-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ

19-Jun-2026



ବଲାଙ୍ଗୀର(ପ୍ରେରଣା ଖବର): ସାମ୍ପ୍ରତିକ ଭୋଟର ତାଲିକାକୁ ସ୍ୱଚ୍ଛ, ସନ୍ତୋଷଜନକ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବଲାଙ୍ଗୀର ପୌରପରିଷଦ ଅନ୍ତର୍ଗତ ବିଭିନ୍ନ ମତଦାନ କେନ୍ଦ୍ରରେ ଗସ୍ତ କରିଛନ୍ତି ଜିଲ୍ଲା ନିର୍ବାଚନ ଅଧିକାରୀ-ତଥା- ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ଏବଂ ନିର୍ବାଚକ ପଞ୍ଜୀକରଣ ଅଧିକାରୀ-ତଥା- ବଲାଙ୍ଗୀର ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ। ଚାଲୁଥିବା ସ୍ୱତନ୍ତ୍ର ସଘନ ସଂଶୋଧନ ପ୍ରକ୍ରିୟାର ଅଗ୍ରଗତି ପରଖିବା ସହ ଏହାର ସମୀକ୍ଷା କରିଛନ୍ତି । 
ଗସ୍ତ ସମୟରେ ଜିଲ୍ଲାପାଳ ବୁଥ୍ ସ୍ତରୀୟ ଅଧିକାରୀ (BLO) ମାନଙ୍କ ସହ ସିଧାସଳଖ ଆଲୋଚନା କରି, ଏନୁମେରେଶନ ଫର୍ମ ଡିଜିଟାଇଜେଶନ, ମୃତ କିମ୍ବା ସ୍ଥାନାନ୍ତରିତ ଭୋଟରଙ୍କ ନାମ ବାଦ୍ ଦେବା ଏବଂ ଭୋଟର ସୂଚନାରେ ସଂଶୋଧନ

ସମ୍ପର୍କରେ ପଚାରି ବୁଝିଥିଲେ । ଜିଲ୍ଲପାଳ କହିଛନ୍ତି, କୌଣସି ଯୋଗ୍ୟ ଭୋଟର ନିଜର ଗଣତାନ୍ତ୍ରିକ ଅଧିକାରରୁ ବଞ୍ଚିତ ନ ହୁଅନ୍ତି, ତାହା ନିଶ୍ଚିତ କରିବା ପ୍ରଶାସନର ମୂଳ ଲକ୍ଷ୍ୟ। ଉପ-ଜିଲ୍ଲାପାଳ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମ୍ପୂର୍ଣ୍ଣ ସ୍ୱଚ୍ଛତା ସହିତ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୀକ୍ଷା ଗସ୍ତ ସମୟରେ ପୌରପରିଷଦର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରା, ସହାୟକ ନିର୍ବାଚକ ପଞ୍ଜୀକରଣ ଅଧିକାରୀ ଜୟକ୍ରୀଷ୍ଣା ପାଣିଗ୍ରାହୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରାଜେନ୍ଦ୍ର ମାଝି ଏବଂ ସ୍ଥାନୀୟ ଭଦ୍ରବ୍ୟକ୍ତିମାନେ ଉପସ୍ଥିତ ଥିଲେ। ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧାରଣ ଜନତାଙ୍କ ସହଯୋଗ କାମନା କରାଯାଇଛି, ଯାହାଦ୍ୱାରା ସ୍ୱତନ୍ତ୍ର ସଘନ ସଂଶୋଧନ ପ୍ରକ୍ରିୟାକୁ ସଫଳ କରାଯାଇପାରିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like