-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ

18-Jun-2026



ବଲାଙ୍ଗିର(ପ୍ରେରଣା ଖବର): ଦେଓଗାଁ ବ୍ଲକ ଅନ୍ତର୍ଗତ ମୁକୁନ୍ଦପୁର ପଂଚାୟତର ପୁରୁଣାପାଣି ଠାରେ ଆଂଚଳିକ ଶିତଳ ଷଷ୍ଠୀ ମହୋତ୍ସବ କମିଟି ପୁରୁଣାପାଣି ତରଫରୁ ଶିତଳଷଷ୍ଠୀ ମହୋତ୍ସବ ଦ୍ୱିତୀୟ ଦିନରେ ପହଂଚିଛି । ଦ୍ୱିତୀୟ ଦିନରେ ମୁଖ୍ୟ ଅତିଥି ଭାବରେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ଯୋଗ ଦେଇଥିଲେ । ସନ୍ଧ୍ୟାରେ ପ୍ରବଳ ଝଡତୋଫାନ ଓ ବର୍ଷା ଜାରି ରହିଥିଲେ ହେଁ ଶ୍ରୀ ମିଶ୍ର ମହୋତ୍ସବ ସ୍ଥଳରେ ଠିକଣା ସମୟରେ ପହଂଚି ଥିଲେ । ଉପସ୍ଥିତ ମହୋତ୍ସବ କମିଟି ତଥା ସ୍ଥାନୀୟ ଲୋକଙ୍କୁ ପବିତ୍ର ଶିତଳ ଷଷ୍ଠୀ ମହୋତ୍ସବ ଅବସରରେ ଶୁଭେଚ୍ଛା ଜଣାଇବା ସହ ଅଂଚଳର ବିକାଶ କାମନା କରିଥିଲେ । ଏହି ଅବସରରେ ଉପସ୍ଥିତ ଲୋକେ ସ୍ଥାନୀୟ ସମସ୍ୟା ଉପରେ ଶ୍ରୀ ମିଶ୍ରଙ୍କୁ ଅବଗତ କରିଥିଲେ । ବିଶେଷ କରି ଏ ଅଂଚଳରେ ତେଲ ନଦୀରୁ ମେଗା ପାନୀୟ ଜଳ ପ୍ରକଳ୍ପ ମାଧ୍ୟମରେ ପିଇବା ପାଣି ଯୋଗାଇବା ପାଇଁ କାର୍ଯ୍ୟାରମ୍ଭ ହୋଇଥିଲେ ହେଁ କାର୍ଯ୍ୟ ଏତେ ଧିମା ଗତିରେ ଚାଲିଛି ଯେ ଲୋକେ କେବେ ପିଇବା ପାଣି ପାଇପାରିବେ ତାହା ଏବେ ପ୍ରଶ୍ନବାଚୀ ପାଲଟିଛି । ଶିକ୍ଷା ବ୍ୟବସ୍ଥା ମଧ୍ୟ ଅତି ଖରାପ । ଏଠାରେ ଥିବା ଏକ ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢା ଯାଉଥିଲେ ହେଁ ମାତ୍ର ଦୁଇଟି ଶ୍ରେଣୀ ଗୃହ ଅଛି । ରାସ୍ତା ମଧ୍ୟ ଯାହାକି ବଲାଙ୍ଗିର ରୁ ଏହି ଅଂଚଳକୁ ସଂଯୋଗ କରିଛି ସେ ରାସ୍ତା ମଧ୍ୟରେ ତିଆରି ଚାଲିଥିବା କଲଭର୍ଡ ଗୁଡିକ ଅତି ଧିମା ଗତିରେ ଚାଲିଛି । ପୂର୍ତ୍ତ ବିଭାଗ ରାସ୍ତା ରୁ ଭୀମ ପାହାଡ କୁ ଯାଇଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରୋଡ ଧିରେ ଧିରେ ଖରାପ ଆଡକୁ ଗତି କଲାଣି । ଏ ସବୁ ସମସ୍ୟା ସମାଧାନ ପାଇଁ ଲୋକେ ଶ୍ରୀ ମିଶ୍ରଙ୍କ ଆଗରେ ଦାବି କରିଥିଲେ । ଆଲୋଚନା ବେଳେ ଶ୍ରୀ ମିଶ୍ର ମେଗା ପ୍ରକଳ୍ପ ମାଧ୍ୟମରେ ଏ ଅଂଚଳକୁ ଶିଘ୍ର ପିଇବା ପାଣି ନ ଦେଲେ ଆଗକୁ ଲୋକେ ଆନ୍ଦୋଳନ ମୁହାଁ ହେବେ । ତା ପୂର୍ବରୁ ସେ ନିଜେ ବିଭାଗୀୟ ଯନ୍ତ୍ରୀଙ୍କ ସହ ଏ ଦିଗରେ କାର୍ଯ୍ୟ ଯେମିତି ଶିଘ୍ରତାର ସହ ସମାପନ ହୋଇ ଲୋକେ ପିଇବା ପାଣି ପାଇବେ ତାର ବ୍ୟବସ୍ଥା କରିବେ ବୋଲି କହିଥିଲେ । ଅଧିକ ସ୍କୁଲ ଗୃହ ଓ ବିଜୁଳି ସଂଯୋଗ ପାଇଁ ବିଭାଗିୟ ଅଧିକାରୀମାନଙ୍କ ସହ କଥା ହୋଇ ଏଥି ପାଇଁ ଅନୁଦାନର ବ୍ୟବସ୍ଥା ନିଶ୍ଚିତ ଭାବେ କରାଯିବ ବୋଲି କହିବା ସହ ଟେଲିଫୋନ ନେଟୱାର୍କ କୁ ସୁଦ୍ରୁଢ କରିବା ପାଇଁ ମଧ୍ୟ ବିଭାଗ ସହିତ ସେ ଆଲୋଚନା କରିବେ ବୋଲି ପ୍ରତିଶୃତି ଦେଇଥିଲେ । ଆଜିର ଏହି ଆଲୋଚନା ବେଳେ ଶ୍ରୀ ମିଶ୍ରଙ୍କ ସହ ଜଳନ୍ଧର ଭୂମିକାରେ ଅଭିନୟ କରୁଥିବା ଫଟକରା ର ଅନିଲ କୁମାର ନାଏକ, ମହୋତ୍ସବ କମିଟିର ସଭାପତି ଚକ୍ରଧର ମଲ୍ଲିକ, ସଂପାଦକ ମୟ ପ୍ରଧାନୀ, କଂଗ୍ରେସ ନେତା କାନ୍ତେଶ୍ୱର ପ୍ରଧାନ, ପପୁ ପାତ୍ର, ସୁରେନ୍ଦ୍ର ପ୍ରଧାନୀ, ସୁଦାମ ପ୍ରଧାନ, ଲମ୍ବୋଦର ବିଶି, ଗଣପତି ମାଝି, ପୁରନ୍ଦର ଡାଙ୍ଗ, ଅନିରୁଦ୍ଧ ମାଝି, ରୋହିତ ଭୋଇ, ଶିବ ମାଝି, ମଧୁ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like