-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା

19-Jun-2026



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଲଳିତ ମୋହନ ମେହେର ସ୍ମୁତି ସଭା ଗୃହ ରେ ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଅଛି l ଏଥିରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମହାପାତ୍ର କୁଲଦୀପ ମହାନ୍ତି ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଶୁଭଶ୍ରୀ ମିଶ୍ର ଯୋଗ ଦେଇଥିବା ବେଳେ ଜିଲ୍ଲା ଶିଳ୍ପ , ଅଣୁ କ୍ଷୁଦ୍ର ,ମଧ୍ୟମ ଉଦ୍ୟୋଗ ଅଧିକ।ରି ଗୋଲକ ବିହାରୀ ପଳେଇ , ଏ ବି ଡି ଓ ରୁଦ୍ର ପ୍ରସାଦ ସୁନା , ବିଧାୟକ ମକ ଆଗଲପୁର ପ୍ରତିନିଧି ପିତାମ୍ବର କଣ୍ଟା, ଜିଲ୍ଲା ନିୟୋଜନ ଅଧିକାରୀ ଭରତ ଦାସ , ଡୁଡୁକା ଷ୍ଟେଟ ବ୍ୟାଙ୍କ ଅଧିକାରୀ ଶ୍ରୀନିବାସ ପଟେଲ , ବ୍ଲକ ଶିକ୍ଷା ବିଭାଗ ଅଧିକାରୀ ଶ୍ୟାମ ମେହେର , ମଞ୍ଚ।ଷିନ  ଥିଲେ ।ଉକ୍ତ କାର୍ଯ୍ୟ କ୍ରମ କୁ ବ୍ଲକ ବରିଷ୍ଟ ରାଜସ୍ବ ସହାୟକ ଜ୍ୟୋତି ପ୍ରକାଶ ସାହୁ ସଂଯୋଜନା ପୂର୍ବକ ଅତିଥି ପରିଚୟ ପ୍ରଦାନ କରିଥିଲେ । ଏହି ସଭାରେ ଯୁବ ସମାଜ ପ୍ରତି ସ୍ବାବଲମ୍ବୀ ହେବ ।ସହିତ ଖାଦ୍ୟ ପୋଷଣ , ବାଲ୍ୟ ବିବା ହ ନିରାକରଣ ର ସଚେତନତା , ଶିକ୍ଷା ,ବ୍ୟାଙ୍କିଙ୍ଗ କ୍ଷେତ୍ରରେ ସାଇବର ଠକେଇ ରୁ ସଚେତନ ହେବା ଉପରେ ତଥା ଆଜିର ବିଷୟ ଉପରେ ଅନ୍ୟାନ୍ୟ ସମସ୍ୟା ଉପରେ ନିଜ ନିଜ ମତ ବ୍ୟକ୍ତ କରିଥିଲେ ।ଆଗଲପୁର ବ୍ଲକ ତଥା ଜିଲ୍ଲା ରେ ଟପ୍ପର ହୋଇ ଥିବା ମାଟ୍ରିକ ପରୀକ୍ଷାରେ ପ୍ରଥମ ସ୍ଥାନ ହାସଲ କରିଥିବା ନୀତିଶ ବେହେରା ଓ+୨ କାଳରେ ପ୍ରଥମ ସ୍ଥାନ ହାସଲ କରିଥିବା ଖିରୋଦ୍ରି ତନୟ। ମିଶ୍ର ଙ୍କୁ ସଭାରେ ଅତିଥି ମାନେ ସମ୍ମାନିତ କରିଥିଲେ ।ଏହି ପରି ସରକାରଙ୍କ ଦ୍ଵିତୀୟ ବର୍ଷ ପୂର୍ତ୍ତି ଅବସରରେ ରେ ଏହି କାର୍ଯ୍ୟକ୍ରମ କୁ ତୃତୀୟ ଦିନରେ ପଦାର୍ପଣ କରି ଥିବାରୁ ଏହିଦିବସ କୁ ପାଳନ କରାଯାଉଛି l 

ଏଣୁ ଆଗଲପୁର ବିଜ୍ଞାନ କଲେଜ , ରୋତ କଲେଜ , ଜଳନ୍ଧର କଲେଜ ର ଛାତ୍ରଛାତ୍ରୀ ମାନେ ଉପସ୍ଥିତ ରହିବା ସହିତ ଆଙ୍ଗନବ।ଡି କର୍ମୀ ଓ ବି ଜେ ପି ର  ଯୁବ ସଭାପତି ସୁକେସ ଥପ୍ପା , ଯୁବ ଉପ ସଭାପତି ରାଜୀବ ଲୋଚନ ଭୋଇ , ବରିଷ୍ଟ କର୍ମୀ ଭକ୍ତର।ମ୍ ସାହୁ , ରିଙ୍କୁ ସାହୁ , ପ୍ରେମାନନ୍ଦ ପଧାନ , ଉତ୍ତମ ନାୟକ , ଡିଙ୍ଗର ଜାଲ , ବବୁଲୁ ସାହୁ , କୀର୍ତ୍ତନ ଭୁଏ , ଦେବାନନ୍ଦ ପଧାନ ପ୍ରମୁଖ l ଜ୍ୟୋତିପ୍ରକାଶ ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ ବ୍ଲକ ଷ୍ଟାଫ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like