-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ସରକାର ଙ୍କ ୨ବର୍ଷ ପୂର୍ତ୍ତି ଉପଲକ୍ଷେ ସଫଳତା ର ବିବରଣୀ ଦେଲେ ମୁଖ୍ୟ ସଚେତକ

20-Jun-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସଭା ଗୃହ ଠାରେ ଓଡିଶା ବିଧାନସଭାର ମୁଖ୍ୟ ସଚେତକ  ସରୋଜ କୁମାର ପ୍ରଧାନ କେନ୍ଦ୍ର ସରକାର ଙ୍କ ୧୨ ବର୍ଷ ଓ ରାଜ୍ୟ ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଏକ ସମୀକ୍ଷା ବୈଠକ ଓ ଏକ ସାମ୍ବାଦିକ ସମ୍ମିଳନୀ ର ଅୟୋଜନ କରି ଉଭୟ ସରକାର ଙ୍କ ଜନ କଲ୍ୟାଣ ଯୋଜନା ଓ ସଫଳତା  ଉପରେ ଆଲୋକପାତ କରିଥିଲେ । ଏହିଅବସରରେ ସେ ସମସ୍ତ ଵିଭାଗ ର ସମୀକ୍ଷା ମଧ୍ୟ କରି ଥିଲେ l  ଜିଲ୍ଲା ତଥା ରାଜ୍ୟ ରେ ଦେଖା ଦେଇଥିବା ଶିକ୍ଷା, ସ୍ବାସ୍ଥ୍ୟ, ପର୍ୟ୍ୟଟନ, କୃଷି, ନିଯୁକ୍ତି , ପାନୀୟ ଜଳ,  ଗମନା ଗମନ ଓ ପୌର ପରିଷଦ ର ଅବ୍ୟବସ୍ଥା, ବାର୍ଦ୍ଧକ୍ୟ ଭତ୍ତା ସମସ୍ୟା ଉପରେ ସାମ୍ୱାଦିକ ମାନେ ବିଭିନ୍ନ ପ୍ରଶ୍ନ କରିଥିବା ବେଳେ ଏ ସବୁ ସମସ୍ୟା ର ସମାଧାନ ପାଇଁ ଆମ ସରକାର ଖୁବ୍ ଶୀଘ୍ର ପଦକ୍ଷେପ ନେବାକୁ ଯାଉଛି ବିଶେଷ କରି ଶିକ୍ଷା ସ୍ବାସ୍ଥ୍ୟ ଓ କୃଷି କ୍ଷେତ୍ର ରେ ସଂସ୍କାର ଆଣିବାକୁ ଆମ ସରକାର ସଂକଳ୍ପବଦ୍ଧ ବୋଲି କହିଥିଲେ l ଜିଲ୍ଲାପାଳ ଡ଼ ଡ଼ ନୃପ ରାଜ ସାହୁ ଙ୍କ ଅଧ୍ୟକ୍ଷତା ରେ ଏସପି ଶ୍ରୀ ନାରାୟଣ ନାଏକ ଓ ଉଭୟ ଏ ଡି ଏମ ଙ୍କ ଉପସ୍ଥିତି ରେ ଅନୁଷ୍ଟିତ ସମୀକ୍ଷା ବୈଠକ ରେ ମୁଖ୍ୟ ସଚେତକ ଶ୍ରୀ ପ୍ରଧାନ ଙ୍କ ସହିତ ଜିଲ୍ଲା ର ସମସ୍ତ ବିଭାଗୀୟ  ଅଧିକାରି ଉପସ୍ଥିତ ଥିବା ବେଳେ ବୀର ମହାରାଜ ପୁର ବିଧାୟକ ଇଂ ରଘୁନାଥ ଜଗଦଲା, ବିଜେପି ଜିଲ୍ଲା ସଭାପତି  ବେଣୁ ଧର ଦାଶ , ବରିଷ୍ଠ ବିଜେପି ନେତା ଶ୍ରୀ ଅଶୋକ ପୂଜାରୀ, ବଲାଙ୍ଗିର ସାଂସଦ ଙ୍କ ପ୍ରତିନିଧି ଶ୍ରୀ ସାନନ୍ଦ ମେହେର  ପ୍ରମୁଖ ଆୟୋଜିତ ଏହି ସ୍ୱତନ୍ତ୍ର ସାମ୍ବାଦିକ ସମ୍ମିଳନୀ ରେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like