-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||     

HOME   ଜିଲ୍ଲା

Km

20-Jun-2026



ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ଡ଼ଃ. ନାରାୟଣ ପୃଷେଠଙ୍କ ୮୪ତମ ଜନ୍ମଜୟନ୍ତୀ 

ବରଗଡ଼(ତୁଳସୀ ଚରଣ ଦାଶ):  ଆଜି ପାର୍ବତୀଗିରି ମହିଳା ମହାବିଦ୍ୟାଳୟ, ବରଗଡ଼ରେ ବିଶିଷ୍ଟ ଶିକ୍ଷାବିତ୍ ଓ ପୂର୍ବତନ ଅଧ୍ୟକ୍ଷ ସ୍ୱର୍ଗତ ଡ଼ଃ.ନାରାୟଣ ପୃଷେଠଙ୍କ ୮୪ତମ ଜନ୍ମଜୟନ୍ତୀ ଶ୍ରଦ୍ଧା ଓ ସମ୍ମାନର ସହ ପାଳନ କରାଯାଇଥିଲା। ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ନନ୍ଦିନୀ ନିରୋଦ ପଣ୍ଡାଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଯୋଗଦେଇ ଡ଼. ପୃଷେଠଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।

ଏହି ଅବସରରେ ସ୍ୱର୍ଗତ ଡ଼. ପୃଷେଠଙ୍କ ସ୍ମୃତିଚାରଣ କରାଯିବା ସହ ତାଙ୍କ ଆଦର୍ଶ, ଶିକ୍ଷା କ୍ଷେତ୍ରରେ ଅବଦାନ ଏବଂ ମହାବିଦ୍ୟାଳୟର ବିକାଶ ପ୍ରତି ତାଙ୍କର ଉଲ୍ଲେଖନୀୟ ଭୂମିକା ଉପରେ ଆଲୋଚନା କରାଯାଇଥିଲା। ଉପସ୍ଥିତ ସମସ୍ତେ ସ୍ୱର୍ଗତ ପୃଷେଠଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ଏକ ମିନିଟ୍ ନିରବ ପ୍ରାର୍ଥନା କରିଥିଲେ।

ଅଧ୍ୟକ୍ଷା ଶ୍ରୀମତୀ ପଣ୍ଡା ତାଙ୍କ ଅଭିଭାଷଣରେ କହିଥିଲେ ଯେ, ଡ଼. ନାରାୟଣ ପୃଷେଠ କେବଳ ଜଣେ ଶିକ୍ଷାବିତ୍ ନୁହେଁ, ବରଂ ଛାତ୍ରଛାତ୍ରୀଙ୍କ ମନରେ ମାନବୀୟ ମୂଲ୍ୟବୋଧ ଓ ଶୃଙ୍ଖଳାର ବିକାଶ ପାଇଁ ସଦା ପ୍ରୟାସରତ ଥିଲେ। ତାଙ୍କ ଜୀବନ ଓ କାର୍ଯ୍ୟଧାରା ଆଗାମୀ ପିଢ଼ି ପାଇଁ ପ୍ରେରଣାର ଉତ୍ସ ହୋଇ ରହିବ।

କାର୍ଯ୍ୟକ୍ରମଟିକୁ ମହାବିଦ୍ୟାଳୟର ସୋସିଆଲ ମିଡିଆ ସେଲର ଫ୍ୟାକଲ୍ଟି କୋ-ଅର୍ଡିନେଟର ଡ଼ଃ.ପ୍ରଶାନ୍ତ କୁମାର ଦାଶ ସଂଯୋଜନା କରିଥିଲେ । ଶେଷରେ ଅଧ୍ଯାପକ ଡଃ.ଚନ୍ଦ୍ରମଣି ଦେବତା ଧନ୍ୟବାଦ ଅର୍ପଣ କରିଥିଲେ । 
         ---------×××---------


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026

You Might Also Like