-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||     

HOME   ଜିଲ୍ଲା

*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*

18-Jun-2026



(ମିହିର ଶଙ୍କର ପାତ୍ର)
ନବରଙ୍ଗପୁର:ଡାବୁଗାଁ ବ୍ଲକ ଡଙ୍ଗରିଗୁଡା ଠାରେ ପ୍ରତିଷ୍ଠା ହେଲା ମା’ ସମଲେଇଙ୍କ ମନ୍ଦିର। ପ୍ରତିଷ୍ଠା ଉତ୍ସବରେ  ପ୍ରଥମ ଦିବସରେ ଅଙ୍ଗିନଦୀରୁ ପୂଜାର୍ଚ୍ଚନା ପରେ ମହିଳାମାନେ ୧୦୮ କଳସ ଆଣି ମନ୍ଦିରରେ କଳସ ସ୍ଥାପନ ପରେ ମୁଖ୍ୟ ପୂଜକ ଙ୍କ ଦ୍ୱାରା ପୂଜାର୍ଚନା କରାଯାଇ ପ୍ରତିଷ୍ଠା କାର୍ଯ୍ୟ ଆରମ୍ଭ ହୋଇଥିଲା । ଡଙ୍ଗରିଗୁଡ଼ାର ସର୍ବପୁରାତନ ମା’ ସମଲେଇଙ୍କ ମନ୍ଦିର ଦୀର୍ଘ ବର୍ଷ ଧରି ଅବହେଳିତ ହୋଇ ରହିଥିଲା । ଡାବୁଗାଁ ଓ ଡଙ୍ଗରିଗୁଡ଼ା ଗ୍ରାମବାସୀଙ୍କ ମିଳିତ ସହ‌ଯୋଗ ତଥା ବିଭିନ୍ନ ବଦାନ୍ୟ ବ୍ୟକ୍ତିଙ୍କ ସମର୍ଥନ ଯୋଗୁଁ ପ୍ରତିଷ୍ଠା ହେଲା ମାଁ ଙ୍କ ମନ୍ଦିର।ମନ୍ଦିର ପରିଚାଳନା କମିଟି ର ପ୍ରକାଶ ଚନ୍ଦ୍ର ପଣ୍ଡା, ସୂର୍ଯ୍ୟନାରାୟଣ ସୁବୁଦ୍ଧି, ଜି କିରନ କୁମାର, ଭାସ୍କର ମହାପାତ୍ର, ଜି. ସତ୍ୟା ରାଓ, ବଗୁଲା ଜେନା, ସୁରେନ୍ଦ୍ର ମିଶ୍ର, ବିଶ୍ୱ ପାତ୍ର,ପୁରୁସ୍ତମ ସିଂ, ଚନ୍ଦ୍ରଶେଖର ନିହାଲ, କଳାସୁନ୍ଦର ନାୟକ, ଗୁପ୍ତ କୁମ୍ବାର ଙ୍କ ସହ  ଡାବୁଗାଁ ଏବଂ ଡାଙ୍ଗରୀଗୁଡା ଗ୍ରାମର ଶତାଧିକ ଗ୍ରାମବାସୀ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026
  ଜିଲ୍ଲା  
ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   05-Aug-2026

You Might Also Like