-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||     

HOME   ଜିଲ୍ଲା

*ପ୍ରତ୍ୟାବର୍ତ୍ତନ ଶୋଭାଯାତ୍ରା ରେ ବାହୁଡ଼ିଲେ ଯୁଗଳ ମୂର୍ତ୍ତି*-

20-Jun-2026



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ )
ମାତା ପାର୍ବତୀଙ୍କ  ପାଣିଗ୍ରହଣ ପରେ ଆଜି ପ୍ରତ୍ୟାବର୍ତ୍ତନ ଶୋଭାଯାତ୍ରା ରେ ବାବା ଚନ୍ଦ୍ରଶେଖର ଓ ମାତା ପାର୍ବତୀ ଙ୍କ ଯୁଗଳ ମୂର୍ତ୍ତି ପ୍ରଥମେ କୈଳାଶ ନଗରୀ ଶ୍ରୀ ବୃନ୍ଦାବନ ବିହାରୀ ମନ୍ଦିର ନିକଟସ୍ଥ ବର ପିତା ମାତା ଯୋଗୀନ୍ଦ୍ର ମିଶ୍ର , କିଶୋରୀ ମିଶ୍ର  ଙ୍କ ଘରେ ପହଞ୍ଚି ଛନ୍ତି l ଆଜି ଏଠି ଭକ୍ତ ଶ୍ରଦ୍ଧାଳୁ ଙ୍କୁ ଦିନ ରାତି ଦର୍ଶନ ଦେବା ପରେ ପରେ ଆସନ୍ତା କାଲି ସ୍ଵ ମନ୍ଦିର କୁ ପ୍ରଭୁ ବିଜେ କରିବେ l ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଥିଲେ ୧୦୮ ତୋଳା ର ମୁଖ୍ୟ ଆକର୍ଷଣ ସୁନା ର ନାଗ ମୁର୍ତ୍ତୀ। ୧୮ତାରିଖ ସଂଧ୍ୟାରେ 
 ଅଷ୍ଟଶମ୍ଭୁ , ଅଷ୍ଟ ବିଷ୍ଣୁ ଙ୍କ ସହ ନଗର ପରିକ୍ରମା କରି ବରଯାତ୍ରୀ ବେଶରେ ସ୍ଥାନୀୟ ସତସଙ୍ଗ ବିହାର ସ୍ଥିତ ହିମାଦ୍ରୀ ନଗର ଠାରେ ପହଞ୍ଚି ଥିଲେ ସେଠାରେ କନ୍ୟାପିତା ବଣ୍ଟୁ ଅଗ୍ରୱାଲ ସପତ୍ନୀକ ଦେବାଧିଦେବ ମହାଦେବ ଓ  ବରଯାତ୍ରୀ ବେଶରେ ଥିବା ଅଷ୍ଟ ବିଷ୍ଣୁ ଓ ଅଷ୍ଟ ଶମ୍ଭୁ ଙ୍କୁ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା ପରେ ବାବା ଚନ୍ଦ୍ରଶେଖର ଙ୍କୁ ବରଣ କରି ସୁସଜ୍ଜିତ ମଣ୍ଡପ କୁ ବିଜେ କରାଇଥିଲେ ତାପରେ ମଧ୍ୟରାତ୍ରିରେ ବୈଦିକ ରୀତିନୀତିରେ ବାବା ଚନ୍ଦ୍ରଶେଖର ମାତା ଅନ୍ନପୂର୍ଣ୍ଣା ଙ୍କ ସହ ପାଣିଗ୍ରହଣ କରି  ବିବାହ ସଂପନ୍ନ ହୋଇଥିଲା। ଶୀତଳଷଷ୍ଠୀ ପରିଚାଳନା କମିଟି ଓ ଦେବୋତ୍ତର ବିଭାଗ ତରଫରୁ ଶୀତଳଷଷ୍ଠୀ ଯାତ୍ରାର ସମସ୍ତ ପ୍ରସ୍ତୁତି ସଠିକ ଢଙ୍ଗରେ ଆୟୋଜନ ହୋଇଥିବା ବେଳେ ଆଜି ମଧ୍ୟରାତ୍ରି ରୁ ଦେବଦମ୍ପତିଙ୍କ ପ୍ରତ୍ୟାବର୍ତ୍ତନ ଶୋଭାଯାତ୍ରା ଏକ ବିରାଟ ପଟୁଆରରେ ସହର ପରିକ୍ରମା କରି ଥିଲା l ମହଣ ମହଣ ରୂପା ରେ ନିର୍ମିତ ମହାପ୍ରଭୁ ଙ୍କ ସୂ ସଜ୍ଜିତ ପାଲିଙ୍କି ସୁନା ନାଗ ମୁର୍ତ୍ତୀ ସହିତ ସହର ର ଅଷ୍ଟ ଶମ୍ଭୁ ଅଷ୍ଟ ବିଷ୍ଣୁ ମହାପ୍ରଭୁ ଙ୍କ ଦର୍ଶନ ପାଇଁ ପାଖ ପଡ଼ୋଶୀ ଜିଲ୍ଲା ର ଭକ୍ତ ଶ୍ରଦ୍ଧାଳୁ ଙ୍କ ପ୍ରବଳ ସମାଗମ ହୋଇଥିଲା l  ଶାନ୍ତି ଶୃଙ୍ଖଳା ଓ ସୁରକ୍ଷା ପାଇଁ ଜିଲ୍ଲା ପୋଲିସ ପ୍ରସାଶନ ଓ ଦେବୋତ୍ତର ବିଭାଗ ପକ୍ଷରୁ କଡା ବ୍ୟବସ୍ଥା କରା ଯାଇଥିଲା l   ଦର୍ଶକ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟ କ୍ରମ  କୁ ଉପଭୋଗ କରିଥିଲେ l  ଥନା ପତିପଡା ସ୍ଥିତ ଚନ୍ଦ୍ରଶେଖର ମନ୍ଦିର ରେ ମହାପ୍ରଭୁ  ପହଞ୍ଚିଲା ପରେ ପୂଜା ଅର୍ଚ୍ଚନା ଓ ମହା ଆଳତୀ କାରାଯିବ l ଆଜି ଶୋଭା ଯାତ୍ରା ସମୟରେ ମଝିପଡା ଠାରେ ରାମ ଧୂନ୍ କ୍ଲବ୍ ପକ୍ଷରୁ ଓ ବିଜୁ ପଟ୍ଟନାୟକ ଛକ ରେ ଡ୍ରଗିଷ୍ଟ ଏଣ୍ଡ କେମିଷ୍ଟ ସଂଘ ପକ୍ଷରୁ ଦହି ସରବତ  ଯୋଗାଣ, ମେହେର ପରିବାର ପକ୍ଷରୁ ଉପମା ଜଳ ପାନ, ଓ ବିଭିନ୍ନ ସ୍ଵେଚ୍ଛା ସେବୀ ଅନୁଷ୍ଠାନ ପକ୍ଷରୁ ଥଣ୍ଡା ପାନୀୟ ଦହି ପାଣି ଇତ୍ୟାଦି ଭକ୍ତ କଳାକାର ଙ୍କୁ ଯୋଗାଇ ଦିଆଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026

You Might Also Like