-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା

19-Jun-2026



ଛୋଟ ଦିନରୁ ଲେଖାଲେଖି ପ୍ରତି ରହିଥିଲା ତାଙ୍କର ଗଭୀର ଅନୁରକ୍ତି। ବୟସ ବଢ଼ିବା ସହ  ସାହିତ୍ୟ ନିଶା ତାଙ୍କର ବଢ଼ିବାରେ ଲାଗିଲା।  ନିଜର ଲେଖନୀ ମାଧ୍ୟମରେ କବିତା, ଗଳ୍ପ ଏବଂ  ସମାଜର ବିଭିନ୍ନ ପ୍ରସଙ୍ଗକୁ ଅତି ଚମତ୍କାର  ଭାବରେ ଉପସ୍ଥାପନା କରିପାରୁଥିବା ଏପରି ଜଣେ ସାରସ୍ୱତ ସାଧିକା ହେଉଛନ୍ତି ସଂଗୀତା ମିଶ୍ର। ସଂଗୀତାଙ୍କ ଲେଖନୀ  ଶୈଳୀ ଉଚ୍ଚକୋଟୀର ହୋଇଥିବା ବେଳେ ଅବସର ସମୟରେ ବିଭିନ୍ନ ଜନସେବା କାମରେ ସେ  ନିଜକୁ ନିୟୋଜିତ କରିଛନ୍ତି ସଂଗୀତା । ବଲାଙ୍ଗୀର ଜିଲ୍ଲାର ଝିଅ ଓ ବୋହୂ ସଂଗୀତା ସମ୍ପ୍ରତି ଭୁବନେଶ୍ୱରରେ ନିଜର ସ୍ଵାମୀଙ୍କ ସହ ଅବସ୍ଥାନ କରୁଛନ୍ତି। ଅନେକ ଉପାଦେୟ ଲେଖାର ସ୍ରଷ୍ଟା ସଙ୍ଗୀତା କେବେ ସମ୍ମାନ କି ପୁରାଷ୍କାର ପଛରେ ଦୌଡ଼ି ନାହାନ୍ତି ବରଂ ଏହି କମ ସମୟ ମଧ୍ୟରେ ପାଠକ ମାନଙ୍କ ଠାରୁ ଅଜସ୍ର ପ୍ରଶଂସା ସାଉଁଟି ପାରିଛନ୍ତି ସେ।

ଜୁଡ଼ିସିଆଲ ବିଭାଗର ଜଣେ ମାଜିଷ୍ଟ୍ରେଟ ଭାବରେ ସଂଗୀତାଙ୍କ ସ୍ଵାମୀ ମଧ୍ୟ ସବୁବେଳେ ସଂଗୀତାଙ୍କୁ ସାହିତ୍ୟ କ୍ଷେତ୍ରରେ ନିଜର ପରିଚୟ ମର୍ଯ୍ୟାଦା  ଓ ପ୍ରତିଷ୍ଠା ବଜାୟ ରଖିବାକୁ ଉତ୍ସାହିତ କରନ୍ତି।ଗତ ଜୁନ ୧୬ତାରିଖ ଦିନ କେଳୁଚରଣ ମହାପାତ୍ରଙ୍କ ଓଡିଶୀ ଗବେଷଣା କେନ୍ଦ୍ର, ଭୁବନେଶ୍ୱର ଠାରେ ଉତ୍କଳ କଳାକାର ଏକାଡେମୀର ଚତୁର୍ଥୀ ବାର୍ଷିକ ମହୋତ୍ସବ -୨୦୨୬ ଅନୁଷ୍ଠିତ ହୋଇଥିଲା। ଏହି ଉତ୍ସବରେ ବଲାଙ୍ଗୀର ଜିଲ୍ଲାର ବୋଧୂ ସଂଗୀତା ମିଶ୍ରଙ୍କୁ ଉତ୍କଳ ପ୍ରତିଭା ସମ୍ମାନ -୨୦୨//₊୬ ରେ ସମ୍ମାନିତ କରାଯାଇଛି। ସଂଗୀତା କିଛି ଦିନ ପୂର୍ବରୁ ବାଣୀକ୍ଷେତ୍ର ସମ୍ମାନ -୨୦୨୬,ଜାତୀୟ କବି ସାରସ୍ୱତ ସମ୍ମାନ -୨୦୨୬ ଓ ଜାତୀୟ ଉତ୍କଳ ରଜ ମହାରାଣୀ ରତ୍ନ ସମ୍ମାନ -୨୦୨୬ ରେ ସମ୍ମାନିତ ହୋଇ ବଲାଙ୍ଗୀର ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି। କେବଳ ସେତିକି ନୁହେଁ ଡ଼. ମିଶ୍ର ସମାଜସେବୀ ଭାବରେ ସମାଜରେ କେମିତି ଅନ୍ୟାୟ ଅତ୍ୟାଚାର ଲୋପ ପାଇବ ଓ ସମସ୍ତଙ୍କ ଭିତରେ ଭାଇଚାରା ସୃଷ୍ଟି ହେବ ତା ପାଇଁ ପ୍ରୟାସ ଜାରି ରଖିଛନ୍ତି। 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like