-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*

19-Jun-2026



ନବରଙ୍ଗପୁର (ମିହିର ଶଙ୍କର ପାତ୍ର)
ରାଜ୍ୟରେ ଲୋକଙ୍କ ସରକାରଙ୍କର ସଫଳତାର ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଜି ଡାବୁଗାଁ ବ୍ଲକ ଠାରେ ଆୟୋଜିତ ବ୍ଲକ ସ୍ତରୀୟ ସମ୍ମିଳନୀରେ ମାନ୍ୟବର  ଜିଲ୍ଲା ଯୋଜନା ବଡ଼ ଅଧ୍ୟକ୍ଷ ତଥା ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର ମାଝୀ ଏବଂ ଡାବୁଗାଁ ବିଧାୟକ ଶ୍ରୀ ମୋନହର ରନ୍ଧାରୀ ଯୋଗଦେଇଥିଲେ ଲ ଏହି ଅବସରରେ ଡବଲ ଇଞ୍ଜିନ ସରକାରଙ୍କର ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଉପରେ ଆଲୋକପାତ କରିବା ସହ ଶିକ୍ଷା, ସ୍ୱାସ୍ଥ୍ୟ, ଭିତ୍ତିଭୂମି, ଶିଳ୍ପାୟନ ଓ ନିଯୁକ୍ତି ଆଦି କ୍ଷେତ୍ରରେ ରାଜ୍ୟ ତଥା ଜିଲ୍ଲା ଏବଂ ବ୍ଲକ ଗୁଡିକର ବିକାଶ ପାଇଁ ନିଆଯାଇଥିବା ଅନେକ ଲୋକାଭିମୁଖୀ ପଦକ୍ଷେପ ସମ୍ପର୍କରେ ସବିଶେଷ ତଥ୍ୟ ଉପସ୍ଥାପନ କରାଯାଇଥିଲା l ଏହା ସହିତ କୃଷିର ବିକାଶ, ମହିଳା ସଶକ୍ତୀକରଣ, ପର୍ଯ୍ୟଟନର ପ୍ରସାର ଏବଂ ସାମାଜିକ ସୁରକ୍ଷାକୁ ଆମ ସରକାର ସର୍ବୋଚ୍ଚ ପ୍ରାଥମିକତା ଦେଉଥିବା କଥା ଉଲ୍ଲେଖ କଲେ ଯୋଜନା ବଡ଼ ଅଧକ୍ଷ ଶ୍ରୀ ମାଝୀ। ବିଗତ ଦୁଇ ବର୍ଷର ଏହି ସଫଳ ଯାତ୍ରା କେବଳ ବିକାଶର ଚିତ୍ର ନୁହେଁ, ବରଂ ଜନବିଶ୍ୱାସ ଓ ଜନଭାଗିଦାରୀର ପ୍ରତିଫଳନ ଅଟେ l ଆଗାମୀ ଦିନରେ ମଧ୍ୟ ଆମ ଜିଲ୍ଲା ସମେତ ସମଗ୍ର ଓଡ଼ିଶାର ସର୍ବାଙ୍ଗୀନ ବିକାଶ ପାଇଁ ଆମର ଏହି ପ୍ରୟାସ ନିରନ୍ତର ଜାରି ରହିବ ବୋଲି ସେ କହିଥିଲେ । ଏହି ଅବସରରେ ଡାବୁଗାଁ ବିଡ଼ିଓ ସମୀର ପାତ୍ର ଏବଂ ବ୍ଲକ ସ୍ତରୀୟ କର୍ମଚାରୀଙ୍କ ଉପସ୍ଥିତି ରେ ଯୋଗ୍ୟ ହିତାଧିକାରୀ ମାନଙ୍କୁ ରାସନ କାର୍ଡ, ଆୟୁଷ୍ମାନ କାର୍ଡ, ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା କାର୍ଡ, ଅଙ୍ଗନବାଡି କର୍ମୀମାନଙ୍କୁ ସ୍ମାର୍ଟ ଫୋନ, ଏବଂ ବରିଷ୍ଠ, ଦିବ୍ୟାଙ୍ଗ ଓ ବିଧବାଙ୍କୁ ଭତ୍ତା ବଣ୍ଟନ କଲେ l ଏଥିସହ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅଧୀନରେ ତାଲିମପ୍ରାପ୍ତ ଯୁବକ ଯୁବତୀ ମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନକରାଗଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like