-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା

20-Jun-2026



ବଲାଙ୍ଗୀର(ପ୍ରେରଣା ଖବର): ଦେବାଧିଦେବ ମହାଦେବ ଓ ଜଗତଜନନୀ ମା' ପାର୍ବତୀଙ୍କ ବିବାହ ଉତ୍ସବ ପାଳନକୁ ନେଇ ବଲାଙ୍ଗିର ଉତ୍ସବମୁଖର ହୋଇ ଉଠିଛି। ଗୁରୁବାର ରାତିରେ ଦେବାଧିଦେବ ମହାଦେବ ଶ୍ରଦ୍ଧାଳୁ ଓ ସାଂସ୍କୃତିକ ଦଳ ସହ ବର ଶୋଭଯାତ୍ରାରେ ବାହାରି ପାର୍ବତୀଙ୍କ କଳ୍ପିତ ମାତାପିତାଙ୍କ ଘରେ ପହଞ୍ଚିଥିଲେ। ମହାତେବଙ୍କ ବରଯାତ୍ରା ଓ ଦେବ ଦମ୍ପତିଙ୍କ ଅଲୌକିକ ବିବାହ ଉତ୍ସବରେ ସାମିଲ ହୋଇ ଶ୍ରଦ୍ଧାଳୁ ନିଜ ‌ ଭାଗ୍ୟବାନ ମନେ କରିଛନ୍ତି। ନିର୍ଦ୍ଧାରିତ ଲଗ୍ନରେ ସମ୍ପୂର୍ଣ୍ଣ 

ବିଧ‌ିବିଧାନ ମଧ୍ୟରେ ଦେବ ଦମ୍ପତିଙ୍କ ବିବାହ ସମ୍ପନ୍ନ ହୋଇଛି। ୧୩ଟି ସ୍ଥାନରେ ଶୀତଳଷଷ୍ଠୀ ମହୋତ୍ସବ ଆୟୋଜିତ ହୋଇ ଥିବା ବେଳେ ସମସ୍ତ କମିଟି ତରଫରୁ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେଇଥିଲା। ବଲାଙ୍ଗୀର ସହରର ଅନ୍ୟତମ ପୁରାତନ ଶୀତଳ ଷଷ୍ଠୀ କମିଟି ସୁଦ୍ ପଡା ଶୀତଳଷଷ୍ଠୀ ପୂଜା କମିଟି ୪୫ ବର୍ଷ ରେ ପହଁଚିଛି। ଗତକାଲି ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ଅସୀମ ପଣ୍ଡା ଙ୍କ ଟିମ୍ ଙ୍କ ବିଭିନ୍ନ ଗୀତରେ ଝୁମିଥିଲେ ହଜାର ହଜାର ଦର୍ଶକ। ସାଂସ୍କୃତିକ କାର୍ଯ୍ୟକ୍ରମ ପୂର୍ବରୁ ସାଂସ୍କୃତିକ ସଭାରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗୀର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ, ସମ୍ମାନିତ ଅତିଥି ଭାବରେ ଉପଖଣ୍ଡ ଆରକ୍ଷୀ ଅଧିକାରୀ ସରୋଜ ଉପାଧ୍ୟାୟ, ଆଦର୍ଶ ଟଉନ ଥାନା ଅଧିକାରୀ ଅବନୀ ସାହୁ, ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମିରଂଜନ ମିଶ୍ର, ଅଧ୍ୟାପକ ସୁରେଶ ଷଡ଼ଙ୍ଗୀ, ୱର୍ଡ ନଂ ୧୦ର କାଉନସିଲର କିଶୋର କୁମ୍ଭାର, ସୁଦପଡା ପୂଜା କମିଟିର ପ୍ରଥମ କାର୍ଯ୍ୟକର୍ତ୍ତା  ସତ୍ୟନାରାୟଣ ଭୋଇ, ଦୁର୍ଗାଚରଣ ବେହେରା, କୱଲଜିତ ସିଂହ, ବିପିନ ପାଢ଼ୀ ମଂଚାସୀନ ହୋଇଥିଲେ। ସନ୍ଦୀପ କୁମାର କୁଅଁର ସଭାକୁ ସଂଯୋଜନା କରିଥିବା ବେଳେ ମାଟ୍ରିକ, ଯୁକ୍ତ ଦୁଇ, ବିଶ୍ଵବିଦ୍ୟାଳୟ ଟପ୍ପର, ମହିଳା କ୍ରିକେଟ ଦଳ, ବଲାଙ୍ଗୀରଙ୍କୁ ସମ୍ବର୍ଦ୍ଧିତ କରାଯାଇ ଥିଲା। ଏହି ଅବସରରେ ଚଳିତ ବର୍ଷର କାର୍ଯ୍ୟକର୍ତା ରାଜେଶ ଦୋରା, ରାଜା ସାମନ୍ତରାୟ, ସନ୍ତୋଷ ପଣ୍ଡା, ଅନନ୍ତ ମଛଖଣ୍ଡ, ଉମେଶ କବାଟ, ସୁବଳ ଖରସେଲ, ଘନ ଦୋରାଙ୍କୁ 

ଅତିଥି ମାନେ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା କରିଥିଲେ। ଦେବ ଦମ୍ପତିଙ୍କ ବିବାହ ଅନୁଷ୍ଠିତ ହେବା ପରେ ଶୁକ୍ରବାର ଶ୍ରଦ୍ଧାଳୁ ଦେବଦମ୍ପତିଙ୍କ ଯୁଗଳ ମୂର୍ତି ଦର୍ଶନ କରିବେ । ଆସନ୍ତା ଶନିବାର ଦେବଦମ୍ପତି ଶୋଭା ଯାତ୍ରାରେ ମନ୍ଦିର ଫେରିବା କାର୍ଯ୍ୟକ୍ରମ ରହିଛି।
ଚଳିତବର୍ଷ ମୁଖ୍ୟମନ୍ତ୍ରୀ ବଲାଙ୍ଗିରର ୯ଟି ଯାତ୍ରା କମିଟିକୁ ଶୀତଳଷଷ୍ଠୀ ମହୋତ୍ସବ ଆୟୋଜନ ପାଇଁ ୪ଲକ୍ଷ ଟଙ୍କା ଲେଖାଏଁ ଅନୁଦାନ ମଞ୍ଜୁର କରିଥିବାରୁ କମିଟି ଗୁଡ଼ିକ ମଧ୍ୟରେ ଅଧିକ ଉତ୍ସାହ ଦେଖିବାକୁ ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like