-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ବାହାର ଜିଲ୍ଲାରୁ ଆସୁଛି ଧାନ !

19-Jun-2026



ଡୁଙ୍ଗୁରିପାଲି(ଆରବିନ୍ଦ ମିଶ୍ର): ଡୁଙ୍ଗୁରିପାଲିର ବିଭିନ୍ନ ରାଇସ୍ଗୁ ମିଲ୍ ଗୁଡିକରେ ଧାଡି ଧାନ ବୋଝେଇ ଟ୍ରାକ୍ଟର ଥିବା ଦେଖା ଯାଉଛି । କେତେକ ମିଲ ଗୁଡିକରେ ଟାର୍ଗେଟ୍ ସରି ଯାଇଥିବା କହୁଥିବା ବେଳେ ବାହାର ଜିଲ୍ଲା ତଥା ରାଜ୍ୟରୁ ୧୬ ଚକିଆ ଗାଡି ଗୁଡିକରେ ଧାନ ଆସୁଥୁବା ଚର୍ଚ୍ଚା ଜୋର ଧରିଛି। କାଁ ଭାଁ ଯୋଗାଣ ବିଭାଗ ଏହାକୁ ଧରିବାରେ ସକ୍ଷମ ହେଉଥିବା ବେଳେ ଅନେକ ଗୁଡିଏ ଗାଡି ମିଲ୍ ଭିତରକୁ ରାତିରେ ଅନ୍ ଲୋଡ ହେଉଥ‌ିବା ବିଶ୍ୱସ୍ତ ସୂତ୍ରରୁ ଜଣାଯାଏ। କିଛି ଦିନ ହେବ କୃଷକ ମୋର୍ଚ୍ଚ ପକ୍ଷରୁ କଟନୀ ଛଟନୀ, ବାହାର ଜିଲ୍ଲାରୁ ଧାନ ନ ଆସିବା, ଏହାକୁ କଡାକଡି ଭାବରେ ଧରପଗଡ କରାଯିବା ଉପରେ ଆନ୍ଦୋଳନ କରିଥିଲେ ମଧ୍ଯ ଗଳାବାଟ ଦେଇ ପୂର୍ବ ପରି ଚାଲୁ ରହିଛି । ଚାଷୀର ଧାନ କାର୍ଡ ଧରି, କେତେକ କ୍ଷେତ୍ରରେ ବେପାରୀମାନଙ୍କ ଧାନ ଚାଷୀ ନାଁ ରେ ଧାନ ପାର କରୁଛନ୍ତି । ବ୍ୟାଙ୍କ ଗୁଡିକରେ ମଧ୍ଯ ଚାଷୀର

ଜମାଖାତା, ଏଟିଏମ ଧରି ଏମାନେ ଟଙ୍କା ଉଠାଉଛନ୍ତି।  ପେକ୍ସ ଗୁଡିକରେ ମିଲର୍ସମାନଙ୍କ ଏଜେଣ୍ଟ ମାନେ ସର୍ବେସର୍ବା। ସିସିଟିଭି ଭୁଟେଜକୁ ନେଇ ଏ ସବୁ ତଦନ୍ତ କଲେ ଜଣା ପଡିବ ବୋଲି ଚାଷୀ ମହଲରେ ଦାବୀ ହେଉଛି। ଆଗକୁ ମୌସୁମୀ, ପୁଣି ଚାଷ କାମରେ ଚାଷୀ କାମରେ ଲାଗିବ, କାହାଠାରୁ ଧାରକରଜ କରିଥୁବ ତାହାର ଋଣ ପରିଶୋଧ ପାଇଁ ଚାଷୀ କ୍ଷତି ହେଲେ ମଧ୍ଯ ଧାନ ପାର କରୁଛି ଅଣ୍ଡରରେଟରେ। ପୁଣି ବାହା ଘର, ପିଲାଙ୍କ ପାଠ ପଢା ତା ସହିତ ମେଡିକାଲ କାମ ପାଇଁ ବେପାରୀ ହାତରେ ଧାନ ଟେକି ଦେଉଥୁବା ଚର୍ଚ୍ଚା ଚାଲିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like