-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ

18-Jun-2026



ବଲାଙ୍ଗିର(ପ୍ରେରଣା ଖବର):  ପୁଇଁତଲା ପ୍ରଗତି କୃଷକ ଉତ୍ପାଦକ କମ୍ପାନୀ ଦ୍ବାରା ଆୟୋଜିତ ଅଧିକାର ଓ ସ୍ବାଭିମାନ ମେଳା  କୁଣ୍ଡାମାଳ ଠାରେ ଆୟୋଜିତ ହୋଇଥିଲା।୭୧ ଜଣ ବରିଷ୍ଠ ନାଗରିକଙ୍କୁ ବିଭିନ୍ନ ସହାୟକ ଉପକରଣ ବଣ୍ଟନ କରାଯାଇଛି। ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଓ ଦିବ୍ୟାଙ୍ଗଜନ ସଶକ୍ତିକରଣ ବିଭାଗର ସହଯୋଗରେ ବରିଷ୍ଠ ନାଗରିକମାନଙ୍କ ଦୈନନ୍ଦିନ ଜୀବନକୁ ସୁଗମ କରିବା ଉଦ୍ଦେଶ୍ୟରେ ହ୍ୱିଲ୍ ଚେୟାର, ଅଣ୍ଟା ବେଲ୍ଟ, ଶ୍ରବଣ ଯନ୍ତ୍ର, କମୋଡ୍, ଆଶାବାଡ଼ି ଓ ଅନ୍ୟାନ୍ୟ ଆବଶ୍ୟକ ଉପକରଣ ପ୍ରଦାନ କରାଯାଇଥିଲା। ପୁଇଁତଲା ପ୍ରଗତି କୃଷକ ଉତ୍ପାଦକ କମ୍ପାନୀ ଲିମିଟେଡ୍‌ ଏବଂ ଦିଶାର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ସମାରୋହରେ ନାବାର୍ଡ ଡିଡିଏମ ଡ଼. ବିବେକ କୁମାର ନାଏକ, ପ୍ରଧାନମନ୍ତ୍ରୀ ଦିବ୍ୟାଶା କେନ୍ଦ୍ର ବଲାଙ୍ଗିରର ଡ଼. ଧରିତ୍ରୀ ଗଡତ୍ୟା, ମହାଶକ୍ତି ଫାଉଣ୍ଡେସନର ବରିଷ୍ଠ ପରିଚାଳକ ହୃଷୀକେଶ ସାହୁ, ପୁଇଁତଲା ବ୍ଲକ କୃଷି ମୀର୍ ରାଜ ଅଲ୍ଲୀ, ସହକାରୀ କୃଷି ଅଧିକାରୀ ଅଭିଷେକ ପାଢ଼ୀ ସମ୍ମାନିତ ଅତିଥି ଉପସ୍ଥିତ ରହି ହିତାଧିକାରୀମାନଙ୍କୁ ଉପକରଣ ବଣ୍ଟନ କରିଥିଲେ। ଅତିଥିମାନେ ନିଜ ଉଦ୍ବୋଧନରେ ସରକାରଙ୍କ  ଜନକଲ୍ୟାଣକାରୀ ଯୋଜନାର ସୂଚନା ଓ ସୁଫଳ ଗ୍ରାମାଞ୍ଚଳର ଲୋକଙ୍କ ନିକଟରେ ପହଞ୍ଚାଇବା ଉଦ୍ଦେଶ୍ୟ ବୋଲି କହିଥିଲେ। ସଭାରେ ଅଧ୍ୟକ୍ଷତା କରିଥିବା କମ୍ପାନୀର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ମୋତିଲାଲ ମିଶ୍ର କହିଥିଲେ ଯେ, “ଆମ ଉତ୍ପାଦକ କମ୍ପାନୀ ଏହି ଅଞ୍ଚଳର କୃଷକ ଓ ସାଧାରଣ ଲୋକଙ୍କ ସ୍ୱାର୍ଥକୁ ନଜରରେ ରଖି ଗଠନ କରାଯାଇଛି। କୃଷକଙ୍କ ଆର୍ଥିକ ବିକାଶ ପାଇଁ କୃଷି, ମୂଲ୍ୟ ଯୁକ୍ତ ଉତ୍ପାଦର ବଜାର ଇତ୍ୟାଦି ସହ ସାମାଜିକ  ଉନ୍ନତି ପାଇଁ ଆମେ ସର୍ବଦା ପ୍ରୟାସରତ ରହିଛୁ ଏବଂ ଆଗାମୀ ଦିନରେ ମଧ୍ୟ ଏଭଳି ଜନହିତକର କାର୍ଯ୍ୟକ୍ରମ ଜାରି ରହିବ।”  ନିଜ ଅଞ୍ଚଳରେ ଏଭଳି ସେବା ଓ ସହାୟତା ପାଇଥିବାରୁ ଉପସ୍ଥିତ ବରିଷ୍ଠ ନାଗରିକ ଏବଂ ହିତାଧିକାରୀମାନେ ଆନନ୍ଦ ପ୍ରକାଶ କରିବା ସହ ଆୟୋଜକମାନଙ୍କୁ ଧନ୍ୟବାଦ ଜଣାଇଥିଲେ। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବରିଷ୍ଠ ନାଗରିକମାନଙ୍କ ଜୀବନ ମାନର ଉନ୍ନତି ସହ ସେମାନଙ୍କ ମନରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ବୋଲି ମତ ପ୍ରକାଶ ପାଇଥିଲା। କାର୍ଯ୍ୟକ୍ରମ ଆୟୋଜନ ଓ ପରିଚାଳନାରେ ଏଫପିସି ର ନିର୍ଦ୍ଦେଶକ ଓ ନିର୍ଦ୍ଦେଶିକା , କର୍ମଚାରୀ ତଥା ଅଞ୍ଚଳର ସ୍ବେଛାସେବୀ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like