-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ

18-Jun-2026



ଆଗଲପୁର, (ବିନୋଦ ଦୀପ) ଆଗଲପୁର ବ୍ଲକ୍ ରେ ଚାଲିଥିବା ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ ର ଆଜି ହେଉଛି ଦ୍ଵିତୀୟ ଦିନ l ଏହି ଅବସରରେ ଆଜି ବ୍ଲକ୍ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l କାର୍ଯ୍ୟକ୍ରମ ଆରମ୍ଭ ପୂର୍ବରୁ ପ୍ରଥମେ ମା ସରସ୍ଵତୀ ଙ୍କ ଫଟୋ ଚିତ୍ରରେ ପୂଜାର୍ଚନା କରା ଯାଇଥିଲା l ପରେ ସମସ୍ତ ଅତିଥି ଙ୍କୁ ଗୋଟିଏ ଲେଖାଏଁ ଚାରା ପ୍ରଦାନ କରାଯାଇ ସ୍ବାଗତ ସମ୍ବର୍ଦ୍ଧନା ଦିଆ ଯାଇଥିଲା l ଆଜିର କୃଷିଭିତ୍ତିକ କାର୍ଯ୍ୟକ୍ରମ ର ମୁଖ୍ୟଅତିଥି ଭାବରେ ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତୀ ଗୀତାଞ୍ଜଳୀ ଦାସ ଯୋଗ ଦେଇଥିଲେ l ଏହାସହ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ପରିଷଦ ସଦସ୍ୟା ବୀଣାପାଣି ଦାସ, ବିଧାୟକ ଙ୍କ ଆଗଲପୁର ପ୍ରତିନିଧି ଶ୍ରୀ ପିତାମ୍ବର କଣ୍ଟା, ମାନ୍ୟବର ସାଂସଦ ଙ୍କ ଆଗଲପୁର ପ୍ରତିନିଧି ଶ୍ରୀ ଉମେଶ ପଟେଲ୍, ବ୍ଲକ୍ ଉପାଧ୍ୟକ୍ଷl ଶ୍ରୀମତୀ ନିରୁପମା ପଧାନ୍, ଇଫ କୋ ଏରିଆ ମେନେଜର ବଲାଙ୍ଗୀର ଶ୍ରୀ ସୁରଜ୍ କୁମାର ମହାନ୍ତି, ଜିଲ୍ଲା ସଂଯୋଜକ ଏପିକଲ ବଲାଙ୍ଗୀର ଶ୍ରୀ ବିଦ୍ୟାଧର ବାସ୍କେ, ବ୍ଲକ୍ ଅତିରିକ୍ତ ପ୍ରାଣୀ ସମ୍ପଦ ଅଧିକାରୀ ଶ୍ରୀ ଡକ୍ଟର ସୁଭବ୍ରତ ଦାସ, ବ୍ଲକ୍ ସହକାରୀ ଉଦ୍ୟାନ ଅଧିକାରୀ ମିସ୍ ଶୋମ୍ୟାଶ୍ରୀ ଶ୍ରାବଣୀ ମହାପାତ୍ର, ସହକାରୀ ମତ୍ସ୍ୟ ଅଧିକାରୀ ଶ୍ରୀ ବାଣୀ ନୀର୍ମାଲ୍ୟ ରାଉତ୍ ଉପସ୍ଥିତ ଥିଲେ l

ଆଜିର କର୍ମଶାଳା ରେ ଛତୁ ଚାଷ , ଜୈବିକ ସାର, କୃଷି, ଉଦ୍ୟାନ, ମତ୍ସ୍ୟ ଚାଷ, ପଶୁ ତଥା ପ୍ରାଣୀ ଉଦ୍ୟାନ, ଉପରେ ବିସ୍ତୃତ ଆଲୋଚନା ହୋଇଥିଲା l ଚାଷୀମାନେ କିପରି ସରକାରଙ୍କ ଦ୍ଵାରା ଦିଆ ଯାଉଥିବା ସମସ୍ତ ସୁବିଧା ସୁଯୋଗ ପାଇ ପାରିବେ ସେ ଉପରେ ବିଭାଗୀୟ ଅଧିକାରୀ ମାନେ ସୂଚନା ଦେଇଥିଲେ l କାର୍ଯ୍ୟକ୍ରମ ଶେଷରେ ଏଗ୍ରୋ ବାଇଟେକ୍ ଲିମିଟେଡ ର ଏରିଆ ମେନେକର ତଥା ଯୁବ ମୋର୍ଚ୍ଚା ଉପ ସଭାପତି ବିଜେପି ର ଶ୍ରୀ ରାଜୀବଲୋଚନ ଭୋଇ ଙ୍କୁ ସମାନ୍ନୀତ କରାଗଲା। କାର୍ଯ୍ୟକ୍ରମ କୁ ଶ୍ରୀ ଜ୍ୟୋତିପ୍ରକାଶ ସାହୁ ସଭା ପରିଚାଳନା କରିଥିବା ବେଳେ ଆଗଲପୁର ବ୍ଲକ୍ କୃଷି ଅଧିକାରୀ ଶ୍ରୀ ଆଶିଷ ପାଣିଗ୍ରାହୀ ଧନ୍ୟବାଦ୍ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like