍କ ସ୍ତ୍ରୀ ଜଗତ ଜନନୀ ମା ପାର୍ବତୀ ଙ୍କୁ କନ୍ୟା ଭାବରେ ପାଇଁ ବହୁ ଭାଗ୍ୟବାନ ମନେ କରି ଖୁସିଥିବା କହିଛନ୍ତି |ବିବାହରେ କନ୍ୟାର ନିତ୍ୟ ବ୍ୟବହାର ସାମଗ୍ରୀ ସହିତ ସ୍ଵର୍ଣ ଅଳଙ୍କାର ମଧ୍ୟ ଉପହାର ଦେବା ପାଇଁ ପ୍ରସ୍ତୁତ କରିଛନ୍ତି |ଏହା ସହ ସନ୍ଦ୍ୟା ୮ ଟା ରେ ବୈଦିକ ରୀତିରେ ପତରପେଣ୍ଡି ସମାହିତ ହୋଇଛି |କପିଳେଶ୍ୱର ମନ୍ଦିର ପରିସରରେ ପତରପେଣ୍ଡି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି |ମନ୍ଦିର ପରିସରରେ ବର ମାତାପିତା   ହରିଶ ସାହୁ ଓ ଝୁମି ସାହୁ କନ୍ୟା ଘରକୁ ଆସି ନିର୍ବନ୍ଧ କରିଥିଲେ | ମନ୍ଦିରରେ ସୁନ୍ଦରା କାଣ୍ଡ ଗାୟିକା ମଧୁସ୍ମିତା ମହାପାତ୍ର ପରିବେଷଣ କରିଥିଲେ |କମିଟିର ସଭାପତି ପ୍ରଦୀପ ମିଶ୍ର, ସମ୍ପାଦକ ରୁଦ୍ରକିଶୋର ମହଲା,ବନମାଳୀ ମେହେର,ଲବ ପଧାନ, ସାଧୁ ମେହେର, ଲକ୍ଷ୍ମଣ ମେହେର,ସୁନିଲ କୁମାର ମିତ୍ତଳ,ନରେଶ ଅଗ୍ରୱାଲ, ଅନିଲ ମିତ୍ତଳ,ଉମାଶଙ୍କର ଭରାସାଗରିଆ, ଭୋଜରାଜ ଦଣ୍ଡସେନା ଗୋପାଳ ବାରିକ, ବିପ୍ରଚରଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026
  ଜିଲ୍ଲା  
ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   05-Aug-2026

You Might Also Like