-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||     

HOME   ଜିଲ୍ଲା

ବରପାଲି ବ୍ଲକରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଞ୍ଚାୟତ ସ୍ତରୀୟ ସମ୍ମିଳନୀ ।

20-Jun-2026



ବରପାଲି  (ସୁଦାମଦୀପ)- ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ବରପାଲି ବ୍ଲକ କାର୍ଯ୍ୟକ୍ରମରେ ସରକାରଙ୍କ ପ୍ରମୁଖ ଜନକଲ୍ୟାଣ ମୂଳକ ଯୋଜନା ବା ବିକାଶ ମୂଳକ ପଦକ୍ଷେପ ଓ ଉଲ୍ଲେଖନୀୟ ସଫଳତା ସମ୍ପର୍କିତ କାର୍ଯ୍ୟକ୍ରମ ବରପାଲି ବିଡିଓ ସୁମନ୍ତ କୁମ୍ଭାରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତ ସ୍ତରରେ ବାର୍ତ୍ତକ୍ୟ ଭତ୍ତା, ରାସନ କାର୍ଡ, କୃଷି, ପଶୁପାଳନ, ମହିଳା ସଶକ୍ତିକରଣ, ସାମାଜିକ ସୁରକ୍ଷା ଓ ଭିତ୍ତିଭୂମି ବିକାଶ, ଗ୍ରାମ୍ୟ ବିକାଶ, ସ୍ୱସ୍ଥ୍ୟ, ପାନୀୟ ଜଳ ଯୋଗାଣ କ୍ଷେତ୍ରରେ ବିଭିନ୍ନ ଆଲୋଚନା ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବରପାଲି ବ୍ଲକ ବିଭିନ୍ନ ପଞ୍ଚାୟତରୁ ମହିଳା ମାନେ ମଧ୍ୟ ଅଧିକ ସଂଖ୍ୟାରେ ଯୋଗ ଦେଇଥିଲେ । ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ଓ ବିକାଶ ମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ଅବଗତ ହେବାର ସୁଯୋଗ ମିଳିଥିଲା । ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁକ୍ଷ୍ୟ ଅତିଥି ଭାବରେ ବ୍ଲକ ଅଧ୍ୟକ୍ଷା ରୀନା ଥଇତ, ସମ୍ମାନିତ ଅତିଥି ଭାବରେ ସଂଯୁକ୍ତା ସାହୁ ଜିଲ୍ଲା ପରିଷଦ ସଭ୍ୟା, ଅଚୁତା ନନ୍ଦ ବାରିକ ସାଂସଦ ପ୍ରତିନିଧି ବରପାଲି ବ୍ଲକ, ଧିରୋଜ ପଧାନ ବିଧାୟକ ପ୍ରତିନିଧି ଏବଂ ସୁରେନ୍ଦ୍ର ପାତ୍ର ସଭାପତି ବିଜେପି କୃଷକ ମୋର୍ଚ୍ଚା ବରଗଡ଼ ଜିଲ୍ଲା ଯୋଗଦାନ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଭେଟିନାରୀ ଡ. ଜୌତିପ୍ରକାଶ ପଧାନ, ବ୍ଲକ କୃଷି ଅଧିକାରୀ ଦିଲୀପ କୁମାର ମାଝି, ଶିକ୍ଷା ଅଧିକାରୀ ମୁକୁନ୍ଦ ମାହାର, ମନିକା ମିଶ୍ର ଯୋଗାଣ ଅଧିକାରୀ, ବର୍ଷା ରାଣୀ ମେହେର ସମାଜ ମଙ୍ଗଳ ଅଧିକାରୀ, ସିଡିପିଓ ଯୋଗଦାନ କରିଥିଲେ । କାର୍ଯ୍ୟକ୍ରମକୁ ଅଜିତ କୁମାର ପାଣିଗ୍ରାହୀ ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026
  ଜିଲ୍ଲା  
ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   04-Nov-2026
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026

You Might Also Like