-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।

19-Jun-2026



ବରପାଲି (ସୁଦାମ ଦୀପ )
ବରପାଲି ର ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ରେ ଆଜି ଶୁଭ ଲଗ୍ନ ରେ ଦେବ ଦମ୍ପତ୍ତି ଙ୍କ ବୈବାହିକ କାର୍ଯ୍ୟ ସମ୍ପନ୍ନ ହୋଇଛି। ବାବା କପିଳେଶ୍ୱର ଓ ମାତା ପାର୍ବତୀ ଆଜି ହିମାଦ୍ରୀ ନଗର ମଣ୍ଡପ  ଠାରେ ଭକ୍ତ ଗଣଙ୍କୁ ଦର୍ଶନ ଦେବେ । ଆଜିର ଯାତ୍ରା କୁ ବୈଠକୀ ଯାତ୍ରା କୁହାଯାଏ ଗତ କାଲି ମଧ୍ୟ ରାତ୍ର ରେ ବାବା ଙ୍କ ବରାତ ବାହାରି ନଗର ପରିକ୍ରମା କରି ସକାଳ ପ୍ରାୟ ୬ ଘଣ୍ଟା ସମୟ ରେ ହିମାଦ୍ରୀ ନଗର ମଣ୍ଡପ କୁ ପହଞ୍ଚି ଥିଲେ । ବରାତି ଶୋଭାଯାତ୍ରା ରେ ଡମ୍ବରୁ ପାର୍ଟି, ମହକାଲ୍ ଦଳ, ମୂର୍ତ୍ତି ନୃତ୍ୟ, ଡି ଜେ , ଦୁଳ ଦୁଳି, ବ୍ୟାଣ୍ଡ ପାର୍ଟି, ଘଣ୍ଟ ପାର୍ଟି ଆଦି ବହୁ ସାଂସ୍କୃତିକ ଦଳ ଏଥିରେ ସାମିଲ ହୋଇଥିଲେ । ପ୍ରଥମେ ଭୋର୍ ପ୍ରାୟ ୫ ଟା ସମୟ ରେ କନ୍ୟା ପକ୍ଷ ରୁ ପ୍ରଥମ ବାଟ ବରଣ କରିବା ପରେ ମଣ୍ଡପ ନିକଟ ରେ ଚଳିତ ବର୍ଷର କନ୍ୟା ପିତା ମାତା ଶିବ କୁମାର ଅଗ୍ରୱାଲ ଓ ଗାୟତ୍ରୀ ଦେବୀ କପିଳେଶ୍ୱର ବାବା ଙ୍କୁ ବିବାହ ମଣ୍ଡପ ପାଖ କୁ ପାଛୋଟି ନେବା ସହ ହିମାଦ୍ରୀ ନଗର ଶୈବ ଭକ୍ତ ଗଣ ବରଯାତ୍ରୀ ଦଳ ଙ୍କୁ ମଧ୍ୟ ଭବ୍ୟ ସ୍ୱାଗତ କରିଥିଲେ ।

ଅପରାହ୍ନ ୧ ଟା ରେ ଶୁଭ ଲଗ୍ନ ରେ ଦେବ ଦମ୍ପତ୍ତି ଙ୍କ ହସ୍ତ ଗଣ୍ଠି ପଡ଼ିଥିଲା । ଏହି ବୈବାହିକ କାର୍ଯ୍ୟ ରେ ବହୁ ମହିଳା ଶୈବ ଭକ୍ତ ସାମିଲ ହୋଇଥିଲେ। ସମସ୍ତ ଭକ୍ତ ହସ୍ତ ଗଣ୍ଠି ରେ ଜଳ ଦାନ କରିଥିଲେ ସନ୍ଧ୍ୟା ରେ ବୈଠକି ଯାତ୍ରା ଥିବାରୁ ନବ ବିବାହିତ ଦର୍ଶନ ପାଇଁ ସନ୍ଧ୍ୟା ରୁ ଭକ୍ତ ମାନଙ୍କ ଲମ୍ବା ଲାଇନ୍ ଲାଗି ଯାଇଥିଲା । ରାତ୍ର ରେ ଦୀପ୍ତି ରେଖା ପାଢ଼ୀ ଙ୍କ ଅର୍କେଷ୍ଟ୍ରା ହିମାଦ୍ରୀ ନଗର ଠାରେ ପରିବେଷଣ କରାଯିବ ବୋଲି ସମ୍ପାଦକ ଧିରେନ୍ଦ୍ର କୁମାର ତ୍ରିପାଠୀ ପ୍ରକାଶ କରିଛନ୍ତି ।
ସେହି ପରି ଶୀତଳ ଷଷ୍ଠୀ ଯାତ୍ରା କମିଟି ପକ୍ଷରୁ ସହର ର ବିଭିନ୍ନ ସ୍ଥାନରେ ସାଂସ୍କୃତିକ କାର୍ଯକ୍ରମ ମାନ ଅନୁଷ୍ଠିତ ହେବ। ଅନ୍ୟ ପକ୍ଷରେ ହାଇସ୍କୁଲ ପଡ଼ିଆ ଠାରେ ଅନୁଷ୍ଠିତ ନଟରାଜ ଉତ୍ସବ ରେ ମଧ୍ୟ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ ।ହାଇସ୍କୁଲ ପଡ଼ିଆ ମଧ୍ୟ ରେ ଥିବା ମୀନା ବଜାର ରେ ମଧ୍ୟ ସନ୍ଧ୍ୟା ରୁ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି । ବହୁ ଦୂର ଦୂରାନ୍ତ ରୁ ଭକ୍ତ ଙ୍କ ସୁଅ ଛୁଟୁଛି । ଭିଡ କୁ ଲକ୍ଷ କରି ବରଗଡ଼ ଜିଲ୍ଲା ପୋଲିସ ଆରକ୍ଷୀ ଅଧିକ୍ଷକ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରେ ସହର ରେ ବ୍ୟାପକ ପୋଲିସ, ଟ୍ରାଫିକ ପୋଲିସ ମୁତୟନ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like