-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*

19-Jun-2026



ନବରଙ୍ଗପୁର: (ପ୍ରିୟଦର୍ଶିନୀ ପାତ୍ର)ଭାରତ ସରକାରଙ୍କ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ ମୀରା ମହାନ୍ତି ଆଜି ଡାବୁଗାଁ ବ୍ଲକର ବିଭିନ୍ନ କ୍ଷେତ୍ର ପରିଦର୍ଶନ କରି ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମ ଅଧୀନରେ ଚାଲିଥିବା ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି l କେନ୍ଦ୍ରୀୟ ପ୍ରଭାରୀ ଡାବୁଗାଁ ବ୍ଲକର ହାଟପଡା ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କରି ଶିଶୁମାନଙ୍କୁ ମିଳୁଥିବା ପୁଷ୍ଟିକର ଖାଦ୍ୟ, ପ୍ରାକ୍-ବିଦ୍ୟାଳୟ ଶିକ୍ଷା ଏବଂ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ ସେବାର ସ୍ଥିତି ଅନୁଧ୍ୟାନ କରିଥିଲେ। ଏହା ଛଡା ପିଏମ୍‌ ଶ୍ରୀ ଉଚ୍ଚ ବିଦ୍ୟାଳୟ ଜୁନାପାଣି ଯାଇ  ସମସ୍ତ ବିଷୟର ତଦାରଖ କରିଥିଲେ ଏବଂ ବ୍ଲକ୍‌ର ସମଗ୍ର ପ୍ରଗତିକୁ ପ୍ରଶଂସା କରି ଦଳୀୟ ସମନ୍ୱୟ ଓ ସହଯୋଗୀ ମନୋଭାବକୁ ଜାରି ରଖିବାକୁ ପରାମର୍ଶ ଦେଇଥିଲେ। ଏହା ସହ ସେ ଡାବୁଗାଁ ବ୍ଲକ୍ ବିଡ଼ିଓ ସମୀର କୁମାର ପାତ୍ର ଏବଂ ସମସ୍ତ ବ୍ଲକ ସ୍ତରୀୟ ଅଧିକାରୀଙ୍କ ସହ ଡାବୁଗାଁ ବ୍ଲକରେ ନିୟମିତ ସମୀକ୍ଷା ବୈଠକ ଆୟୋଜନ କରି ସମନ୍ୱୟ ବୃଦ୍ଧି କରିବାକୁ ମଧ୍ୟ ପରାମର୍ଶ ଦେଇଥିଲେ।ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମ ପ୍ରତ୍ୟେକ ନାଗରିକଙ୍କ ପାଖରେ ସରକାରୀ ସେବା ଯେପରି ପହଞ୍ଚି ପାରିବ ତା ଉପରେ ଗୁରୁତ୍ବ ଦେଇଥିଲେ।ଏହି ପରିଦର୍ଶନ ସମୟରେ ଜିଲ୍ଲାପାଳ ଡ଼ ମହେଶ୍ୱର ସ୍ୱାଇଁ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ , ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ବିଶ୍ୱଜିତ ବର୍ମନ,ସହକାରୀ ଯୋଜନା ନିର୍ଦ୍ଦେଶକ ବ୍ରଜବନ୍ଧୁ ନାୟକ, ଡାବୁଗାଁ ତହସିଲଦାର ଗୀତା ମୂର୍ମୁ ଡାବୁଗାଁ ସିଡିପିଓ ମିନତୀ ଦାସ,ଡାବୁଗାଁ ବ୍ଲକ ଏବିଏସ ମୋନାଲ ପରିଡା ପ୍ରମ୍ମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like