-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||     

HOME   ଜିଲ୍ଲା

କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ

20-Jun-2026



ବଲାଙ୍ଗିର(ପ୍ରେରଣା ଖବର): କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ତଥା ୧୫ତମ ସଂଖ୍ୟାର ପାଠକାର୍ପଣ ଉତ୍ସବ ଏବଂ ବିଶିଷ୍ଟ ସାରସ୍ୱତ ପୁରୁଷ ଜଗନ୍ନାଥ ପ୍ରସାଦ ଦାସ (ଜେପି)ଙ୍କ ସ୍ମୃତିଚାରଣ ସଭା ସ୍ଥାନୀୟ ସଂସ୍କୃତି ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି।

କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଡ. ବିଜୟାନନ୍ଦ ସେଠୀ ଯୋଗ ଦେଇଥିବାବେଳେ କବି ଭାଗୀରଥି ମିଶ୍ର, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ପିଜି କାଉନ୍ସିଲ ଅଧ୍ୟକ୍ଷ ଡ. ପ୍ରତାପ କୁମାର ଦାସ ଏବଂ ଗାଳ୍ପିକ ପ୍ରଦୀପ କୁମାର ମିଶ୍ର ବକ୍ତା ଭାବେ ଉପସ୍ଥିତ ରହି ଜେପିଙ୍କ କବିତା, ଗଳ୍ପ, ନାଟକ ଓ ସାମଗ୍ରିକ ସାହିତ୍ୟିକ ଅବଦାନ ସମ୍ପର୍କରେ ଆଲୋଚନା କରିଥିଲେ।

ବକ୍ତାମାନେ କହିଥିଲେ ଯେ, କେବଳ ଓଡ଼ିଆ ସାହିତ୍ୟ ନୁହେଁ, ସମଗ୍ର ଭାରତୀୟ ସାହିତ୍ୟ ଜଗତ ପାଇଁ ଜଗନ୍ନାଥ ପ୍ରସାଦ ଦାସଙ୍କ ତିରୋଧାନ ଏକ ଅପୂରଣୀୟ କ୍ଷତି। ସମକାଳୀନ ସାହିତ୍ୟରେ ପାଠକଙ୍କ ମନରେ ଉତ୍କଣ୍ଠା ଓ ଆଗ୍ରହ ସୃଷ୍ଟି କରିବାର ପ୍ରବଣତା କମିଯାଇଥିବା ଉଲ୍ଲେଖ କରି ସେମାନେ କହିଥିଲେ, ସାହିତ୍ୟ ପ୍ରତି ନୂତନ ପିଢ଼ି ମଧ୍ୟରେ ଆଗ୍ରହ ଓ ଉତ୍କଣ୍ଠା ସୃଷ୍ଟି କରିପାରିଲେ ତାହା ହେବ ଜେପିଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧାଞ୍ଜଳି। ଜିଲ୍ଲା ସଂସ୍କୃତି ଅଧିକାରୀ ତଥା ଚତୁରଙ୍ଗର ପରିଚାଳନା ସମ୍ପାଦକ ରଶ୍ମୀ ରଞ୍ଜନ ମିଶ୍ର ସ୍ୱାଗତ ଭାଷଣ ପ୍ରଦାନ କରିବା ସହ ଅତିଥିମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଅତିଥିମାନଙ୍କ ଦ୍ୱାରା ପତ୍ରିକାର ନବପ୍ରକାଶିତ ସଂଖ୍ୟାର ପାଠକାର୍ପଣ ପରେ ସହ-ସମ୍ପାଦକ ସନାତନ ଠାକୁର ଚତୁରଙ୍ଗର ଉଦ୍ଦେଶ୍ୟ, ଯାତ୍ରା ଓ ସାହିତ୍ୟିକ ଅବଦାନ ସମ୍ପର୍କରେ ମତବ୍ୟକ୍ତ କରିଥିଲେ।

ଅଧ୍ୟାପକ ସନ୍ଦୀପ କୁମାର କୁଅଁର କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବାବେଳେ ସମ୍ପାଦନା ମଣ୍ଡଳୀ ସଦସ୍ୟ ତଥା ସାମ୍ବାଦିକ ବୀରେନ୍ଦ୍ର କୁମାର ଝାଙ୍କର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026

You Might Also Like